Browsing Category

ପାଣିପାଗ

ଦିନରେ ସିଝାଉଛି ରାତିରେ ଥରାଉଛି

ଚଳିତ ମାସ ଆରମ୍ବରୁ ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବା ସହ ତାପମାତ୍ରା ଉପର ମୁଁହା ହୋଇ ପ୍ରବଳ ରୌଦ୍ରତାପ ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ଅଞ୍ଚଳରେ କିନ୍ତୁ ଭିନ୍ନ ଏକ ପରିବେଶ ଅନୁଭୂତ ହେଉଛି ଘୁ.ଉଦୟଗିରି/ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ଚଳିତ

୮ରୁ ତାତି

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଦିନର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଜି ଭଳି ସ୍ଥିତି ଲାଗିରହିବ। ମାତ୍ର ଏହାପରେ ତାପମାତ୍ରା ୨ରୁ ୩ ଡିଗ୍ରି ବଢ଼ିବ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ଆସନ୍ତା ଦୁଇ ଦିନ

ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରି ଛୁଇଁଲା

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି ଏବଂ ଚଳିତ ବର୍ଷ ପ୍ରଥମ ଥର ପାଇଁ ଆଜି ଏହା ୩୯ ଡିଗ୍ରି ସେଲସିୟସ୍ ଛୁଇଁଛି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଭାରତୀୟ ପାଣିପାଗ ବିଭାଗ

ଆଜିଠାରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

ରାଜ୍ୟରେ ବୁଧବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫେବ୍ରୁଆରି ୧୯ରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା!

ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା

ରାଜଧାନୀରେ କୁହୁଡିର କର୍ଫ୍ୟୁ !

କଲବଲ କଲା କୁହୁଡି ରାଜଧାନୀରେ ଦିଶିଲାନି ରାସ୍ତାଘାଟ ଗାଡି ଚଳାଚଳ ବାଧାପ୍ରାପ୍ତ ସାଙ୍ଘାତିକ କୁହୁଡି ପାଇଁ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଭୁବନେଶ୍ୱର ୨୮-୦୧-୨୦୨୫(ପିପିଏସ) : କଲବଲ କଲା କୁହୁଡି । ରାଜଧାନୀରେ ସକାଳୁ ସକାଳୁ କୁହୁଡିର କର୍ଫ୍ୟୁ ଦେଖିବାକୁ ମିଳିଛି

୧୮ଟି ଜିଲ୍ଲାକୁ କୁହୁଡି ଚେତାବନୀ

ନିଖୋଜ ହୋଇଯାଇଛି ‘ମାଘ’ ମାସର ବାଘ ଭଳି ଶୀତ-ଜାଡ଼ ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ମାଘ ମାସର ବାଘ ଭଳି ଶୀତ ଓ ଜାଡ଼ ଆଉ ନାହିଁ। ମୟୂରଂଭଜ, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଏବେ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ

ଦିନରେ ଖରା ,ରାତିରେ ଖସୁଛି ପାରା

ଘୁମୁସର ଉଦୟଗିରିରେ ଦିନ ତାପମାତ୍ରା ୩୦.୪, ରାତିରେ ପାରା ୬.୫ ଡିଗ୍ରି ଘୁ.ଉଦୟଗିରି/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ଓଡ଼ିଶାର ଦାର୍ଜିଲିଂରେ ପାଣିପାଗର ବଡ଼ ତାରତମ୍ୟ ଦେଖାଯାଇଛି। ଜଳବାୟୁ ପରିବର୍ତ୍ତନ କାରଣରୁ ଜାନୁଆରି ୨୦ ତାରିଖ ଠାରୁ ଏଠାରେ ଦିନ ବେଳା ଶୀତ ନିଖୋଜ

ଏୟାରଲାଇନ୍‌ ଦେବେ ପାଣିପାଗ ତଥ୍ୟ: ବର୍ଷକ ଭିତରେ ବାଧ୍ୟତାମୂଳକ ହେବ

ବିମାନ ଉଡ଼ାଣ ଓ ଅବତରଣ ବେଳେ ଗୁରୁତ୍ବପୂର୍ଣ୍ଣ ପାଣିପାଗ ତଥ୍ୟ ସଂଗ୍ରହ କରାଯାଇଥାଏ। ସେହି ତଥ୍ୟକୁ ଏୟାରଲାଇନ୍‌ଗୁଡ଼ିକ ଖୁବ୍‌ଶୀଘ୍ର ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍‌ଡି)କୁ ଦେବେ। ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ବିମାନ ଉଡ଼ାଣ ଓ ଅବତରଣ ବେଳେ

କଲବଲ କରିବ ଶୀତ

ରାଜ୍ୟରେ ଶୀତଲହରୀ ଜାରି: ଦୁଇ ଦିନ ପରେ ପାରା ୩ଡିଗ୍ରି କମିବା ସମ୍ଭାବନା ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : ବିଗତ କିଛି ଦିନ ହେଲା ପୂରା ଦେଶରେ ଶୀତର ପ୍ରଭାବ ଅନୁଭୂତ ହୋଇଛି। ଏଥିରୁ ଓଡ଼ିଶା ମଧ୍ୟ ବାଦ୍‌ ପଡ଼ିନାହିଁ। ସଂଜ ନଇଁଲେ ଶୀତ ବାଘ ଭଳି ମାଡ଼ିବସୁଛି। ବରିଷ୍ଠ ନାଗରିକ ଓ