Sign in
Sign in
Recover your password.
A password will be e-mailed to you.
Browsing Category
ନାରୀ
କନ୍ଧମାଳ ଆମ୍ବ ଟାକୁଆ ଜନିତ ମୃତ୍ୟୁ ଘଟଣା: ଖାଦ୍ୟରେ ବିଷକ୍ରିୟା ଯୋଗୁ ମୃତ୍ୟୁ, ସମସ୍ତେ ନିୟମିତ ଭାବେ ପାଉଛନ୍ତି ଚାଉଳ
ଭୁବନେଶ୍ୱର ୦୨-୧୧-୨୦୨୪(ପିପିଏସ) : ଅକ୍ଟୋବର ୩୦ ତାରିଖରେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକର ଗଦାପୁର ପଞ୍ଚାୟତ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଦୁଇ ଜଣ ମହିଳାଙ୍କ ଦୁଃଖଦ ମୃତ୍ୟୁ ଘଟଣା ପରେ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କ ପକ୍ଷରୁ ଘଟଣାର କାରଣ!-->…
ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦିଆଯିବ ଡ୍ରୋନ୍
ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା 'ନମୋ ଡ୍ରୋନ୍ ଦିଦି' କୁ ସରକାର ଅନୁମୋଦନ ଦେଇଛନ୍ତି।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଡିଏୱାଇ- ଏନଆରଏଲଏମ ଅଧୀନରେ!-->!-->!-->!-->!-->…
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ
ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ।
ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ!-->!-->!-->…
୨ କିମି ବୋହିଲେ ମୃତ ଗର୍ଭବତୀଙ୍କ ଶବ
ଗାଁ’କୁ ଆସିପାରିଲାନି ଆମ୍ବୁଲାନ୍ସ
ମୋହନା/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଗଜପତି ଜିଲ୍ଲା ମୋହନା ବ୍ଲକ୍ ଡମ୍ବଗୁଡ଼ା ପଞ୍ଚାୟତ ନିଲଡ଼ିକିଲିଆ ଗ୍ରାମକୁ ଭଲ ରାସ୍ତା ନଥିବାରୁ ଗ୍ରାମବାସୀ ପ୍ରତିଦିନ ସମସ୍ୟା ଭୋଗୁଛନ୍ତି। ଏପରିକି ଗ୍ରାମକୁ ଜରୁରୀକାଳୀନ ସମୟରେ!-->!-->!-->!-->!-->…
ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଦିଆଯିବା ତାରିଖ ଖୁବ୍ ଶୀଘ୍ର ଘୋଷିତ ହେବ: ପ୍ରଭାତୀ ପରିଡ଼ା
‘ସୁଭଦ୍ରା' ଯୋଜନା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା ଦିଆଯିବ। ଖୁବ୍ ଶୀଘ୍ର ଏନେଇ ତାରିଖ ଘୋଷଣା କରାଯିବ।
ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ‘ସୁଭଦ୍ରା'!-->!-->!-->!-->!-->…
ବିଧବା ଭତ୍ତା ପାଇଁ ୬ ମାସ ହେଲା ଦୌଡୁଛନ୍ତି ଆଦିବାସୀ ଅସହାୟ ମହିଳା
ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାରେ ରୋଜଗାର ପନ୍ଥା ନଥିବା ହେତୁ ଗରିବୀ ହଟିବାର ନାଁ ନେଉ ନାହିଁ।
ଗରିବଙ୍କ ପାଇଁ ସରକାର ଯୋଜନା କାର୍ଯ୍ୟକାରୀ କରୁଛନ୍ତି ସତ, କିନ୍ତୁ ପ୍ରକୃତରେ ଏଥିରୁ ଅନେକ ଗରିବ ପରିବାର ଅଧିକାର ପାଇବାରୁ ବଞ୍ଚିତ ହେଉଥିବା ଦୃଶ୍ୟ ଦେଖୁବାକୁ ମିଳୁଛି।
!-->!-->!-->!-->!-->!-->!-->…
ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ବୈଠକ
ସମ୍ବଲପୁର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ସମ୍ବଲପୁରର ଧନୁପାଲି ସ୍ଥିତ ଆଦର୍ଶ ଅନୁଷ୍ଠାନର କାର୍ଯ୍ୟାଳୟ ଠାରେ ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ଗୁରୁତ୍ୱପୁର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଶ୍ରମ ଅଧିକାରୀ ଶତୃଜିତ ସାହୁ, ଜିଲା ସମାଜ ମଙ୍ଗଳ ଅଧିକାରୀ, ବରିଷ୍ଠ!-->…
ଅଖା ଭିତରେ ମହିଳାଙ୍କ ମୃତଦେହ
ଝାରସୁଗୁଡ଼ା/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ରେଳ ୱାଗନ ଭିତରୁ ଅଖାବସ୍ତାରେ ଭର୍ତି ଥିବା ମହିଳାଙ୍କ ଶବ ଉଦ୍ଧାର l ଝାରସୁଗୁଡ଼ା ଜିଲ୍ଲା ସ୍ଥିତ ଏମସିଏଲ ଲଖନପୁର ଖଣିକ୍ଷେତ୍ରର ବିଓସିଏମ ସାଇଡିଙ୍ଗ ନମ୍ବର ୩କୁ କୋଇଲା ନେବା ପାଇଁ ଆସିଥିବା ରେଳ ଗାଡ଼ିର ୱାଗନରୁ ଅଖା ବସ୍ତାରେ!-->!-->!-->…
ଭାରତର ବାଘ ମଣିଷ
ମନୁଷ୍ୟ ଓ ବାଘ ଭଳି ହିଂସ୍ର ପ୍ରାଣୀ ମଧ୍ୟରେ ବନ୍ଧୁତା ଅତି ବିରଳ। ତାହା ପୁଣି ଦୀର୍ଘସ୍ଥାୟୀ ନୁହେଁ।
କିନ୍ତୁ, ଓଡ଼ିଶାର ବନ ଅଧିକାରୀ ସରୋଜ ଚୌଧୁରୀ ଓ ବାଘୁଣୀ ଖଇରୀ ମଧ୍ୟରେ ବନ୍ଧୁତା ଥିଲା ନିବିଡ଼ ଓ ସ୍ଥାୟୀ।
ଦେଶରେ ବାଘ ବଂଶ ତିଷ୍ଠି ରହିବା ଏବଂ ବୃଦ୍ଧି ଘଟିବା କ୍ଷେତ୍ରରେ!-->!-->!-->!-->!-->!-->!-->…
ଡାକ୍ତରଙ୍କୁ ଚାହିଁଚାହିଁ ଫେରୁଛନ୍ତି ରୋଗୀ
ବାସନ୍ତୀ କଲୋନିର ଭୁବନାନନ୍ଦ ପ୍ରଧାନ। ଅସ୍ତ୍ରୋପଚାର ପାଇଁ ପରିବାର ଲୋକ ତାଙ୍କୁ ଇଏସ୍ଆଇ ମଡେଲ୍ ହସ୍ପିଟାଲରେ ଭର୍ତ୍ତି କଲେ। ଏମିତିକି ୨ ଘଣ୍ଟା ପୂର୍ବରୁ ତାଙ୍କୁ ଅସ୍ତ୍ରୋପଚାର ପୋଷାକ ମଧ୍ୟ ପିନ୍ଧାଇ ଦିଆଗଲା।
ରାଉରକେଲା/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାସନ୍ତୀ କଲୋନିର!-->!-->!-->!-->!-->…