Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ସମସ୍ୟା ଘେରରେ ଯୁବାଗୁଡା ପଞ୍ଚାୟତ
ଫୁଲବାଣୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ସ୍ୱାଧୀନତାର ୭୭ ବର୍ଷ ଅତିକ୍ରମ କରିଥିଲେ ସୁଦ୍ଧା ଏବେବି ଅନେକ ଗ୍ରାମାଞ୍ଚଳରେ ବିକାଶ ଅପହଞ୍ଚ। ନା ଅଛି ରାସ୍ତା ଘାଟ, ନା ଅଛି ବିଦ୍ୟୁତ ଆଲୋକ, ନା ମିଳୁଛି ଗ୍ରାମବାସୀଙ୍କୁ ସ୍ୱଚ୍ଛ ପାନୀୟ ଜଳ। ସହରାଞ୍ଚଳ ଓ ଗ୍ରାମାଞ୍ଚଳର ବିକାଶ ଲାଗି!-->…
ନାକେଦମ୍ କଲେ ନିଶାସକ୍ତ ମହିଳା
ସିଟ୍ ଛାଡ଼ି ଦୌଡ଼ିଲେ ଡାକ୍ତର
ଶବକୁ ଆଲିଙ୍ଗନ କଲେ
କାମୁଡ଼ାରେ ଘାଇଲା କନେଷ୍ଟବଳ
ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଦିନକୁ ଦିନ ରାଜଧାନୀରେ ନିଶାସକ୍ତ ମହିଳାଙ୍କ ଉତ୍ପାତ ପୁଲିସକୁ ନାକେଦମ୍ କରୁଛି। କଳ୍ପନା ଛକରୁ ଉଦ୍ଧାର ହୋଇଥିବା ଜଣେ ନିଶାସକ୍ତ ମହିଳାଙ୍କ ପାଇଁ!-->!-->!-->!-->!-->!-->!-->!-->!-->…
ମହିଳାଙ୍କୁ ପୂଜା ଭେଟି:ଖାତାକୁ ଗଲା ‘ସୁଭଦ୍ରା ‘ଟଙ୍କା
‘ସୁଭଦ୍ରା’ ପ୍ରଥମ ପର୍ଯ୍ୟାୟର ପ୍ରଥମ କିସ୍ତିର ଟଙ୍କା ଭୁବନେଶ୍ୱରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିବିଟି ମାଧ୍ୟମରେ ମହିଳାଙ୍କ ଖାତାକୁ ପ୍ରଦାନ କରିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବାରିପଦାରେ ରାଜ୍ୟର ୪୦ଲକ୍ଷ ରୁ ଅଧିକ ମହିଳାଙ୍କୁ ଟଙ୍କା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->!-->!-->…
ସୁଭଦ୍ରା ଯୋଜନାର ସଫଳ ରୂପାୟନ କରିଛୁ : ମୁଖ୍ୟମନ୍ତ୍ରୀ
ବାରିପଦା/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଆମେ ଦେଇଥିବା କଥା ରଖିଛୁ ଏବଂ ମା’ମାନଙ୍କୁ ‘ସୁଭଦ୍ରା’ ଯୋଜନାରେ ଟଙ୍କା ପ୍ରଦାନ କରିଛୁ। ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ସଫଳ ରୂପାୟନ କରିଛୁ। ମହିଳାଙ୍କୁ ସ୍ବାବଲମ୍ବୀ କରିବାରେ ଏହା ସହାୟକ ହେଉଛି। ଏହା କହିଛନ୍ତି!-->…
ମୋଦୀ ସରକାରଙ୍କ ବଡ଼ ନିଷ୍ପତ୍ତି : ୨୦୨୮ ପର୍ଯ୍ୟନ୍ତ ମାଗଣା ରାସନ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ବୁଧବାର ଦିନ ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଡିସେମ୍ବର ୨୦୨୮ ପର୍ଯ୍ୟନ୍ତ ପ୍ରଧାନ ମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଏବଂ ଅନ୍ୟାନ୍ୟ ହିତାଧିକାରୀ ଯୋଜନା ଅଧୀନରେ ମାଗଣା ରାସନ ଜାରି!-->…
ସେଞ୍ଚୁରି ମାରିଲା ଟମାଟୋ:ହନ୍ତସନ୍ତ ଖାଉଟି
ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍ ଏହା ୧୦୦ ଟଙ୍କାରେ ପହଞ୍ଚିଛି। ଦେଶରେ ବର୍ଷା ଯୋଗୁଁ ଟମାଟୋ ଯୋଗାଣ ଓଡ଼ିଶାକୁ ବାଧାପ୍ରାପ୍ତ ହୋଇଛି।
୧୦୦୦ ଟଙ୍କାରେ ବ୍ୟାଗ୍ ଭର୍ତ୍ତି ହେଉନି
ଭୁବନେଶ୍ୱର,!-->!-->!-->!-->!-->!-->!-->…
ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ
ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ!-->!-->!-->…
ପାର୍ବଣରେ ସୁରକ୍ଷା ଚିନ୍ତା, ସବୁଠି କଡ଼ା ଯାଞ୍ଚ
ରାଉରକେଲା/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପାର୍ବଣରେ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ରାଉରକେଲା ପୁଲିସ, ଅବକାରୀ ପୁଲିସ ତତ୍ପର ହୋଇଉଠିଛି। ରାଉରକେଲା ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ, ଯାଞ୍ଚ କରାଯାଉଛି। ଗାଡ଼ି ଯାଞ୍ଚକୁ କଡ଼ା କରାଯାଇଥିବାବେଳେ ଚୋରି,!-->!-->!-->…
ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ପଠାଗଲା ୧ଟଙ୍କା
ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ!-->…
ଜିଆରଏସ ପଦକୁ ପୁଣି ଫେରାଇନେବା ନିର୍ଦ୍ଦେଶ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ
କଟକ,୦୬-୧୦-୨୦୨୪ (ପିପିଏସ) : ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନରେ ଆକାଉଣ୍ଟାଣ୍ଟ ତଥା ଡାଟା ଏଣ୍ଟ୍ରି ଅପରେଟର ଭାବେ ଗତ ମାର୍ଚ୍ଚ ମାସରେ ନିଯୁକ୍ତି ପାଇଥିବା ଗ୍ରାମରୋଜଗାର ସେବକ(ଜିଆରଏସ)ଙ୍କୁ ପୁଣି ପୂର୍ବ ପଦକୁ ଫେରାଇ ନେବା ପାଇଁ ୨୦୨୪, ସେପ୍ଟେମ୍ବର ୨୫ରେ ଜାରି କରାଯାଇଥିବା!-->…