Browsing Category

ପ୍ରମୁଖ ଖବର

ମାଛଧରା ଡଙ୍ଗାରୁ ବିଦେଶୀ ସିଗାରେଟ୍ ମିଳିବା ଘଟଣାର ଖୋଳତାଡ଼

ପାରାଦୀପ ସମୁଦ୍ରପଥ ଦେଇ ବଢ଼ୁଛି ଚୋରା ନିଶା କାରବାର। ଗତକାଲି ମାଛଧରା ଡଙ୍ଗାରୁ ବିଦେଶୀ ସିଗାରେଟ୍ ମିଳିବା ପରେ ଏହି ସନ୍ଦେହ ବଢ଼ିବାରେ ଲାଗିଛି। କେତେକ ନିର୍ଦ୍ଦିଷ୍ଟ ଅଣ ପଞ୍ଜୀକୃତ ମାଛଧରା ଡଙ୍ଗାରେ ଏ ସବୁ କାରବାର ଚାଲିଥିବା କୁହାଯାଉଛି। ଜଗତସିଂହପୁର/ଭୁବନେଶ୍ୱର,

କୂଳ ଲଙ୍ଘୁଛି ସମୁଦ୍ର, ୨ ଗାଁ  ଲୀନ ହେବା ଆଶଙ୍କା

ସମୁଦ୍ର କୂଳ ଲଙ୍ଘୁଥିବାରୁ  ଏହାର ପ୍ରତିକାର ନେଇ ବହୁବାର ବିଧାନସଭାରେ ଦାବି ଉଠିଛି। ଗ୍ରାମ ଠାରୁ ଏବେ ସମୁଦ୍ର ଆଉ ମାତ୍ର ୨୦୦ ମିଟର ଦୂରରେ ରହିଛି ରାମେୟାପାଟଣା ଅଞ୍ଚଳରେ ସମୁଦ୍ର ଧୀରେ ଧୀରେ କୂଳ ଖାଇବାରେ ଲାଗିଛି। ଛତ୍ରପୁର/ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) :

ସିମୁଳିଆରେ ବିପୁଳ ପରିମାଣର କଳା ହୀରା ଜବତ

ସିମୁଳିଆ/ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) : ଧାମରା-ଭଦ୍ରକ ରେଳ ଲାଇନରେ ଚଳନ୍ତା ଟ୍ରେନରୁ କୋଇଲା ଚୋରୀ ହୋଇ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ମଣ୍ଡିମାନ ଖୋଲାଯାଇ ଚୋରା ବିକ୍ରି ଚାଲିଛି । କୋଇଲା ମାଫିଆଙ୍କ ଚ୍ୟାଲେଞ୍ଜ ଓ କିଛି ଅସାଧୁ ପୋଲିସଙ୍କ ପାଇଁ ପୋଲିସକୁ ଚିନ୍ତାରେ

ପୁରୀ ବିମାନବନ୍ଦର ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ

ପୁରୀରେ ନିର୍ମାଣ ହେବାକୁ ଥିବା ‘ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର’ ପାଇଁ ଖୁବ୍‌ ଶୀଘ୍ର ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ୧୨ଜଣିଆ କମିଟି ଗଠନ ହୋଇଛି। ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) : ପୁରୀରେ

ହବିଷ୍ୟାଳି ମା’ମାନଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ହବିଷିଆଳି ଯୋଜନା ଯଦି ହେଉଛି, ସବୁ ହବିଷିଆଳିଙ୍କ ପାଇଁ ହେଉ। କିନ୍ତୁ ଅଧା ରହିବେ, ଆଉ ଅଧା କାହିଁକି ରହିବେନି? ଏ ପାତରଅନ୍ତର ନ ହେଉ। ହବିଷିଆଳି ଶିବିରରେ ପହଞ୍ଚି ରହିବାକୁ ଜାଗା ନ ପାଇ ଦହଗଞ୍ଜ ହେବା ପରେ ଜିଲ୍ଲାରୁ ଆସିଥିବା ହବିଷିଆଳିମାନେ ଏଭଳି ଅଭିଯୋଗ କରିଛନ୍ତି।

ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନୀଲ ଅଗ୍ରଓ୍ବାଲ ବେଦାନ୍ତ ରାଜ୍ୟରେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଘୋଷଣା କରିଛି । ମୁମ୍ବାଇରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ'ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନୀଲ

ବୌଦ୍ଧରେ ମାଓ ଦମନ ଏବଂ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କଲେ ପୁଲିସ ଡିଜି

ପୁଲିସ ଡିଜି ୱାଇ. ବି. ଖୁରାନିଆ ବୌଦ୍ଧ ଗସ୍ତରେ ଯାଇ ମାଓ ଦମନ ଏବଂ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ତାଙ୍କ ସହ ଆଇଜି ଅପରେସନ୍ ଜୟନାରାୟଣ ପଙ୍କଜ, ଦକ୍ଷିଣାଞ୍ଚଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ, ବୌଦ୍ଧ ଏସପି ନାଗରାଜ ଦେବାରକୋଣ୍ଡାଙ୍କ ସମେତ ବିଭିନ୍ନ ଥାନା

ଭରତପୁର ଥାନା ଘଟଣା: କେସ୍ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ,୧୮-୧୦-୨୦୨୪(ପିପିଏସ) : ରାଜଧାନୀ ଭୁବନେଶ୍ବରର ବହୁଚର୍ଚ୍ଚିତ ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢିଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ

ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୁର

ଧୁମଧାମରେ ବିବାହ ପରେ ନବବଧୂଙ୍କୁ ନେଇ ଟ୍ରେନ ଯୋଗେ ଘରକୁ ଫେରୁଥି‌ଲେ ବର। ବାଟରେ ଦୁର୍ଘଟଣାରେ ସମ୍ମୁଖୀନ ହେଲେ ବର। ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୂର। ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) :  ଉତ୍ତରପ୍ରଦେଶ ସିକରିରୁ ଏକ ଦୁଃଖଦ

ବର୍ଦ୍ଧିତ ମୂଲ୍ୟରେ କିଣାହେବ ଖରିଫ ଧାନ ଏବେଠୁ ସକ୍ରିୟ ହେଲେଣି ଦଲାଲ

ରାଉରକେଲା/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ରାଜ୍ୟ ସରକାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କ୍ବିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଚାଷୀଙ୍କଠୁ ଖରିଫ ଧାନ କିଣିବାକୁ ଯାଉଛନ୍ତି । କେନ୍ଦ୍ରର ଧାର୍ଯ୍ୟ ଏମ୍‌ଏସ୍‌ପିଠୁ ରାଜ୍ୟ ସରକାର ଏଥର କ୍ବିଣ୍ଟାଲ ପ୍ରତି ଅଧିକ ୮୦୦ ଟଙ୍କା