Sign in
Sign in
Recover your password.
A password will be e-mailed to you.
Browsing Category
ପରିବେଶ
ଶିମିଳିପାଳରେ ନୂଆ ଅତିଥି :ମହାରାଷ୍ଟ୍ରର ମହାବଳ
ବାରିପଦା/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ମହାରାଷ୍ଟ୍ରର ମହାବଳ ଓଡ଼ିଶାର ଶିମିଳିପାଳ ଅଭୟାଣ୍ୟରେ ଗର୍ଜିବ। ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏକ ସ୍ବତନ୍ତ୍ର ଗାଡ଼ିରେ କଡ଼ା ସୁରକ୍ଷା ମଧ୍ୟରେ ମହାବଳକୁ ଅଣାଯାଇଛି। ଶିମିଳିପାଳରେ ବ୍ୟାଘ୍ର ବଂଶ ବୃଦ୍ଧି ଲକ୍ଷ୍ୟରେ!-->…
ପର୍ଯ୍ୟଟକଙ୍କ ପାଇଁ ଆହୁରି ୩ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
ବାତ୍ୟା ଯୋଗୁ ଶିମିଳିପାଳ ଅଭୟାରଣ୍ୟକୁ ଗତ ୨୩ ତାରିଖ ଠାରୁ ପର୍ଯ୍ୟଟକମାନଙ୍କର ପ୍ରବେଶ ବାରଣ ରହିଛି। ଏବେ ଉତ୍ତର ଓଡ଼ିଶାରେ ବର୍ଷା ଜାରି ରହିଥିବାରୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ଅଭୟାରଣ୍ୟ ଆହୁରି ୩ ଦିନ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ।
!-->!-->!-->!-->!-->…
ପୋତି ହୋଇଯାଉଛି ଇନ୍ଦ୍ରାବତୀ ଡ୍ୟାମ୍
ଜଳଭଣ୍ଡାର ଭିତରକୁ ଆସୁଛି ୪ ନଦୀର ମାଟି,ପଙ୍କ
କଳାହାଣ୍ଡି ଜିଲ୍ଲାର ଜୀବନରେଖା ଇନ୍ଦ୍ରାବତୀ ଜଳଭଣ୍ଡାର ଦିନକୁ ଦିନ ପୋତି ହେବାରେ ଲାଗିଛି।
ଏ ସଂକ୍ରାନ୍ତରେ ୧୫ ବର୍ଷ ତଳେ ଡ୍ୟାମ୍ ନିରାପତ୍ତା ସମୀକ୍ଷା ପ୍ୟାନେଲ୍ ଦେଇଥିବା ରିପୋର୍ଟକୁ କର୍ତ୍ତୃପକ୍ଷ ଅଣଦେଖା କରିଚାଲିଥିବାରୁ!-->!-->!-->!-->!-->!-->!-->…
ଡିଜିଟାଲ୍ ପ୍ରଦୂଷଣ
ଆଜିର ଅତ୍ୟାଧୁନିକ ଯୁଗରେ ସଭିଏଁ ଇଣ୍ଟର୍ନେଟ୍, ସାମାଜିକ ଗଣମାଧ୍ୟମ ଓ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଉପରେ ଏକପ୍ରକାରେ ନିର୍ଭରଶୀଳ ହୋଇପଡ଼ିଛନ୍ତି। ଅଧୁନା ଡିଜିଟାଲ୍ ବିଶ୍ବ ଶୈଶବର ଖେଳସାଥୀ, କୈଶୋରର ଫ୍ୟାସନ୍ ଷ୍ଟୋର୍, ଯୁବକମାନଙ୍କର ବୃତ୍ତିଗତ ଆବଶ୍ୟକତା, ପ୍ରୌଢ଼ତାର ସମ୍ପର୍କର!-->!-->!-->…
ଆବର୍ଜନାରୁ ମୁକୁଳିପାରୁନି ସହର
ମାସକୁ ଠିକା ସଂସ୍ଥା ନେଉଛି ୧୫ ଲକ୍ଷ
କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ୨୧ ୱାର୍ଡ ବିଶିଷ୍ଟ କୋରାପୁଟ ପୌରାଞ୍ଚଳର ସଫେଇ ଦାୟିତ୍ଵ ନେଇଛି ୨ଟି ଘରୋଇ ସଂସ୍ଥା। ତେବେ ଉପଯୁକ୍ତ ଦେଖାରଖା ଓ ପରିଚାଳନା ସମନ୍ବୟ ଅଭାବରୁ ଅସୁବିଧା ଭୋଗୁଛନ୍ତି ସହରବାସୀ । ସଫେଇ ପାଇଁ!-->!-->!-->…
