Browsing Category

ପାଣିପାଗ

ଗୋପ ବ୍ଲକରେ ଉପ ମୁଖ୍ୟମନ୍ତ୍ରୀ

୧୬ ହଜାର ୫୦ ହେକ୍ଟର ଧାନ ଫସଲ ନଷ୍ଟ କ୍ଷତିଗ୍ରସ୍ତ ଚାଷୀଙ୍କ ପାଖରେ ପହଁଚିଲେ ଗଜା ଧାନ ଦେଖିଲେ ଖୁବ୍ ଶିଘ୍ର ସହାୟତା ଯୋଗାଇ ଦେଵାର ପ୍ରତିଶୃତି ଦେଲେ ଗୋପ /ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଅଦିନିଆ ଲଘୁଚାପ ଵର୍ଷାରେ ଗୋପ ବ୍ଲକରେ ୧୬ ହଜାର ୫୦ ହେକ୍ଟର ଧାନ

ଧାନ ବିଲରେ ଉପ ମୁଖ୍ୟମନ୍ତ୍ରୀ

ପଚା ନଡ଼ା,ଗଜାଧାନ ଦେଖାଇ କାନ୍ଦିଲେ ଚାଷୀ  ଧାମନଗର ,୨୯-୧୨-୨୦୨୪ (ପିପିଏସ ) : ଗତ କିଛି ଦିନ ତଳେ ଲଗାତର ୬ ଦିନ ଧରି ଅଦିନିଆ ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ହୋଇଛି ପାଚିଲା ଧାନ। ଉଜୁଡ଼ି ଯାଇଛି ଚାଷୀର ବର୍ଷକର ମେହେନତ।ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ମତେ

ପାନ ଗଛରେ ପୋକ ;ଚାଷୀ ହତାଶ 

:-କାଳ ସାଜିଲା ଲଗାଣ ବର୍ଷା  :-ଅମଳ ହ୍ରାସ, କାଁ ଭାଁ ବିକ୍ରି  :-ପାନ କଡା ପିଛା ୩୦ରୁ ୪୦ଟଙ୍କା  ଅସ୍ତରଙ୍ଗ,୨୮-୧୨-୨୦୨୪(ପିପିଏସ) : ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। କେବଳ ଧାନ ଫସଲ ନୁହେଁ ପରିବା ଫସଲ ସହ ପାନ ଚାଷୀଙ୍କର ମଧ୍ୟ ବହୁ କ୍ଷତି ହୋଇଛି।

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଏକ ମଡେଲ୍‌: ଉପମୁଖ୍ୟମନ୍ତ୍ରୀ

ଆଇଏମ୍‌ଡିର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ସମ୍ବଲପୁର ବାଲେଶ୍ବର, ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଡପ୍‌ଲର୍‌ ରାଡାର୍‌ ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଭାରତ ପାଣିପାଗ ବିଭାଗ(ଆଇଏମ୍‌ଡି)ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ଦିବସୀୟ

ପୁଣି ହୋଇପାରେ ବର୍ଷା: ବଢ଼ିଲା ଚାଷୀଙ୍କ ଚିନ୍ତା

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଗତ ୧୭ ତାରିଖ ଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହୋଇଥିବା ବର୍ଷାକୁ ନେଇ ଚାଷୀକୁଳ ହଇରାଣ ହୋଇଥିବା ବେଳେ ପୁଣି ଥରେ ସେମାନେ ସମାନପ୍ରକାରର ପରସ୍ଥିତିର ସାମ୍ନା କରିବାକୁ ପଡ଼ିପାରନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର

ଆସନ୍ତାକାଲିଠାରୁ କମିବ ବର୍ଷା, ୪୮ ଘଣ୍ଟା ରହିବ ଘନକୁହୁଡ଼ି

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପକୂଳବର୍ତ୍ତି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବିକ୍ଷିପ୍ତ ବର୍ଷା ରହିବ। ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା

୫ଦିନ ଯାଏଁ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା: ପାଣିପାଗ ବିଭାଗ

ଆଜିଠାରୁ ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଡିସେମ୍ବର ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୯ ରୁ ୨୧ ତାରିଖ ପର୍ଯ୍ୟନ୍ତ ଉପକୁଳ ଓଡ଼ିଶାରେ ବର୍ଷା ହୋଇପାରେ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଆଞ୍ଚଳିକ ପାଣିପାଗ

୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ

ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ । ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ

ଓଡ଼ିଶାର ଦାର୍ଜିଲିଂରେ ପାରା ୬.୬ ଡିଗ୍ରୀ

ଘୁ.ଉଦୟଗିରି/ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସ୍ଥାନୀୟ ଅଞ୍ଚଳ ସମେତ ଟିକାବାଲି, ରାଇକିଆ, ସାରଂଗଡ଼ ପ୍ରଭୁତି ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। ଗତ ୪ ଦିନ ଭିତରେ ଓଡ଼ିଶାର ଦାର୍ଜିଲିଂ କୁହାଯାଉଥିବା ଘୁ.ଉଦୟଗିରିର ତାପମାତ୍ରା ୯ ଡିଗ୍ରିରୁ ଆଜି ୬.୬ ଡିଗ୍ରିକୁ ଖସି

କୁହୁଡ଼ିର ବଳୟ ଭିତରେ ଜି ଉଦୟଗିରି; ପାରଦ ୧୪ଡିଗ୍ରି ରେକର୍ଡ

ଘୁ.ଉଦୟଗିରି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ଶୀତ ଏକ ପ୍ରକାର ଲୁଚକାଳି ଖେଳ ଖେଳୁଛି। ସହରର ତାପମାତ୍ରା ବଢୁଛି-ଖସୁଛି। ଶୀତର ପ୍ରକୋପ ସେତେ ମାତ୍ରାରେ ଅନୁଭବ ହୋଇନଥିଲେ ମଧ୍ୟ ଗତ ଦୁଇଦିନ ଭିତରେ ତାପମାତ୍ରା ତଳକୁ ଖସି ଆଜି ୧୪ ଡିଗ୍ରି ଥିବା ସୂଚନା ମିଳିଛି। ଲଗାତାର