Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଓଏସଏସଟିଇଟି-୨୦୨୪: ଜାନୁଆରୀ ୧୭ରେ ପରୀକ୍ଷା
ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ୨୦୨୪ ପାଇଁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ୧୭ ଜାନୁୟାରୀ ୨୦୨୫ରେ ଦୁଇଟି ସିଟିଂରେ ଅନୁଷ୍ଠିତ ହେବ
ଭୁବନେଶ୍ୱର ୦୭-୧୨-୨୦୨୪(ପିପିଏସ) : ଓଡ଼ିଶା ମାଧ୍ୟମିକ!-->!-->!-->…
୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ
ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) :!-->!-->!-->…
ଗଳା କାଟି ନିର୍ମମ ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
ଧରାକୋଟ ବଡଗଡ଼ ଥାନା ଅନ୍ତର୍ଗତ ଓଳମ୍ବା ଗ୍ରାମରେ ୧ ଅକ୍ଟୋବର ୨୦୧୭ ତାରିଖ ରାତ୍ରୀରେ ମଦ ପିଇବା ପାଇଁ ଡାକି ନେଇ ଗ୍ରାମ ନିକଟ ଗଣିଆ ନାଳ ନିକଟରେ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି
ଗଞ୍ଜାମ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ଧରାକୋଟ!-->!-->!-->…
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍!-->!-->!-->…
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ପ୍ରଦାନ!-->…
୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି କେନ୍ଦ୍ରୀୟ ବିଦ୍ୟାଳୟ ଯୋଜନା ଅଧୀନରେ ୮୫ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ଏବଂ ବର୍ତ୍ତମାନର କେଭି ଶିବମୋଗାର!-->…
ଜନ୍ମମାଟିରେ ମହିଳାଙ୍କ ସହ ନାଚିଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଭାବପ୍ରବଣ ହୋଇ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ନିଜ ଜନ୍ମସ୍ଥାନ ଉପରବେଡା ଗ୍ରାମ ପରିଦର୍ଶନ କରିବା ସମୟରେ ମହିଳାଙ୍କ ସହ ନାଚିଛନ୍ତି। ମହିଳାଙ୍କ ପାରମ୍ପରିକ ସାନ୍ତାଳୀ ନୃତ୍ୟ ଦେଖି ସେ ନିଜକୁ ରୋକି ପାରି ନ ଥିଲେ
ବାରିପଦା/ଭୁବନେଶ୍ୱର!-->!-->!-->…
ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ!-->…
ଏଏସଓ ଚାକିରି ବିକ୍ରି କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ
ବିଧାନସଭାରେ ସାର୍ବଜନୀନ ପରୀକ୍ଷା ବିଲ୍ ୨୦୨୪ ବିଧାନସଭାରେ ଆଗତ ହୋଇଛି । ଏହି ବିଲକୁ ବିଧାନସଭାରେ ଆଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବ ସରକାରଙ୍କ ଦୋଷତ୍ରୁଟି ଉଲ୍ଲେଖ କରିଛନ୍ତି। ପୂର୍ବ ସରକାରଙ୍କ ଅମଳରେ ଏଏସଓ ଚାକିରି ୨୫-୩୦ ଲକ୍ଷ ଟଙ୍କାରେ ବିକ୍ରି ହେଉଥିଲା
ଭୁବନେଶ୍ୱର!-->!-->!-->…
କନଷ୍ଟେବଳ ନିଯୁକ୍ତିରେ ବୟସ ସୀମା ୬ ବର୍ଷ କୋହଳ: ଓଡ଼ିଶା ହାଇକୋର୍ଟଙ୍କ ରାୟ
ଓଡ଼ିଶା ହାଇକୋର୍ଟ ଓଡ଼ିଶା ପୁଲିସ ବାହିନୀର ବିଭିନ୍ନ ବାଟାଲିୟନ୍ରେ ସିପାହୀ ଓ କନଷ୍ଟେବଳ ନିଯୁକ୍ତି ସମ୍ପର୍କରେ ଏକ ଗୁରୁତ୍ବପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏହା ଦ୍ବାରା ଆଶାୟୀଙ୍କୁ ବୟସ ସୀମାରୁ ବଡ଼ ଆଶ୍ୱସ୍ତି ମିଳିଛି
କଟକ,୦୬-୧୨-୨୦୨୪(ପିପିଏସ) : ଓଡ଼ିଶା ହାଇକୋର୍ଟ ଓଡ଼ିଶା!-->!-->!-->…