ଘୁଷୁରୀ ଓ ମଣିଷର ବାସସ୍ଥାନ ଗୋଟିଏ
ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ କାଳରୁ ଏଠାରେ ବସବାସ କରିଆସୁଛନ୍ତି। ଏମାନଙ୍କର ୧୨ ମାସରେ ୧୩ ପର୍ବ ପାଳନ କରନ୍ତି।
ମାଲକାନଗିରି/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଆଦିବାସୀ ଅଧ୍ୟୁଷିତ!-->!-->!-->…
ଧୂମପାନ ନିଷେଧ ହେଲେ ଟଳିଯିବ ୧୨ ଲକ୍ଷ ମୃତ୍ୟୁ!
ଏକ ସଦ୍ୟ ପ୍ରକାଶିତ ବିଶ୍ବସ୍ତରୀୟ ଅନୁଧ୍ୟାନ ଅନୁଯାୟୀ, ୨୦୫୦ ମସିହା ସୁଦ୍ଧା ଧୂମପାନ ହାର ୫ ପ୍ରତିଶତ କମାଇପାରିଲେ ପୁରୁଷମାନଙ୍କ ହାରାହାରି ଜୀବନଧାରଣ କ୍ଷମତା ଏକବର୍ଷ ଓ ମହିଳାଙ୍କ ପାଇଁ ଏହା ୦.୨ ବର୍ଷ ବଢ଼ିଯିବ।
ଭୁବନେଶ୍ୱର ୧୧-୧୦-୨୦୨୪ ( ପିପିଏସ) : ଏକ ସଦ୍ୟ ପ୍ରକାଶିତ!-->!-->!-->!-->!-->…
ଆସନ୍ତା ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ
ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ
କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି
ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆସନ୍ତା ଅକ୍ଟୋବର ୧୦ ତାରିଖରୁ!-->!-->!-->!-->!-->!-->!-->…
“ସ୍ୱଚ୍ଛତା ହିଁ ସେବା” ବାର୍ତ୍ତାକୁ ନେଇ ମାରାଥନ
କୋଣାର୍କ,୩୦-୦୯-୨୦୨୪ (ପିପିଏସ) : ସ୍ୱଚ୍ଛତା ହିଁ ସେବା ବାର୍ତ୍ତାକୁ ନେଇ କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଏକ ମିନି ମାରାଥନ କୋଣାର୍କ ଠାରୁ ଚନ୍ଦ୍ରଭାଗା ପର୍ଯ୍ୟନ୍ତ ଅନୁଷ୍ଟିତ ହୋଇଯାଇଛି। ସୋମବାର ପୂର୍ବାହ୍ନ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ଓ ସଫେଇ କର୍ମଚାରୀ ମାନଙ୍କୁ!-->!-->!-->…
ପୁଣି ଭାରରେ ବୁହାହେଲେ ରୋଗୀ
ଚିତ୍ରକୋଣ୍ଡାରେ ଅଭାବନୀୟ ଦୃଶ୍ୟ
ଚିତ୍ରକୋଣ୍ଡା/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରରେ ବୁହାହେଲେ ରୋଗୀ, ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଂଚାୟତର ରଥଗୁଡା ଗ୍ରାମରେ। ତେବେ କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ!-->!-->!-->…