Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ
ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
କଟକ ୧୨-୦୨-୨୦୨୫ (ପିପିଏସ) : ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ!-->!-->!-->…
୩ୟ ଦିନିକିଆରେ ଭାରତର ଦମ୍ଦାର ପ୍ରଦର୍ଶନ: ୧୪୨ରନ୍ରେ ହାରିଲା ଇଂଲଣ୍ଡ
ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି।
!-->!-->!-->…
‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’
ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ବିଶ୍ୱାସ, ସାହସ ଏବଂ କରୁଣା ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରି, ମାନ୍ୟବର ରାଜ୍ୟପାଳ ସେମାନଙ୍କୁ ମହତ୍ୱାକାଂକ୍ଷୀ ପ୍ରକଳ୍ପଗୁଡ଼ିକୁ ଅନୁସରଣ କରିବାକୁ ଏବଂ 'ବିକ୍ଷିତ ଭାରତ' ଏବଂ 'ଏକ ଭାରତ ଶ୍ରେଷ୍ଠ ଭାରତ' ଦୃଷ୍ଟିକୋଣରେ ଯୋଗଦାନ ଦେବାକୁ ଉତ୍ସାହିତ!-->…
ବଜେଟ ଅଧିବେଶନ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଭବନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଏକ ସୌଜନ୍ୟ ମୂଳକ ସାକ୍ଷତ କରିଛନ୍ତି। ବଜେଟ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳ ନିଜର ଅଭିଭାଷଣ ରଖିବେ
ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ବିଧାନସଭା ବଜେଟ!-->!-->!-->…
ବିଧାନସଭା ପେପରଲେସ୍: ଲାଗିଲା ଟ୍ୟାବ୍
ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି। ବିଧାୟକମାନେ ଏଣିକି ସ୍ମାର୍ଟ ହେବେ। ବିଧାନସଭାରେ ଆଉ ପେପର ନୁହେଁ ବିଧାୟକମାନେ ଟ୍ୟାବ୍ରେ ପଢିବେ। ବିଧାନସଭାର ୧୪୭ ବିଧାୟକଙ୍କ ଆସନ ସାମ୍ନାରେ ଟ୍ୟାବ୍ ଲାଗିଛି
ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ଓଡ଼ିଶା ବିଧାନସଭା ପେପରଲେସ୍ ହୋଇଛି।!-->!-->!-->…
କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା
ଓଡ଼ିଶା ସରକାର ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ଦରମା ୪,୯୦୦ ଟଙ୍କା ବୃଦ୍ଧି କରିଛନ୍ତି।ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି
ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : କନିଷ୍ଠ!-->!-->!-->…
ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର
ଦଶମ ବୋର୍ଡ ପରୀକ୍ଷା ପୂର୍ବରୁ ୩୧୪ ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର ପହଞ୍ଚିଛି। ଓଡ଼ିଶା ବିଏସଇର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ରୁ ଆରମ୍ଭ ହେଉଛି। ପରୀକ୍ଷା ପାଇଁ, ବୁଧବାର ପ୍ରଶ୍ନପତ୍ର ନୋଡାଲ ସେଣ୍ଟରଗୁଡ଼ିକରେ ପହଞ୍ଚି ଯାଇଛି
!-->!-->!-->…
ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ
ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି
କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ!-->!-->!-->…
‘ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବ’
ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି।
ଭୁବନେଶ୍ୱର ୧୨-୦୨-୨୦୨୫ (ପିପିଏସ) : ସମଗ୍ର ଶିକ୍ଷା ଅଧୀନରେ!-->!-->!-->!-->!-->…
ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ
ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ!-->!-->!-->…