Browsing Category

ନାରୀ

ଦାବି ମାନିବାକୁ ରାଜିହେଲେ ମମତା

କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍‌ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।

ଓଡ଼ିଶାରେ ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ‌ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ୍ କରି ଲେଖିଛନ୍ତି, ‘ଚା’ ପିଇବା ସହ ଆନନ୍ଦଦାୟକ

ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଯୋଜନା ଟଙ୍କା : ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : "ସୁଭଦ୍ରା" ଯୋଜନାରେ ମହିଳାଙ୍କ ଖାତାକୁ ଗଲା ଟଙ୍କା । ଜନତା ମଇଦାନରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ଜନ୍ମ ଦିନ ଅବସରରେ ଓଡ଼ିଶାର ମହିଳାଙ୍କୁ ଏକ ବଡ଼ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ। ବଟନ ଟିପି ଏହି ଯୋଜନାର

ଶୁଣିଲାନି ପ୍ରଶାସନ, ଡ୍ରେନ ମରାମତି କଲେ ମହିଳା

କଲ୍ୟାଣସିଂହପୁର /ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଳକ ମାଝୀଗୁଡା ପଞ୍ଚାୟତର ଇନ୍ଦିରା କଲୋନୀ ସାହିର ମହିଳା ପୁରୁଷ ମିଶି ଡ୍ରେନ ମରାମତି କରିଥିବା ଦେଖିବାକୁ ମିଳିଛି। ଅଳ୍ପ ବର୍ଷା ହେଲେ ସାହି ମଝିରେ ପାଣି ଜମୁଥିବାରୁ ବାରମ୍ବାର ପଞ୍ଚାୟତକୁ ଜଣେଇ

ସୁଭଦ୍ରା ଶୁଭାରମ୍ଭ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଦିନକ ପରେ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ମହିଳାମାନଙ୍କ ପାଇଁ ଉଦ୍ଦିଷ୍ଟ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ। ଏହାର ସଫଳ ରୂପାୟନ ପାଇଁ ମୋହନ ଚରଣ ମାଝୀଙ୍କ ସରକାର ଓ ପ୍ରଶାସନ ଜୋରଦାର ପ୍ରସ୍ତୁତି

ସୁଭଦ୍ରା ଯୋଜନା କୁ ସ୍ୱାଗତ ପାଇଁ ବିଶାଳ ପଦଯାତ୍ରା

ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଭୁବନେଶ୍ୱରରେ ଆଜି ବିଶାଳ ପଦଯାତ୍ରା ଆୟୋଜିତ ହୋଇଥିଲା। ରାଜଧାନୀର ୟୁନିଟ ୩ ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ୱ ବିଦ୍ୟାଳୟ ଛକ ପର୍ଯ୍ୟନ୍ତ ଏହି ପଦଯାତ୍ରା ହୋଇଥିଲା। ଏଥିରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି

ସୁଭଦ୍ରା ଯୋଜନା : ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯାଇଛି ୧ଟଙ୍କା । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି । ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ

ରାଜଧାନୀରେ ବାଲ୍ୟ ବିବାହ

ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ): ରାଜଧାନୀ ଭୁବନେଶ୍ୱରରେ ହେଉଥିଲା ବାଲ୍ୟ ବିବାହ। ଖବର ପାଇ ବାହା ବେଦୀ ପାଖରେ ପହଞ୍ଚିଲେ ଶିଶୁ ସୁରକ୍ଷା ଅଧିକାରୀ ଓ କମିଶନରେଟ୍‌ ପୁଲିସ୍‌। ବିବାହ ବନ୍ଦ କରିବା ସହିତ ବଧୂ ବେଶରେ ସଜେଇ ହୋଇଥିବା ନାବାଳିକାକୁ ଉଦ୍ଧାର କରିଛନ୍ତି। ପାଣ୍ଡରା ଜଗନ୍ନାଥ

ସଶକ୍ତ ହେଉଛନ୍ତି ଟସର ଚାଷୀ

ଟସର ଚାଷ କରି ବାର୍ଷିକ ୧ରୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୋଜଗାର କରିପାରୁଛନ୍ତି। ୧୦ରୁ ୧୫ ଦିନ ପରେ ଚାଷୀ ଗଛରୁ ଖୋସା ସଂଗ୍ରହ କରି ଟିଆରସିଏସକୁ ବିକ୍ରି କରିଥାନ୍ତି।  କେନ୍ଦୁଝର/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ): ଟସର ହେଉଛି ଏକ ଲାଭଜନକ ଚାଷ। ଆଦିବାସୀ ବହୁଳ କେନ୍ଦୁଝର

ସ୍ମିତାରାଣୀ ହତ୍ୟାକାଣ୍ଡ ଫାଇଲ୍ ଖୋଲିବ: ମନ୍ତ୍ରୀ

ଯାଜପୁର/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ): ଧର୍ମଶାଳା ବ୍ଲକ୍ ହରିଦାସପୁର ପଞ୍ଚାୟତର ବହୁଚର୍ଚ୍ଚିତ ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ହତ୍ୟାକାଣ୍ଡ ଫାଇଲ୍ ପୁଣି ଖୋଲିବ।  ଆଜି ଏହି ପ୍ରସଙ୍ଗରେ କିଛି ବିଜେପି ନେତା ଆଇନମନ୍ତ୍ରୀଙ୍କୁ ଭେଟି ଏହାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି।