Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ନୂଆବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ :ଆଇନ୍ ମନ୍ତ୍ରୀ
ପୁରୀ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୦୨୫ ଜାନୁଆରି ୧ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଜି ଏନେଇ ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି,!-->…
ପୁଣି ହୋଇପାରେ ବର୍ଷା: ବଢ଼ିଲା ଚାଷୀଙ୍କ ଚିନ୍ତା
ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଗତ ୧୭ ତାରିଖ ଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହୋଇଥିବା ବର୍ଷାକୁ ନେଇ ଚାଷୀକୁଳ ହଇରାଣ ହୋଇଥିବା ବେଳେ ପୁଣି ଥରେ ସେମାନେ ସମାନପ୍ରକାରର ପରସ୍ଥିତିର ସାମ୍ନା କରିବାକୁ ପଡ଼ିପାରନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର!-->…
ଭୁଶୁଡ଼ିବା ସ୍ଥିତିରେ ସେନ୍ସସ୍ କଲୋନି କ୍ବାର୍ଟର୍ସ
ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୪ନମ୍ବର ୱାର୍ଡ ଅନ୍ତର୍ଗତ ସେନ୍ସସ୍ କଲୋନିରେ ଥିବା କ୍ବାର୍ଟର୍ସଗୁଡ଼ିକ ରକ୍ଷାଣାବେକ୍ଷଣ ଅଭାବରୁ ଭୁଶୁଡ଼ିପଡ଼ିବା ସ୍ଥିତିରେ ରହିଛି। ଅଧିକାଂଶ ବାହାର କାନ୍ଥରେ ଗଛ ଉଠି ବଡ଼ବଡ଼ ଫାଟ ସୃଷ୍ଟି କରିଛି। ଫଳରେ ଏହା ଭିତରେ ରହୁଥିବା ଲୋକେ ଅତଙ୍କିତ!-->…
ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍ସିରେ ଏ ନେଇ ସ୍ବତନ୍ତ୍ର!-->…
ସାଇବର ଠକଙ୍କ ଆକାଉଣ୍ଟରୁ ଫେରିଲା ୨୪.୬ ଲକ୍ଷ: ଫେରିପାଇଲେ ମେଘାଳୟର ୨ ଯୁବତୀ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କମିସନରେଟ୍ ପୁଲିସର ସାଇବର ଥାନାକୁ ମିଳିଛି ବଡ଼ ସଫଳତା। ସାଇବର ଠକ ରୢାକେଟ୍ର ମାଷ୍ଟରମାଇଣ୍ଡ୍କୁ ଧରିବା ସମ୍ଭବ ହୋଇ ନଥିଲେ ମଧ୍ୟ ଲୁଟ୍ର ଶିକାର ହୋଇଥିବା ଯୁବତୀଙ୍କୁ ୨୪ ଲକ୍ଷ ୬୦ ହଜାର ଟଙ୍କା ଫେରାଇବାକୁ ସକ୍ଷମ ହୋଇଛି ପୁଲିସ।!-->…
ପୁରୁଣା ଗାଡ଼ି ବିକ୍ରି ଉପରେ ଲାଗିବ ୧୮% ଜିଏସଟି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଯଦି ଆପଣ ନିଜର ପୁରୁଣା କାରକୁ ବିକ୍ରି କରି ସେହି ଟଙ୍କାରେ ନୂଆ କାର୍ କିଣିବାକୁ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଚିନ୍ତାର ଖବର ଆସିଛି, କାରଣ ସରକାର ପୁରୁଣା ଗାଡି ବିକ୍ରି ଉପରେ ଜିଏସଟି ହାର ୧୮%କୁ ବୃଦ୍ଧି କରିଛନ୍ତି।!-->…
ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ କୁଏତ ଆସିବାକୁ ୪୦ ବର୍ଷ ଲାଗିଗଲା : ମୋଦୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କୁଏତର କ୍ୟାନଭାସରେ ଭାରତୀୟତାର ରଙ୍ଗ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସହରର ଶେଖ୍ ସାଦ୍ ଅଲ୍ ଅବଦୁଲ୍ଲା ଇନ୍ଡୋର ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଆୟୋଜିତ କମ୍ୟୁନିଟି ଇଭେଣ୍ଟ 'ହାଲା ମୋଦୀ'ରେ ଭାରତୀୟମାନଙ୍କୁ!-->…
ଆଉରଙ୍ଗଜେବଙ୍କ ପରିବାର ଲୋକ ଏବେ ରିକ୍ସା ଚଳାଉଛନ୍ତି: ଯୋଗୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଧାମର ଆଶ୍ରାଫି ଭବନ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସମାବେଶକୁ ସମ୍ବୋଧିତ କରି କହିଛନ୍ତି ଯେ ସନାତନ ଧର୍ମ!-->…
ଜାନୁଆରିରେ ୨୦ଲକ୍ଷଙ୍କୁ ସୁଭଦ୍ରା ଟଙ୍କା
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବା ପାଇଁ ଆବେଦନକାରୀମାନେ ଅପେକ୍ଷାରେ ଅଛନ୍ତି। ଅପେକ୍ଷାରତ ଅବେଦନକାରୀଙ୍କୁ କେବେ ଟଙ୍କା ମିଳିବ ସେନେଇ ଯଦିଓ ବିଦ୍ଧିବଦ୍ଧ ଭାବେ ତାରିଖ ଘୋଷଣା!-->…
ଆହୁରି ମହଙ୍ଗା ହେବ ବିଜୁଳି
ଓଇଆର୍ସିକୁ ଗ୍ରିଡ୍କୋର ପ୍ରସ୍ତାବ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମାଡ଼ି ଆସୁଛି ମହଙ୍ଗା ଯୁଗ। ବିଜୁଳି ପାଇଁ ଗଣିବାକୁ ପଡ଼ିବ ଅଧିକ ଟଙ୍କା। ୨୦୨୫-୨୬ରେ ବିଦ୍ୟୁତ୍ ପାଇକାରୀ ମୂଲ୍ୟ ୟୁନିଟ୍ ପିଛା ୫୪ ପଇସା ବୃଦ୍ଧି ପାଇ ୩ ଟଙ୍କା ୮୨ ପଇସା ହେବାର ଆଶଙ୍କା ଦେଖାଦେଇଛି।!-->!-->!-->…