Browsing Category

ପାଣିପାଗ

ସ୍ଥଳଭାଗ ଅଭିମୁଖେ ‘ଦାନା’

ବାତ୍ୟା ସମୟରେ ପବନ ଅପେକ୍ଷା ବର୍ଷାର ପ୍ରଭାବ ଓଡ଼ିଶା ଉପରେ ଅଧିକ ରହିବ। ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗିତ୍‌ସିଂହପୁର ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହୋଇପାରେ। କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ପୁରୀରେ ଅତିପ୍ରବଳ ବର୍ଷା ହେବ। ପାଖାପାଖି ୧୯ଟି ଜିଲ୍ଲାରେ ବର୍ଷା ପବନର

ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ: ମନମୋହନ ସାମଲ

ବାତ୍ୟା ପାଇଁ ବିଜେପିର ସାଂଗଠନିକ ନିର୍ବାଚନ କାମକୁ ସ୍ଥଗିତ ରଖାଯାଇଛି। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମନମୋହନ ସାମଲ କହିଛନ୍ତି, ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ। ଭୁବନେଶ୍ୱର

ବାତ୍ୟା ପ୍ରସ୍ତୁତି: ହେଡ୍‌କ୍ୱାର୍ଟର ଛାଡ଼ିବେନି ବିଏମ୍‌ସି ଅଧିକାରୀ

ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା ପାଇଁ ବିଏମ୍‌ସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟ, ୱାଟ୍‌କୋ, ଟିପିସିଓଡିଏଲ୍‌, ଇଡ୍‌କୋ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ଯନ୍ତ୍ରୀ, ଏନ୍‌ଏଚ୍‌ଏଆଇ, ଓଡ୍ରାଫ, ବ୍ଲକ ଶିକ୍ଷା ଅଧିକାରୀ, ଖାଦ୍ୟ ଓ ଯୋଗାଣ

ଛାନିଆରେ ବୋହିନେ‌ଲେ ଆଳୁ: ଆଳୁ ୬୫, ପିଆଜ ୭୦

ବାତ୍ୟା ପ୍ରତି ସତର୍କ ରହିବାକୁ ସରକାରଙ୍କ ପରାମର୍ଶ ପରେ ଆଳୁ ଗୋଦାମ ଉପରେ ଏହାର ପ୍ରଚଣ୍ଡ ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟା ହେଲେ ସେହି ସମୟରେ ତଥା ତା’ର ଆଉକିଛି ଦିନଯାଏ ଦୋକାନ ବଜାର ବନ୍ଦ ରହିବା ସହିତ ଯୋଗାଣ ବନ୍ଦ ହୋଇଯିବାରୁ ଜିନିଷପତ୍ରର ଅଭାବ ସୃଷ୍ଟିହେବାର ଭୁବନେଶ୍ୱର

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର

ମାଲଗୋଦାମରେ ୧୫ ଦିନ ପାଇଁ ସାମଗ୍ରୀ ମହଜୁଦ: ୨୪ ଘଣ୍ଟିଆ ଖୋଲା ରହିବ ଗୋଦାମ

ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ମାଲଗୋଦାମ ଓ ଛତ୍ରବଜାରରେ ଆଜି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପାଖାପାଖି ୧୬ କୋଟିରୁ ଅଧିକ ଟଙ୍କାର ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ବ୍ୟବସାୟୀମାନେ ବୋହି ନେଇଛନ୍ତି। କଟକ,୨୨-୧୦-୨୦୨୪(ପିପିଏସ) :

ଓଡ଼ିଶାମୁହାଁ ‘ଦାନା’ ୬ ଜିଲ୍ଲାକୁ ରେଡ୍‌ ଆଲର୍ଟ

ସମୁଦ୍ର ଭିତରେ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟା ରୂପରେ ଉପକୂଳକୁ ସ୍ପର୍ଶ କରିବ। ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା। ଜଗତ୍‌ସିଂହପୁର ଜିଲ୍ଲାର ପାରାଦୀପରୁ ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଓଡ଼ିଶାରେ ମାଡ଼

ଏସ୍‌ଆରସିଙ୍କ ସୂଚନା: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

ବାତ୍ୟା ‘ଦାନା’ ନେଇ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ସ୍କୁଲ ତିନି ଦିନ ପାଇଁ ଛୁଟି ନେଇ ଘୋଷଣା କରାଯାଇଛି। ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) :

ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ କରାଯାଇଛି। ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ

୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ

ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଭୁବନେଶ୍ୱର,୨୧-୧୦-୨୦୨୪(ପିପିଏସ):ବାତ୍ୟା ‘ଦାନା’କୁ ନେଇ ସୂଚନା