Browsing Category

ନାରୀ

ବଦଳିବ ଶିକ୍ଷା ଭିତ୍ତିଭୂମି! ରାଜ୍ୟରେ ୪୫,୦୦୦ ଶିଶୁବାଟିକା ଖୋଲାଯିବ

ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ଶିକ୍ଷା ହେଉଛି ସମାଜର ଦର୍ପଣ। ଶିକ୍ଷା ମାଧ୍ୟମରେ ହିଁ ସମାଜରେ ପରିବର୍ତ୍ତନ ଆଣି ହେବ। ଶିକ୍ଷା ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଗ୍ରାମାଞ୍ଚଳରୁ ପ୍ରତିଭା ବାହାର କରିବା ରାଜ୍ୟ ସରକାରଙ୍କ ମୂଳ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାର କ୍ରୀଡ଼ାକୁ ଜୀବନର ଏକ ଗୁରୁତ୍ବପୂର୍ଣ୍ଣ ଅଂଶ ଭାବେ ଦେଖୁଛନ୍ତି। ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମଧ୍ୟ ବିସ୍ତୃତ ଯୋଜନା କରିଛନ୍ତି। କ୍ରିକେଟ୍‌, ଭଲିବଲ, ଫୁଟବଲ ଓ ଆଥଲେଟିକ୍‌ ପାଇଁ ପ୍ରତି ବ୍ଲକରେ ଭିତ୍ତିଭୂମି ନିର୍ମାଣ କରାଯାଉଛି। ଭୁବନେଶ୍ୱର

“ଲକ୍ଷପତି ଦିଦି ଯୋଜନା” ଘୋଷଣା

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ ମହିଳା କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ରାଜ୍ୟର ମହିଳାଙ୍କର ଆର୍ଥିକ ଅଭିବୃଦ୍ଧି କରାଇବା ଲକ୍ଷ୍ୟ ନେଇ “ଲକ୍ଷପତି ଦିଦି ଯୋଜନା” କାର୍ଯ୍ୟକାରୀ ନିମନ୍ତେ ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀ

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ

ବନ୍ଦ ଡାକରା ଦେଲା ନକ୍ସଲ ସଂଗଠନ

ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ ଟେକାମେଟା ଜଂଗଲରେ ପୁଲିସ ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ଆଜି ନକ୍ସଲ ସଂଗଠନ ପକ୍ଷରୁ ପ୍ରେସ ବିବୃତ୍ତି ଜାରି କରାଯାଇଛି। ମାଲକାନଗିରି/ଭୁବନେଶ୍ୱର ୧୫-୦୨-୨୦୨୫(ପିପିଏସ ) : ସୀମାନ୍ତ ଛତିଶଗଡ଼ର ଜାତୀୟ ଉଦ୍ୟାନ ଏବଂ

୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍, ସୂଚନା ଦେଲେ ସରକାର

ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ।

କନ୍ଧମାଳରେ ଲଜ୍ଜା: ସପ୍ତମ ଶ୍ରେଣୀର ଛାତ୍ରୀ ଗର୍ଭବତୀ

ଶିକ୍ଷା ଦୀକ୍ଷାର ଅଭାବ ନା ଅମାନୁଷିକତା କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ ବ୍ୟକ୍ତିଙ୍କର ଜାଲରେ ଫସିଯାଇ କମ୍‌ ବୟସର ଝିଅମାନେ ଏହି ଅଭାବନୀୟ ପରିସ୍ଥିତିର ସାମ୍ନା

‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଲକ୍ଷ୍ମୀପୁର ଥାନାରେ ୪ ଯୁବକ ଅଟକ ଶନିବାର ରାତ୍ରିରେ ବିରିଗୁଡା ଗାଁରେ ଚାଲିଥିଲା ବୁଢୀ ଠାକୁରାଣୀ ଯାତ୍ରା ସମୟରେ ଜଣେ ନାବାଳିକା ସାଙ୍ଗ ସହ କଥା ହେଉଥିବା ସମୟରେ ୪ ଜଣ ଯୁବକ ସାଙ୍ଗଙ୍କୁ ଅତର୍କିତ ଆକ୍ରମଣ କରି ଝିଅକୁ ପାହାଡ଼ ଉପରକୁ ନେଇ ଗଣଦୁଷ୍କର୍ମ କରିଥିବା ନେଇ ଲକ୍ଷ୍ମୀପୁର

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ଦିନକୁ ଦିନ ରାଜ୍ୟରେ