Browsing Category

ପ୍ରମୁଖ ଖବର

୧୩,୬୦୦ ଦେଶୀ ମଦ ପାଉଚ୍‌ ଜବତ

ଇସ୍ପାତ ସହରରେ ପୁଣି ଦେଶୀ ମଦ ମାଫିଆଙ୍କ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ନିୟମିତଭାବେ ସହରକୁ ମଦ ଚୋରାଚାଲାଣ ହେଉଛି। ଓଡ଼ିଶା ସୀମାନ୍ତ ବୀରମିତ୍ରପୁର, କୁଆରମୁଣ୍ଡା, ବିଶ୍ରା ଆଦି ଅଞ୍ଚଳରୁ ଦେଶୀ ମଦ ଅଣାଯାଉଛି ରାଉରକେଲା/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଇସ୍ପାତ ସହରରେ ପୁଣି

ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ

ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣାକୁ ନେଇ ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି କ୍ରୀଡ଼ା ବିଭାଗ। କାହିଁକି ମ୍ୟାଚ୍ ବେଳେ ଲାଇଟ୍ ବନ୍ଦ ହେଲା ୧୦ଦିନ ଭିତରେ ଉତ୍ତର ରଖିବାକୁ ଏଥିରେ ନିର୍ଦ୍ଦେଶ

ଭୁବନେଶ୍ୱରରେ ଜାତୀୟ ମହିଳା କମିସନଙ୍କ ଜନଶୁଣାଣି

ଜାତୀୟ ମହିଳା କମିସନ (ଏନସିଡବ୍ଲୁ) ମଙ୍ଗଳବାର ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) କାର୍ଯ୍ୟାଳୟରେ "ମହିଳା ଜନ ସୁନୱାଇ" ନାମକ ଏକ ଜନଶୁଣାଣି କରିବାକୁ ଯାଉଛନ୍ତି. ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଜାତୀୟ ମହିଳା କମିସନ(ଏନସିଡବ୍ଲୁ) ମଙ୍ଗଳବାର ଭୁବନେଶ୍ୱର

ଧଉଳି-କଳିଙ୍ଗ ମହୋତ୍ସବ ଉଦ୍‌ଯାପିତ

ରୋମାଞ୍ଚ ଭରିଲା ଶୁମ୍ଭ-ନିଶୁମ୍ଭ ବଧ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନ ମିଳିତ ଆନୁକୂଲ୍ୟରେ ଶାନ୍ତିସ୍ତୂପ ପାଦଦେଶରେ ୩ଦିନ ଧରି ଚାଲିଥିବା ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ଉଦ୍‌ଯାପିତ ହୋଇଛି। ଭୁବନେଶ୍ୱର

ପ୍ରେମକୁ ଅକ୍ଷୁଣ୍ଣ ରଖିବ ଟେଡି

ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’ ପ୍ରେମୀଯୁଗଳଙ୍କ ମଧ୍ୟରେ ଖୁବ ଲୋକପ୍ରିୟ। ଚକଲେଟ ଡେ’ର ଜୀବନରେ ମଧୁରତା ଭରିଥିବା ବେଳେ ଟେଡି ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଟେଡି ଦିଆନିଆ ହେବେ। ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’

କୃମି ଔଷଧ ଖାଇ ୬ଛାତ୍ରୀ ଗୁରୁତର

କୃମି ଔଷଧ ଖାଇ ୬ ଜଣ ଛାତ୍ରୀ ଗୁରୁତର ହୋଇ ଚିକିତ୍ସା ପାଇଁ ସୋର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ସୋମବାର ମଧ୍ୟାହ୍ନରେ କେଦାରପୁର ପଞ୍ଚାୟତ ଥାନେଶ୍ୱର ସ୍ଥିତ ବିଦ୍ୟାଳୟରେ ପିଲାମାନଙ୍କୁ କୃମି ଔଷଧ ଦିଆଯାଇଥିବା ବେଳେ କିଛି ସମୟ ପରେ ୬ଜଣ ଛାତ୍ରୀ ବାନ୍ତି କରିଥିଲେ.

ବିମାନବନ୍ଦରରୁ ଧରାପଡ଼ିଲା ଧୋକାବାଜ ପ୍ରେମିକ

ପେସାରେ ଦୁଇଜଣଯାକ ସଫ୍‌ଟୱେର୍‌ ଇଞ୍ଜିନିୟର୍‌। ମାଟ୍ରିମୋନି ସାଇଟ୍‌ରେ ପରସ୍ପରକୁ ଜାଣିଲେ। ଏହାପରେ ଫୋନ୍‌ରେ କଥାବାର୍ତ୍ତା। ଧୀରେଧୀରେ ମିଳାମିଶା ବଢ଼ିଲା। ଭାବିପତ୍ନୀ ତଥା ପ୍ରେମିକାଙ୍କୁ ଭେଟିବା ପାଇଁ ଯୁବକଜଣକ ବେଙ୍ଗାଲୁରୁରୁ ଧାଇଁ ଆସୁଥିଲେ ଭୁବନେଶ୍ବର। ଭୁବନେଶ୍ୱର

କନ୍ଧମାଳ ଜିଲ୍ଲାରେ ରୋଜଗାର ଶୂନ: ଯୁବପିଢ଼ି ଦାଦନ ମୁଁହା

କନ୍ଧମାଳରେ ବିକାଶର ନଗ୍ନ ଚିତ୍ର ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି। ଜିଲ୍ଲାରେ ସରକାରଙ୍କ ମନରେଗା ଯୋଜନା ଫେଲ୍ ହୋଇଛି। ଦାଦନ ପାଇଁ ପୋଷ୍ଟର ଗାଁ ଗାଁରେ ଲାଗିଛି। ଦାଦନ ଶ୍ରମିକଙ୍କୁ ନେଇ ପ୍ରତ୍ୟକ ସପ୍ତାହରେ ବସ୍ କେରଳ ଯାଉଛି ଘୁ.ଉଦୟଗିରି/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) :

ଭୁବନେଶ୍ୱର ଛାଡିଲେ ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳି

ଫେବ୍ରୁଆରି ୧୨ରେ ଅହମ୍ମଦାବାଦରେ ଶେଷ ମ୍ୟାଚ୍ ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଟିମ୍ ଇଣ୍ଡିଆ ଏବଂ ଇଂଲଣ୍ଡ ଖେଳାଳିମାନେ ଭୁବନେଶ୍ୱର ଛାଡିଛନ୍ତି। ଫେବ୍ରୁଆରି ୧୨ରେ ଅହମ୍ମଦାବାଦରେ  ସେମାନେ ତୃତୀୟ ଏକଦିବସୀୟ ମ୍ୟାଚ୍ ଖେଳିବେ। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ତୃତୀୟ

ଯାଜପୁର ରୋଡରେ ଚାଞ୍ଚଲ୍ୟ: ଷ୍ଟୁଡିଓ ମାଲିକଙ୍କୁ ନିର୍ମମ ହତ୍ୟା

ଯାଜପୁର ରୋଡ ଥାନା ସୋବରା ଅଞ୍ଚଳରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଷ୍ଟୁଡିଓ ଭିତରୁ କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର ହୋଇଛି ଯୁବକଙ୍କ ମୃତଦେହ। ଓମ ଡିଜିଟାଲ ଫିଲ୍ମ ଷ୍ଟୁଡିଓର ମାଲିକ ଦୀପକ କୁମାର ସାହୁଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଯାଜପୁର/ଭୁବବେଶ୍ୱର ୦୯-୦୨-୨୦୨୫(ପିପିଏସ) :