Sign in
Sign in
Recover your password.
A password will be e-mailed to you.
Browsing Category
ନାରୀ
ବାଂଲାଦେଶୀ ନାବାଳିକା ଘଟଣା: ରାଜଧାନୀରୁ ତୃତୀୟ ଅଭିଯୁକ୍ତକୁ ଗିରଫ
ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ବାଂଲାଦେଶୀ ନାବାଳିକା ଘଟଣାରେ ରାଜଧାନୀରୁ ଆଉଜଣେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ହେଲା ଅବଦୁଲ ସୟଦ ସୁଲେମାନ। ତାର ଘର ଭୁବନେଶ୍ବରର ଝାରପଡ଼ା ଅଞ୍ଚଳରେ। ସେ ହିଁ ମୁଖ୍ୟତଃ ଏହି ରାକେଟକୁ ଚଳାଉଥିଲା। ତାଙ୍କ ଠାରୁ କିଂ ପିନ ଗୋପୀର କିଛି!-->…
କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ
କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ!-->…
ବାଂଲାଦେଶୀ ନାବାଳିକା ଉଦ୍ଧାର ମାମଲାରେ ମହିଳା ସମେତ ୨ ଜଣ ଅଟକ
କଟକ ସହରରୁ ବାଲାଂଦେଶୀ ନାବାଳିକା ଉଦ୍ଧାର ମାମଲାରେ ପୁଲିସ ଆକ୍ସନ ମୁଡ଼ରେ ରହିଛି। ନାବାଳିକାକୁ ଉଦ୍ଧାର ପରେ ଏହି ଘଟଣା ସହିତ ସଂପୃକ୍ତି ରଖିଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମତେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
କଟକ,୨୪-୧୧-୨୦୨୪ (ପିପିଏସ) : ଜଣେ ବାଂଲାଦେଶୀ!-->!-->!-->!-->!-->…
ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା
ସୁନ୍ଦରଗଡ଼/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି।!-->…
ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ସୁଭଦ୍ରା ଟଙ୍କା ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ!-->…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ!-->!-->!-->…
ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ: ଆଇନମନ୍ତ୍ରୀ
ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ଖୁବଶୀଘ୍ର ମହିଳା କୋର୍ଟ ପ୍ରତିଷ୍ଠା କରିବାକୁ ଯାଉଛନ୍ତି
ଭୁବନେଶ୍ୱର!-->!-->!-->…
ଡିସେମ୍ବର ୧୯ରେ ବିଧାନସଭା ଘେରିବେ ଅଙ୍ଗନବାଡ଼ି କର୍ମୀ
ଅଙ୍ଗନବାଡ଼ି କର୍ମୀଙ୍କୁ ଆର୍ଥିକ ଶୋଷଣ ବନ୍ଦ ଓ ଅନାବଶ୍ୟକ କାର୍ଯ୍ୟଭାର ପ୍ରତ୍ୟାହାର ସହ ଭତ୍ତା ବୃଦ୍ଧିର ପ୍ରତିଶ୍ରୁତି ପୂରଣ ନକଲେ ଆଗାମୀ ଡିସେମ୍ବର ୧୯ ତାରିଖରେ ବିଧାନସଭା ଘେରାଉ କରିବ ଅଙ୍ଗନବାଡ଼ି କର୍ମଚାରୀ ୟୁନିୟନ ସଂଯୁକ୍ତ ମୋର୍ଚ୍ଚା।
ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) :!-->!-->!-->…
ଦୁର୍ଗମ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଦୋଳାରେ ୮ କିମି ବୁହା ହେଲେ ମହିଳା
ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ ଏହାର ଜ୍ବଳନ୍ତ ଉଦାହରଣ
ପାତ୍ରପୁର/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରାଜ୍ୟରେ!-->!-->!-->…
ଋତୁସ୍ରାବ ସ୍ୱଚ୍ଛତା ନୀତି ବିଦ୍ୟାଳୟରେ କାର୍ଯ୍ୟକାରୀ ହୋଇଛି: ସୁପ୍ରିମକୋର୍ଟରେ ସରକାରଙ୍କ ସତ୍ୟପାଠ
ବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଋତୁସ୍ରାବ ସ୍ୱଚ୍ଛତା ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ପ୍ରସ୍ତୁତ କରିଛନ୍ତି। ଏହାକୁ ମଧ୍ୟ ଅନୁମୋଦନ କରାଯାଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ନିରାପଦ ମାସିକ ଋତୁସ୍ରାବ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଏହି ନୀତିର!-->…