Sign in
Sign in
Recover your password.
A password will be e-mailed to you.
Browsing Category
ପାଣିପାଗ
ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ।
ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ କରାଯାଇଛି।
ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ!-->!-->!-->!-->!-->!-->!-->…
୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ
ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୨୧-୧୦-୨୦୨୪(ପିପିଏସ):ବାତ୍ୟା ‘ଦାନା’କୁ ନେଇ ସୂଚନା !-->!-->!-->!-->!-->…
ବାତ୍ୟା ସମୟରେ ଏହି ଜିଲ୍ଲାରେ ଏତିକି ବେଗରେ ପବନ ବହିବ? ସୂଚନା ଦେଲା ଆଇଏମ୍ଡି
ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ବାତ୍ୟା ସମୟରେ ପବନର ବେଗ ଘଣ୍ଟା ପିଛା ସର୍ବାଧିକ ୧୨୦କିମି ରହିବ। ବାତ୍ୟରୁ ବର୍ତ୍ତିବା ପାଇଁ ସତର୍କ ରହିବାକୁ ହେବ।
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ!-->!-->!-->!-->!-->…
ବାତ୍ୟା ସମୟରେ ଓ ପରେ ବିଶୁଦ୍ଧ ଜଳ ନିରବଚ୍ଛିନ୍ନ ଭାବେ ଉପଲବ୍ଧ ହେବ: ଉଷା ପାଢ଼ୀ
ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ପୌରସଂସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସମୀକ୍ଷା ସମୟରେ ଶ୍ରୀମତୀ ପାଢ଼ୀ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଭୁବନେଶ୍ୱର!-->!-->!-->!-->!-->…
ଆଦୌ ବିଚଳିତ ନ ହେବାକୁ ଅପିଲ କଲେ ରାଜସ୍ବ ମନ୍ତ୍ରୀ
ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆମ ପାଖରେ ଯାହା ସୂଚନା ରହିଛି, ବାତ୍ୟା ‘ଦାନା’ ପିକ୍ ସମୟରେ ସ୍ଥଳ ଭାଗରେ ଘଣ୍ଟା ପିଛା ୧୧୦ରୁ ୧୨୦ କିମି ବେଗରେ ଯିବା ସମ୍ଭାବନା ରହିଛି।
ଭୁବନେଶ୍ବର:!-->!-->!-->!-->!-->…
ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ:୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ
ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୨ରେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...
ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ଆସନ୍ତା ଅକ୍ଟୋବର ୨୦ରେ!-->!-->!-->!-->!-->…
ଗଜପତିରେ ଅଭାବୀ ବର୍ଷା : ଚିନ୍ତାରେ ରହିଛନ୍ତି ଚାଷୀ
ପାରଳାଖେମୁଣ୍ଡି,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା ରହିଛି । ହେଲେ ବର୍ଷା ଅଭାବ ଯୋଗୁ!-->!-->!-->…
ମୌସୁମୀ ଓଡ଼ିଶା ଛାଡ଼ିବା ବିଳମ୍ବ ହେବ
ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ପାଗ ମେଘୁଆ ସହ କିଛି ସ୍ଥାନରେ ବର୍ଷା ହୋଇଛି। ଗଞ୍ଜାମର ଆସ୍କାଠାରୁ କଟକ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି। ସୋମବାର ମଧ୍ୟ ଏଭଳି ସ୍ଥିତି ଲାଗି ରହିପାରେ। ବଙ୍ଗୋପସାଗରୀୟ ପବନ ସହ ଉତ୍ତର ଭାରତରୁ!-->…
୪ରେ ବଙ୍ଗୋପସାଗରରେ ଲଘୁଚାପ
ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ନିକଟରେ ଆସନ୍ତା ୪!-->…
ପୁରୀରେ ପ୍ରବଳ ବର୍ଷା; ଅସ୍ତବ୍ୟସ୍ତ ଜନଜୀବନ
ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ପୁରୀରେ ପ୍ରବଳ ବର୍ଷା ଯୋଗୁ ବଡ଼ଦାଣ୍ଡରେ ଜମିଲା ଆଣ୍ଠୁଏ ଉଚ୍ଚର ପାଣି । ଏବେ ବି ପୁରୀରେ ବର୍ଷା ଜାରି ରହିଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ମାର୍କେଟ ଛକ, ବଡ଼ଶଙ୍ଖ, ଭିଆଇପି ରୋଡ୍, ଫାୟାର ଷ୍ଟେସନ ସମ୍ମୁଖ, ଅବକାଶ ଲେନ, ଗଜପତି ନଗର,!-->…