Browsing Category

ପ୍ରମୁଖ ଖବର

ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କଲେ ପୂର୍ତ୍ତ ମନ୍ତ୍ରୀ

ସମୟସୀମା ସମାପ୍ତ ଉପରେ ଗୁରୁତ୍ୱାରୋପ ପୂର୍ତ୍ତ ବିଭାଗ ଅଧୀନରେ ୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରାସ୍ତା, ସେତୁ ଏବଂ କୋଠା ପ୍ରକଳ୍ପର ଅଗ୍ରଗତି ମୂଲ୍ୟାଙ୍କନ କରିବା ପାଇଁ ମଙ୍ଗଳବାର ଦିନ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକର ଅଧ୍ୟକ୍ଷତା

ଚାମ୍ପିୟନ୍ସ ଟ୍ରଫି : ଭାରତ ଆଗରେ ୨୬୫ ରନର ଲକ୍ଷ୍ୟ ରଖିଲା ଅଷ୍ଟ୍ରେଲିଆ

ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚରେ ଭାରତ ଆଗରେ  ୨୬୫ ରନର ଲକ୍ଷ୍ୟ ରଖିଛି ଅଷ୍ଟ୍ରେଲିଆ । ଭାରତ ପକ୍ଷରୁ ସମ୍ମି ୩ଟି ଓ୍ବିକେଟ ନେଇଥିବାବେଳେ ରବୀନ୍ଦ୍ର ଜାଦେଜା ଓ ବରୁଣ ଚକ୍ରବର୍ତ୍ତୀ ୨ଟି ଲେଖାଏଁ ଓ୍ବିକେଟ

ସରକାରଙ୍କ ନିଷ୍ପତ୍ତି : ବଦଳିବ କ୍ୟାପିଟାଲ ହସ୍ପିଟାଲ ରଙ୍ଗ

ରାଜ୍ୟରେ ସରକାର ବଦଳିଛନ୍ତି। ପୂର୍ବରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏବେ ରାଜ୍ୟର ବିଭିନ୍ନ ମେଡିକାଲର ରଙ୍ଗ ବଦଳିବ ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ରାଜ୍ୟରେ ସରକାର ବଦଳିଛନ୍ତି।

ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ: ନବୀନଙ୍କୁ ଚିଠି ଲେଖି ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଆସନ୍ତକାଲି

ବାପାର ମୁଣ୍ଡ କାଟିଲା ପୁଅ

ମୟୂରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ଅଞ୍ଚଳରେ ପୁଅର ବୀଭତ୍ସ କାଣ୍ଡ। ବାପାର ମୁଣ୍ଡ କାଟିଲା ପୁଅ। ମାଆକୁ ବି ହତ୍ୟା ଉଦ୍ୟମ କରିଛି ପୁଅ। ମୁଣ୍ଡ ଧରି ଥାନାରେ ପହଞ୍ଚିଲା ପୁଅ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ବାରିପଦା/ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) :

କିଟ୍ କାଣ୍ଡ

ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ବବିଦ୍ୟାଳୟ

ବନ୍ଦ କୋଠରୀରୁ ଗର୍ଭବତୀ ପତ୍ନୀ ଓ ତାଙ୍କ ସ୍ବାମୀଙ୍କ ଗଳିତ ମୃତଦେହ ଉଦ୍ଧାର

ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ଆମାପାରା ଗ୍ରାମଠାରେ ଏକ ବନ୍ଦ ଘରରୁ ଦମ୍ପତିଙ୍କ ଗଳିତ ଶବ ଉଦ୍ଧାର ହୋଇଛି। ମୃତକ ଦୁହେଁ ହେଲେ ଦୁର୍ଜନ ଗଣ୍ଡ (୪୦) ଓ ପତ୍ନୀ ବିଜବାଇ ଗଣ୍ଡ (୩୫) l ଦୁଇଟି ଶବ ବେକରେ ଗାମୁଛା ରହିଥିବା ଵେଳେ ଏହା ହତ୍ୟା ନା ଆତ୍ମହତ୍ୟା ଜଣା ପଡ଼ି ନାହିଁ।

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣା

 ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜେରା ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ଘଟଣାରେ ପୁଣି ଜଣଙ୍କୁ ଆଜି ପୁଲିସ ଜେରା କରୁଛି। ଜେରା ହେଉଥିବା ବ୍ୟକ୍ତି ହେଲେ ବିକାଶ ମହାବଳ। ତାଙ୍କ ଘର ସମ୍ବଲପୁର ଧନୁପାଲିରେ ଏବଂ ସେ  ନବ ଦାସଙ୍କ ନିକଟରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାମ କରୁଥିଲେ।

ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ

୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ମୃତକ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା

ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷା

ହତାଶ ଓଡ଼ିଶା ପ୍ରାର୍ଥୀଙ୍କ ପକ୍ଷରୁ ପ୍ରତିବାଦ ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷାକୁ ନେଇ ଓଡ଼ିଶାରେ ଆଶାୟୀମାନଙ୍କ ମଧ୍ୟରେ ହତାଶ ବୃଦ୍ଧି ପାଇଛି। କାରଣ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ପରୀକ୍ଷା ମାର୍ଚ୍ଚ ୮ ଏବଂ ମାର୍ଚ୍ଚ ୯ ଦୁଇଦିନରେ ପଡୁଛି ଭୁବନେଶ୍ୱର