Sign in
Sign in
Recover your password.
A password will be e-mailed to you.
Browsing Category
ନାରୀ
ଆନ୍ଦୋଳନ ଜାରିରଖିବେ ନର୍ସ
ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଆଲୋଚନା ବିଫଳ ହୋଇଛି। ନର୍ସିଂ କର୍ମଚାରୀମାନେ ଆସନ୍ତାକାଲି (୨୦୨୪ ସେପ୍ଟେମ୍ବର ୨୬) ଯାଏଁ ଜରୁରୀକାଳୀନ ସେବାରେ ନିୟୋଜିତ ହେବାକୁ ସ୍ଥିର କରିଛନ୍ତି। ଏହା ପରେ ସେପ୍ଟେମ୍ବର ୨୭ ତାରିଖ ଠାରୁ!-->…
ହରିଆଣା ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧା
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ହରିଆଣାରେ ଆଗାମୀ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୁଆନା ନିର୍ବାଚନମଣ୍ଡଳୀରେ ସବୁଠାରୁ ରୋଚକ ଲଢ଼େଇ ଦେଖିବାକୁ ମିଳିବ। ଏହି ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧାଙ୍କର ଦଙ୍ଗଲ ସମସ୍ତଙ୍କୁ ଆକର୍ଷିତ କରିଛି। ଜୁଆନାର!-->…
କନେଷ୍ଟବଳଙ୍କ ଦବଙ୍ଗଗିରି
ଦଶରଥପୁର/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ରାମବାଗ ଫାଣ୍ଡି କନେଷ୍ଟବଳ ଜିତେନ୍ଦ୍ର ବିଶ୍ୱାଳଙ୍କ ଦବଙ୍ଗଗିରି। ରାତିଅଧରେ ନର୍ସଙ୍କର ମଙ୍ଗଳପୁର ଭଡ଼ାଘରେ ପଶି କଲେ ପ୍ରେମ ନିବେଦନ, ମାତ୍ର କଥା ନମାନିବାରୁ ଦେଲେ ନିସ୍ତୁକ ମାଡ଼ ମାରିଥିବାର ଅଭିଯୋଗ ହୋଇଛି।!-->…
ଭରତପୁର ଥାନା ପ୍ରସଙ୍ଗ: ଏକାଠି ହେଲା ପୁଲିସ
ବିନା ଅନୁମତିରେ ପୁଲିସ ଏଭଳି ଏକାଠି ହୋଇପାରିବେ ନାହିଁ: ସିପି ସଞ୍ଜୀବ ପଣ୍ଡା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଆଜି ଅପରାହ୍ନରେ ରିଜର୍ଭ ପୁଲିସ ପଡ଼ିଆରେ ହାବିଲଦାରଙ୍କଠାରୁ ଏଡିସିପି ରୢାଙ୍କ୍ର ଶହଶହ ପୁଲିସ କର୍ମଚାରୀ ଏକାଠି ହୋଇଥିଲେ। ନିଲମ୍ବିତ ହୋଇଥିବା ପୁଲିସ ଅଧିକାରୀ!-->!-->!-->!-->!-->…
ସୁଭଦ୍ରା ଯୋଜନା ନାଁରେ ଯନ୍ତ୍ରଣା
ଝରିଗାଁ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ସରକାର ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ଏହି ଯୋଜନାରେ ସାମିଲ ହିତାଧିକାରୀମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ପାଇଁ ସ୍ଥିର କରିଛନ୍ତି।!-->…
ଦାବି ମାନିବାକୁ ରାଜିହେଲେ ମମତା
କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।!-->…
ଓଡ଼ିଶାରେ ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ୍ କରି ଲେଖିଛନ୍ତି, ‘ଚା’ ପିଇବା ସହ ଆନନ୍ଦଦାୟକ!-->…
ମହିଳାଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଯୋଜନା ଟଙ୍କା : ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : "ସୁଭଦ୍ରା" ଯୋଜନାରେ ମହିଳାଙ୍କ ଖାତାକୁ ଗଲା ଟଙ୍କା । ଜନତା ମଇଦାନରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ଜନ୍ମ ଦିନ ଅବସରରେ ଓଡ଼ିଶାର ମହିଳାଙ୍କୁ ଏକ ବଡ଼ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ। ବଟନ ଟିପି ଏହି ଯୋଜନାର!-->…
ଶୁଣିଲାନି ପ୍ରଶାସନ, ଡ୍ରେନ ମରାମତି କଲେ ମହିଳା
କଲ୍ୟାଣସିଂହପୁର /ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଳକ ମାଝୀଗୁଡା ପଞ୍ଚାୟତର ଇନ୍ଦିରା କଲୋନୀ ସାହିର ମହିଳା ପୁରୁଷ ମିଶି ଡ୍ରେନ ମରାମତି କରିଥିବା ଦେଖିବାକୁ ମିଳିଛି। ଅଳ୍ପ ବର୍ଷା ହେଲେ ସାହି ମଝିରେ ପାଣି ଜମୁଥିବାରୁ ବାରମ୍ବାର ପଞ୍ଚାୟତକୁ ଜଣେଇ!-->…
ସୁଭଦ୍ରା ଶୁଭାରମ୍ଭ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
ଦିନକ ପରେ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ମହିଳାମାନଙ୍କ ପାଇଁ ଉଦ୍ଦିଷ୍ଟ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ।
ଏହାର ସଫଳ ରୂପାୟନ ପାଇଁ ମୋହନ ଚରଣ ମାଝୀଙ୍କ ସରକାର ଓ ପ୍ରଶାସନ ଜୋରଦାର ପ୍ରସ୍ତୁତି!-->!-->!-->!-->!-->!-->!-->!-->!-->!-->…