Browsing Category

ପ୍ରମୁଖ ଖବର

ଯୋଗାଣ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ।

ଭାପୁର,୨୫-୧୦-୨୦୨୪(ପିପିଏସ) : ବାତ୍ୟା ' ଦାନା ' କୁ ନେଇ ସାଧାରଣ ଜନତା ଯେତିକି ଆତଙ୍କିତ ହୋଇଥିଲେ ସେତିକି ନିତ୍ୟ ବ୍ୟବହାର୍ଯ୍ୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ଦେଖି ମଧ୍ୟବିତ୍ତ ପରିବାର ତଥା ଗରିବ ଶ୍ରେଣୀ ର ପରିବାର କଷ୍ଟରେ ଜୀବନଯାପନ କରୁଛନ୍ତି। ଅସାଧୁ ବ୍ୟବସାୟୀ ମାନେ ଆଳୁ,

ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା: କେଉଁଠି ଖାଦ୍ୟର ଅଭାବ କେଉଁଠି ଦୀପ ଆଲୁଅକୁ ଭରସା

ବେତନଟୀ ବ୍ଲକର ନଦୀକୂଳିଆ ତଳିଆ ଅଞ୍ଚଳସ୍ଥିତ କଚ୍ଚାଘରେ ରହୁଥିବା ଲେକେ ଯେପରି କ୍ଷତିଗ୍ରସ୍ତ ନହେବେ ସେଥିଲାଗି ସେମାନଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା। ସମସ୍ତ ଯୋଜନା ସତ୍ତ୍ୱେ ବେତନଟୀ ବ୍ଲକର ଅଧିକାଂଶ ଆଶ୍ରୟସ୍ଥଳରେ ଏହି ସୁବିଧା ସୂଚାରୁ ରୂପେ

ବିଧବା ଭତ୍ତା ପାଇଁ ୬ ମାସ ହେଲା ଦୌଡୁଛନ୍ତି ଆଦିବାସୀ ଅସହାୟ ମହିଳା

ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାରେ ରୋଜଗାର ପନ୍ଥା ନଥିବା ହେତୁ ଗରିବୀ ହଟିବାର ନାଁ ନେଉ ନାହିଁ। ଗରିବଙ୍କ ପାଇଁ ସରକାର ଯୋଜନା କାର୍ଯ୍ୟକାରୀ କରୁଛନ୍ତି ସତ, କିନ୍ତୁ ପ୍ରକୃତରେ ଏଥିରୁ ଅନେକ ଗରିବ ପରିବାର ଅଧିକାର ପାଇବାରୁ ବଞ୍ଚିତ ହେଉଥିବା ଦୃଶ୍ୟ ଦେଖୁବାକୁ ମିଳୁଛି।

ଘର ଭାଙ୍ଗିଥିବା ପରିବାରକୁ ପକ୍କା ଘର: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ବାତ୍ୟାରେ ଯେଉଁମାନଙ୍କର ଘର ଭାଙ୍ଗିଛି ସେମାନଙ୍କୁ ପକ୍କା ଘର ଦିଆଯିବ। ଏହା କହିଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ ଲାଗି ଶନିବାରଠାରୁ କ୍ଷେତ୍ର ପରିଦର୍ଶନ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।ସେ

ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ବୈଠକ

ସମ୍ବଲପୁର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ସମ୍ବଲପୁରର ଧନୁପାଲି ସ୍ଥିତ ଆଦର୍ଶ ଅନୁଷ୍ଠାନର କାର୍ଯ୍ୟାଳୟ ଠାରେ ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ଗୁରୁତ୍ୱପୁର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଶ୍ରମ ଅଧିକାରୀ ଶତୃଜିତ ସାହୁ, ଜିଲା ସମାଜ ମଙ୍ଗଳ ଅଧିକାରୀ, ବରିଷ୍ଠ

ବାତ୍ୟା ପରେ ଦାଉ ସାଧିଲା କୋକିଶିଆଳ

ଆକ୍ରମଣ କରି ୩ ଜଣଙ୍କୁ କଲା ଗୁରୁତର କୋକିଶିଆଳ ଆକ୍ରମଣରେ ୩ ଜଣ ଲୋକ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗଛ ପଡ଼ି ରାସ୍ତା ଅବରୋଧ ଥିବାରୁ ୩ ଘଣ୍ଟା ପରେ ତାଙ୍କୁ ଉଦ୍ଧାର କରି ଅଞ୍ଚଳବାସୀ ମେଡିକାଲକୁ ବାଇକରେ ନେଇଛନ୍ତି। ସୋର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) :

ପର୍ଯ୍ୟଟକଙ୍କ ପାଇଁ ଆହୁରି ୩ ଦିନ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ବାତ୍ୟା ଯୋଗୁ ଶିମିଳିପାଳ ଅଭୟାରଣ୍ୟକୁ ଗତ ୨୩ ତାରିଖ ଠାରୁ ପର୍ଯ୍ୟଟକମାନଙ୍କର ପ୍ରବେଶ ବାରଣ ରହିଛି। ଏବେ ଉତ୍ତର ଓଡ଼ିଶାରେ ବର୍ଷା ଜାରି ରହିଥିବାରୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ଅଭୟାରଣ୍ୟ ଆହୁରି ୩ ଦିନ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ।

ଅଖା ଭିତରେ ମହିଳାଙ୍କ ମୃତଦେହ

ଝାରସୁଗୁଡ଼ା/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ରେଳ ୱାଗନ ଭିତରୁ ଅଖାବସ୍ତାରେ ଭର୍ତି ଥିବା ମହିଳାଙ୍କ ଶବ ଉଦ୍ଧାର l ଝାରସୁଗୁଡ଼ା ଜିଲ୍ଲା ସ୍ଥିତ ଏମସିଏଲ ଲଖନପୁର ଖଣିକ୍ଷେତ୍ରର ବିଓସିଏମ ସାଇଡିଙ୍ଗ ନମ୍ବର ୩କୁ କୋଇଲା ନେବା ପାଇଁ ଆସିଥିବା ରେଳ ଗାଡ଼ିର ୱାଗନରୁ ଅଖା ବସ୍ତାରେ

ଭଦ୍ରକରେ ଜାରି ରହିଛି ପ୍ରବଳ ବର୍ଷା; ଅକ୍ଟୋବର ୨୬ରେ ବନ୍ଦ ରହିବ ସମସ୍ତ ସ୍କୁଲ

ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ଭଦ୍ରକରେ ଗତ ୨୩ ତାରିଖ ଠାରୁ ସ୍କୁଲ, କଲେଜ ଓ ବିଶ୍ବବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ବାତ୍ୟା ଗୁରୁବାର-ଶୁକ୍ରବାର ମଧ୍ୟ ରାତ୍ରୀରେ ଲ୍ୟାଣ୍ଡଫଲ କରିବା ପରେ ମଧ୍ୟ ଶୁକ୍ରବାର ଦିନସାରା ପ୍ରବଳ ବର୍ଷା ହୋଇଛି। ଭଦ୍ରକ ଜିଲ୍ଲାରେ

ଆଶା ଦିଦି ଶିବାନୀ ମଣ୍ଡଲଙ୍କ ଭଲ କାମକୁ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭୁବନେଶ୍ୱର