Sign in
Sign in
Recover your password.
A password will be e-mailed to you.
Browsing Category
ପରିବେଶ
୧୮ଟି ଜିଲ୍ଲାକୁ କୁହୁଡି ଚେତାବନୀ
ନିଖୋଜ ହୋଇଯାଇଛି ‘ମାଘ’ ମାସର ବାଘ ଭଳି ଶୀତ-ଜାଡ଼
ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ମାଘ ମାସର ବାଘ ଭଳି ଶୀତ ଓ ଜାଡ଼ ଆଉ ନାହିଁ। ମୟୂରଂଭଜ, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଏବେ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ!-->!-->!-->!-->!-->…
ଅସ୍ତରଙ୍ଗ ରେ ଡଲଫିନ ଗଣନା
:-୩ ଦିନ ବ୍ୟାପି ୪ଟି ଟିମ୍ ଗଣନା କରିବେ
ଅସ୍ତରଙ୍ଗ/ଭୁବନେଶ୍ୱର ୨୦-୦୧-୨୦୨୫(ପିପିଏସ ) : ତିନି ଦିନ ଧରି ପୁରୀ ଜିଲ୍ଲା ଅସ୍ତରଙ୍ଗ ଦେବୀ ନଦୀରେ ଓ ସମୁଦ୍ରରେ ବିରଳ ଡଲଫିନଙ୍କ ସଂଖ୍ୟା ବନବିଭାଗ ପକ୍ଷରୁ ଗଣନା ଜାରୀ ରହିବ। ନଦୀ ସମୁଦ୍ର ଘେରା ଅସ୍ତରଙ୍ଗ ଅଞ୍ଚଳ। ଏଠାରେ ପ୍ରବାବିତ!-->!-->!-->!-->!-->…
୧୮ ଜାନୁଆରିରୁ ଭିତରକନିକାରେ ପକ୍ଷୀ ଗଣନା
ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍ରେ ପକ୍ଷୀ ଗଣନା କରାଯିବ
ରାଜନଗର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଜାନୁଆରି ୧୮ରୁ!-->!-->!-->…
ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବାଘ ଶାବକର ମୃତ୍ୟୁ ଘଟିଛି। ବୁଧବାର ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ, ପ୍ରାଣୀ ଉଦ୍ୟାନରେ ଚିକିତ୍ସାଧୀନ ବାଘ ଶାବକର ମୃତ୍ୟୁ ଘଟିଛି। ଶାବକଟି ୨ ନଭେମ୍ବର ୨୦୨୪ରେ ଜନ୍ମ ହୋଇଥିଲା
ଭୁବନେଶ୍ୱର ୧୫ୃ୦୧-୨୦୨୫(ପିପିଏସ ) : ନନ୍ଦନକାନନର ପ୍ରାଣୀ!-->!-->!-->…
ବିଦେଶୀ ପକ୍ଷୀଙ୍କଠାରେ ଲାଗିଲା ଟ୍ରାନ୍ସମିଟର୍: ୧୦ ମିନିଟ୍ ବ୍ୟବଧାନରେ ପକ୍ଷୀଙ୍କ ଉପସ୍ଥିତି ଜାଣିହେବ
ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଚିଲିକା। ସାତଦରିଆ ଡେଇଁ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଏଠାକୁ ଧାଇଁ ଆସିଛନ୍ତି। କେଉଁ ପକ୍ଷୀ କେଉଁଠାରୁ ଆସିଛନ୍ତି ତାହା ଜଣାପଡ଼ୁ ନ ଥିଲେ ମଧ୍ୟ ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟୁଛନ୍ତି।
ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ପକ୍ଷୀଙ୍କ କଳରବରେ ମୁଖରିତ!-->!-->!-->…
ଜାନୁଆରି ୧୨ ପର୍ଯ୍ୟନ୍ତ ଜାରି ରହିବ ବାର୍ଷିକ ପୁଷ୍ପ ପଦର୍ଶନୀ: ମନ୍ତ୍ରୀ
ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଓ ପ୍ଲାଣ୍ଟ ଲଭର୍ସ ଆସୋସିଏସନ ମିଳିତ ସହଯୋଗରେ ଆୟୋଜିତ ରାଜ୍ୟସ୍ତରୀୟ ପୁଷ୍ପ ପ୍ରଦର୍ଶନୀରେ କେଉଁଠି ଗୋଲାପ ଶୋଭା ପାଉଛି, ତ ଆଉ କେଉଁଠି ଡାଲିଆ। ସେବତୀ, ଗେଣ୍ଡୁ, ଜିନିଆ, ଆଷ୍ଟର
ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ରାଜଧାନୀ ଭୁବନେଶ୍ୱରର ଏକାମ୍ର!-->!-->!-->…
ଚିଲିକାରେ ହେବ ପକ୍ଷୀ ମ୍ୟୁଜିୟମ୍:ଉପମୁଖ୍ୟମନ୍ତ୍ରୀ
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଚିଲିକାର ସ୍ୱତନ୍ତ୍ର ସ୍ଥାନ ରହିଛି। ଭୌଗୋଳିକ ଅବସ୍ଥିତି ତଥା ଅନୁକୂଳ ପରିବେଶ ପାଇଁ କେଉଁ କାଳରୁ ଚିଲିକା ଏକ ପକ୍ଷୀ ତୀର୍ଥ ପାଲଟିଛି। ଦକ୍ଷିଣ ଆଫ୍ରିକାର ଭିକ୍ଟୋରିଆ ହ୍ରଦ ପରେ ଚିଲିକା ବିଶ୍ୱର ଦ୍ୱିତୀୟ ବୃହତ୍ତମ ପକ୍ଷୀ ହ୍ରଦ ଭାବରେ ସାରା ବିଶ୍ୱରେ!-->…
ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ
ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ସମ୍ମାନ!-->…
ଟ୍ରାଙ୍କୁଲାଇଜ ହେଲା ‘ଜୀନତ’
ବାରିପଦା/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରୁ ଖସି ଯାଇ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗରେ ପହଞ୍ଚି ଥିବା ୩ ବର୍ଷର ବାଘୁଣୀ ‘ଜୀନତ’ ରବିବାର ଟ୍ରାଙ୍କୁଲାଇଜ ହୋଇଛି। ପଶ୍ଚିମବଙ୍ଗର ବାଙ୍କୁଡ଼ା ଜିଲ୍ଲାରେ ବନ ବିଭାଗ ଟ୍ରାଙ୍କୁଲାଇଜ୍!-->…
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍ସି ଘେରିଲା ଛାତ୍ର କଂଗ୍ରେସ
ଗାଡ଼କଣ ଟିଟିଏସ୍ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ।
ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ!-->!-->!-->…