Browsing Category

ପ୍ରମୁଖ ଖବର

ଅକ୍ଟୋବର ୨୩ରେ ଓଡ଼ିଶା ଗସ୍ତରେ ଆସିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ନାହିଁ। ବର୍ତ୍ତମାନ ପରିପ୍ରେକ୍ଷୀରେ ରାଷ୍ଟ୍ରପତିଙ୍କ ତିନିଦିନିଆ ଓଡ଼ିଶା ଗ୍ରସ୍ତ ସ୍ଥଗିତ କରାଯାଇଛି। ଏନେଇ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ

ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ

ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ ଏସ୍‌କେ ରେହମାନ।  ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଖଣ୍ଡପଡ଼ା ଥାନା ଏଏସ ଏସ୍‌କେ ରେହମାନଙ୍କୁ ଧରିଛି ନୟାଗଡ଼ ଏବଂ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌। କଟକ/ଖଣ୍ଡପଡ଼ା,୨୧-୧୦-୨୦୨୪(ପିପିଏସ) : ମଦ ବେପାରୀଠୁ ଲାଞ୍ଚ

୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ

ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଭୁବନେଶ୍ୱର,୨୧-୧୦-୨୦୨୪(ପିପିଏସ):ବାତ୍ୟା ‘ଦାନା’କୁ ନେଇ ସୂଚନା 

ବାତ୍ୟା ସମୟରେ ଏହି ଜିଲ୍ଲାରେ ଏତିକି ବେଗରେ ପବନ ବହିବ? ସୂଚନା ଦେଲା ଆଇଏମ୍‌ଡି

ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ପୁରୀ-ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ବାତ୍ୟା ସମୟରେ ପବନର ବେଗ ଘଣ୍ଟା ପିଛା ସର୍ବାଧିକ ୧୨୦କିମି ରହିବ। ବାତ୍ୟରୁ ବର୍ତ୍ତିବା ପାଇଁ ସତର୍କ ରହିବାକୁ ହେବ। ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ

ଖୁସି ଛଡ଼ାଇ ନେଲା ଦୋଳି

ମୃତ୍ୟୁ କାହାକୁ କେମିତି ଡାକେ ସେ ହିଁ ଭଲ ଭାବରେ ଜାଣିଥାଏ।  ଝୁଲୁଥିବା ବେଳେ ଖସିପଡ଼ି ନାବାଳିକାର ମୃତ୍ୟୁ ସୋର/ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ମୃତ୍ୟୁ କେତେବେଳେ କାହାପାଇଁ କେମିତି ଆସିବ କେହି କହିପାରିବ ନାହିଁ। ଖୁସି ସମୟରେ ଅଚାନକ ଦୁଃଖ ମଧ୍ୟ ପହଞ୍ଚୁଛି। ଏଭଳି ଏକ

ବାତ୍ୟା ସମୟରେ ଓ ପରେ ବିଶୁଦ୍ଧ ଜଳ ନିରବଚ୍ଛିନ୍ନ ଭାବେ ଉପଲବ୍ଧ ହେବ: ଉଷା ପାଢ଼ୀ

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ପୌରସଂସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ସମୀକ୍ଷା ସମୟରେ ଶ୍ରୀମତୀ ପାଢ଼ୀ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର

ଆଦୌ ବିଚଳିତ ନ ହେବାକୁ ଅପିଲ କଲେ ରାଜସ୍ବ ମନ୍ତ୍ରୀ

ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆମ ପାଖରେ ଯାହା ସୂଚନା ରହିଛି, ବାତ୍ୟା ‘ଦାନା’ ପିକ୍ ସମୟରେ ସ୍ଥଳ ଭାଗରେ ଘଣ୍ଟା ପିଛା ୧୧୦ରୁ ୧୨୦ କିମି ବେଗରେ ଯିବା ସମ୍ଭାବନା ରହିଛି। ଭୁବନେଶ୍ବର:

ଭରତପୁର ଥାନା ଘଟଣା: ୪ ପୁଲିସ କର୍ମଚାରୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

କଟକ,୧୯-୧୦-୨୦୨୪(ପିପିଏସ ) : ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ସବ୍‌ଇନ୍‌ସପେକ୍ଟର ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା ରଥ ଓ ସଲୀଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢ଼ିଛି। ଜଷ୍ଟିସ୍‌ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠରେ ଏହି ଚାରି

ଝାରପଡ଼ା ଜେଲ୍‌ରେ ପୁଣି କଏଦୀଙ୍କ ମୃତ୍ୟୁ: କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଉତ୍ତେଜନା

ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ପୁଣି ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଗତ ୯ବର୍ଷ ଭିତରେ ୧୧ କଏଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜିର ଘଟଣାକୁ ନେଇ ପୁଣି ବିବାଦ ଭିତରକୁ ଆସିଛି ଏହି ଜେଲ୍‌।  ଆଜି ହଠାତ୍ ମୃତ୍ୟୁର ଶିକାର ହୋଇଥିବା

ଏକାମ୍ରକ୍ଷେତ୍ରକୁ ଅଣଦେଖା: ହବିଷିଆଳିଙ୍କ ପାଇଁ ନାହିଁ ସୁବିଧା

ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : କାର୍ତ୍ତିକ ମାସ ଆରମ୍ଭ ପରେ ଏକାମ୍ରକ୍ଷେତ୍ରକୁ ହବିଷ୍ୟାଳି ଆସୁଛନ୍ତି। ବିନ୍ଦୁସାଗର ନିକଟରେ ଥିବା ଧର୍ମଶାଳାରେ ରହି ସେମାନେ ହବିଷ ପାଳନ କରନ୍ତି। ରାଜ୍ୟ ସରକାର ଶ୍ରୀକ୍ଷେତ୍ରର ୪ଟି ସ୍ଥାନରେ ୨,୫୦୦ ହବିଷ୍ୟାଳିଙ୍କ ପାଇଁ ରହିବା ବ୍ୟବସ୍ଥା