Sign in
Sign in
Recover your password.
A password will be e-mailed to you.
Browsing Category
ନାରୀ
ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ
ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ନିମାପଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାବେଳେ ସେ କହିଛନ୍ତି, ପ୍ରାୟ ୫ ଲକ୍ଷ ହିତାଧିକାରୀଙ୍କ ଆଧାର କାର୍ଡ ବ୍ୟାଙ୍କ ଆକାଉଣ୍ଟ ସହ ଲିଙ୍କ୍ ହୋଇ ନଥିବାରୁ ସେମାନଙ୍କ ରେଜିଷ୍ଟ୍ରେସନ୍!-->…
ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ: ଯୋଗାଣ ସହାୟକ ଗିରଫ
ଚାଉଳ ଦେବା ନାଁରେ ମହିଳାଙ୍କୁ ଦୁଷ୍କର୍ମ ଓ ଭିଡ଼ିଓ ଭାଇରାଲ ଘଟଣାରେ ଯୋଗାଣ ସହାୟକ ଗିରିଶ ସାହୁଙ୍କୁ ଗିରଫ କରାଯାଇଥିବାର ଖବର ମିଳିଛି। ତାଙ୍କୁ ଛତିଶଗଡ଼ରେ ନିଜର ଜଣେ ସଂପର୍କୀୟଙ୍କ ଘରୁ ଗିରଫ କରିଛି ପୁଲିସ୍।
ଆଗଲପୁର/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚାଉଳ ଦେବା ନାଁରେ!-->!-->!-->…
ସତ୍ୟନଗର ମଶାଣିରୁ ପୂର୍ବତନ ବିଧାୟକଙ୍କ ପତ୍ନୀଙ୍କ ଅର୍ଦ୍ଧଦଗ୍ଧ ଶବ ଜବତ
ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ଏକ ଶବକୁ ଅନ୍ତିମ ସଂସ୍କାର କରାଯାଉଥିବା ହାଇଡ୍ରାମା ଦେଖିବାକୁ ମିଳିଛି। ଶାଶୂଙ୍କ ମୃତଦେହ ଅନ୍ତିମ ସଂସ୍କାର କରାଯାଉଥିବା ବେଳେ ସଂପର୍କୀୟଙ୍କ ଦ୍ବାରା ଅଭିଯୋଗ ପାଇ ଖାରବେଳନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅର୍ଦ୍ଧଦଗ୍ଧ ଶବକୁ ଜବତ କରିଛି।
!-->!-->!-->…
ନଭେମ୍ବର ୨୪ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା
‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ। ଏଥିଲାଗି ସୁନ୍ଦରଗଡ଼ରେ କାର୍ଯ୍ୟକ୍ରମ!-->…
ପୁରୀଘାଟ କାଫେ ଓ ବାରଙ୍ଗ ଅଞ୍ଚଳରେ ବାରମ୍ବାର ଗଣଦୁଷ୍କର୍ମ : ଡିସିପି
କଟକର ଜଣେ କଲେଜ ଛାତ୍ରୀଙ୍କୁ ବାରମ୍ବାର ଗଣଦୁଷ୍କର୍ମ ଘଟଣାରେ ଡିସିପି ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଛାତ୍ରୀଙ୍କ ନଗ୍ନ ଭିଡିଓ ଦେଖାଇ ଦୁର୍ବୃତ୍ତମାନେ ତାଙ୍କୁ ବ୍ଲାକମେଲ୍ କରିବା ସହ ଗଣଦୁଷ୍କର୍ମ କରିଛନ୍ତି। ଅଭିଯୁକ୍ତମାନେ ଭିଡିଓ ଅନ୍ୟ କେଉଁଆଡ଼େ ସେୟାର କରିଛନ୍ତି କି ନାହିଁ!-->…
ଛଟ୍ ପୂଜା: କୁଆଖାଇ ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ଶ୍ରଦ୍ଧାଳୁ
ଭୁବନେଶ୍ବରର କୂଆଖାଇ ନଦୀପଠାରେ ବ୍ରତାଧାରୀମାନେ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର ବ୍ରତଧାରୀ ମହିଳା ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ସେମାନେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ!-->…
ବିଜେପିରେ ଯୋଗ ଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ
ବିଜେଡି ଛାଡ଼ିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସୁନନ୍ଦା ଦାସ ତାଙ୍କର ବହୁ ସମର୍ଥକଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି।
ଯାଜପୁର/ଭୁବନେଶ୍ୱର!-->!-->!-->!-->!-->…
ଅମାନିଆ ଚାଳକଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ନିୟନ୍ତ୍ରଣରେ ନରହି ଚଳାଚଳ କରୁଥିବାରୁ ବିଗତ ଦିନରେ ଅନେକ ସ୍ଥାନରେ ମୋ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କିଛି ଲଗାମ ବିନୀନ ଚାଳକଙ୍କ ଯୋଗୁଁ ସାଧାରଣ ଜନତାଙ୍କର କ୍ଷତି ହୋଇଛି। ଗତ ୨ ତାରିଖ ଦିନ ମୋ ବସ୍ ଜଣେ ଯୁବତୀଙ୍କୁ ଧକ୍କା ଦେଇଥିଲା।
ଭୁବନେଶ୍ବର: ସହରାଞ୍ଚଳରେ ପରିବହନ!-->!-->!-->!-->!-->…
ଅଗ୍ନିକାଣ୍ଡରେ ମା ଓ ଝିଅ ମୃତ, ସମ୍ପତ୍ତି ପାଇଁ ହତ୍ୟା ଅଭିଯୋଗ
ସମ୍ବଲପୁର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ସମ୍ବଲପୁରର ସଦର ଥାନା ଅନ୍ତର୍ଗତ ମାନେଶ୍ୱରର ହାଟପଦା ଠାରେ ମଙ୍ଗଳବାର ରାତ୍ରିରେ ଅଗ୍ନିକାଣ୍ଡ ଘଟି ଜଣେ ବରିଷ୍ଠ ମହିଳା ଓ ତାଙ୍କର ଝିଅ ମୃତ୍ୟୁବରଣ କରିଛନ୍ତି। ଗତକାଲି ରାତ୍ରିରେ ହାଟପଦାରେ ଥିବା ଘରର ଉପର ମହଲାରେ ଅବସରପ୍ରାପ୍ତ!-->…
ଅବକାରୀ ବିଭାଗ ନିଷ୍କ୍ରିୟ! ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ଗୋଷ୍ଠୀ
ମଦ ଯୋଗୁଁ ସମାଜ ଆଜି ବାଟବଣା ହେବାକୁ ଲାଗିଲାଣି। ଯୁବପିଢି ବିପଥଗାମୀ ହେବାରେ ଲାଗିଛନ୍ତି। ଘର ସଂସାର ଉଜୁଡିବାରେ ଲାଗିଛି। ଘରୋଇ ହିଂସା ବୃଦ୍ଧି ପାଇବାରେ ଲାଗିଛି। ମହିଳାମାନେ ପ୍ରତ୍ୟକ ଦିନ ନିର୍ଯାତିତ ହେବାରେ ଲାଗିଛନ୍ତି।
ଘୁ.ଉଦୟଗିରି/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) :!-->!-->!-->…