Browsing Category

ପ୍ରମୁଖ ଖବର

ଜମ୍ମୁ-କଶ୍ମୀରରେ ନୂତନ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ

ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ମଙ୍ଗଳବାର ଦିନ ଏକ ନୂଆ ଆତଙ୍କବାଦୀ ସଂଗଠନର ପର୍ଦ୍ଦାଫାସ କରିଛନ୍ତି। ଅନୁମାନ କରାଯାଉଛି ଯେ ଏହି ସଂଗଠନ ହେଉଛି ନିଷିଦ୍ଧ ସଂଗଠନ ଲସ୍କର-ଏ-ତୋଏବାର ଏକ ଅଂଶ।  ଶ୍ରୀନଗର/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଜମ୍ମୁ-କଶ୍ମୀରରେ ସୁରକ୍ଷା

ବିମାନ କମ୍ପାନି ପରେ ଏବେ ସିଆର୍‌ପିଏଫ୍‌ ସ୍କୁଲ୍‌ଗୁଡ଼ିକୁ ମିଳୁଛି ବୋମା ଧମକ

ଗତ କିଛି ଦିନ ମଧ୍ୟରେ ଭାରତୀୟ ବିମାନଗୁଡ଼ିକୁ ବୋମା ଧମକ ମିଳୁଥିବା କଥା ଆପଣ ଜାଣନ୍ତି। ନିକଟରେ ଦିଲ୍ଲୀର ଦୁଇଟି ଏବଂ ହାଇଦ୍ରାବାଦରେ ଗୋଟିଏ ସମେତ ଦେଶର ଅନେକ ସିଆର୍‌ପିଏଫ୍‌ ବିଦ୍ୟାଳୟକୁ ‌ବି ବୋମା ଧମକ ମିଳିଛି। ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଗତ କିଛି

ଭଙ୍ଗା ଘରେ ଗୋଟିଏ ପରିବାରର ୧୨ଜଣ ସଦସ୍ୟଙ୍କ ଜୀବନ

କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ କୁଡୁତେଲି ପଞ୍ଚାୟତ ଅନ୍ତର୍ଗତ ପ୍ରେମାକିଆ ଗାଁ ଯୁଧିଷ୍ଟିର ଦିଗାଲ ନିଜ ବାପା ମା' ଭାଇ ଭଉଣୀମାନଙ୍କୁ ନେଇ ଦୀର୍ଘ ବର୍ଷରୁ ଭଙ୍ଗା କୁଡ଼ିଆ ଘରେ ରହିଆସୁଛନ୍ତି। ପରିବାର କହିବା ମୁତାବକ ଦୀର୍ଘ ବର୍ଷରୁ ୧୨ ଜଣ ସଦସ୍ୟ ବର୍ଷା ଖରା ଏହି ଝାଟିମାଟି

ସ୍କୁଲ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ

ସ୍କୁଲ୍‌ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ସ୍କୁଲ୍‌ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ

ସଲ୍‌ମାନଙ୍କ ଘର ସାମ୍ନାରେ ଗୁଳି କରିଥିବା ଅଭିଯୁକ୍ତର ଜାମିନ୍‌ ଆବେଦନ ଖାରଜ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାନ୍ଦ୍ରାସ୍ଥିତ 'ଗାଲାକ୍ସି ଆପାର୍ଟମେଣ୍ଟ' ବାହାରେ ଗୁଳି ଚଳାଇଥିବା ଅଭିଯୁକ୍ତ ଭିକି ଗୁପ୍ତାଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ମୁମ୍ବାଇ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର

ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର

ମାଲଗୋଦାମରେ ୧୫ ଦିନ ପାଇଁ ସାମଗ୍ରୀ ମହଜୁଦ: ୨୪ ଘଣ୍ଟିଆ ଖୋଲା ରହିବ ଗୋଦାମ

ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ମାଲଗୋଦାମ ଓ ଛତ୍ରବଜାରରେ ଆଜି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ସୋମବାର ସନ୍ଧ୍ୟା ସୁଦ୍ଧା ପାଖାପାଖି ୧୬ କୋଟିରୁ ଅଧିକ ଟଙ୍କାର ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ବ୍ୟବସାୟୀମାନେ ବୋହି ନେଇଛନ୍ତି। କଟକ,୨୨-୧୦-୨୦୨୪(ପିପିଏସ) :

ଓଡ଼ିଶାମୁହାଁ ‘ଦାନା’ ୬ ଜିଲ୍ଲାକୁ ରେଡ୍‌ ଆଲର୍ଟ

ସମୁଦ୍ର ଭିତରେ ବଳ ଗୋଟାଉଥିବା ଲଘୁଚାପ ଭୀଷଣ ବାତ୍ୟା ରୂପରେ ଉପକୂଳକୁ ସ୍ପର୍ଶ କରିବ। ଓଡ଼ିଶାରେ ମାଡ଼ ହୋଇପାରେ ବାତ୍ୟା। ଜଗତ୍‌ସିଂହପୁର ଜିଲ୍ଲାର ପାରାଦୀପରୁ ଭଦ୍ରକ ଜିଲ୍ଲାର ଧାମରା ବନ୍ଦର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଓଡ଼ିଶାରେ ମାଡ଼

ସ୍ପା ଓ ମହିଳା କର୍ମଚାରୀଙ୍କ ତଥ୍ୟ ରଖିବ ପୁଲିସ

ବଡ଼ଗଡ଼ ଥାନା ରବି ଟକିଜ୍‌ ଛକ ଅଞ୍ଚଳର ଡାଇମଣ୍ଡ୍‌ ସେଲୁନ ଆଣ୍ଡ ସ୍ପା ମାମଲାକୁ ନେଇ ଖୋଳତାଡ଼ ଜାରି ରହିଛି। ଜଣେ ନାବାଳିକାଙ୍କୁ ଏଠାରେ ଅର୍ଥ ଲୋଭ ଦେଖାଇ ଯୌନ ନିର୍ଯାତନା ଦିଆଯାଉଥିଲା ବୋଲି ପ୍ରମାଣ ମିଳିବା ପରେ ସ୍ପା ପରିଚାଳନା କରୁଥିବା ଜଣେ ଯୁବତୀ ପ୍ରତିଭା ରାଣୀ ରାଉତ

ଇତିହାସ ରଚିଲେ ବଣ୍ଡା ସଂପ୍ରଦାୟର ଝିଅ

ୟୁଟ୍ୟୁବରୁ ଶିକ୍ଷା ଗ୍ରହଣ କରି ହେଲେ ଅଫିସର ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି। ଏହି ଜନଜାତିର ଜଣେ ଝିଅ ଏବେ ଓଏଏସ୍‌ ହୋଇଛନ୍ତି। ବଣ୍ଡା ଜନଜାତିର ଝିଅଟି ପିଲାଦିନରୁ ଅଭାବ ଅନାଟନରେ ବଢିଛନ୍ତି। ପାଠ ପଢିବାର ପରିବେଶ ନଥିବା ବେଳେ ମଧ୍ୟ ସେ ନିଜର