Browsing Category

ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି

ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି ବିଜେପିରେ ଯୋଗ ଦେଇଛନ୍ତି। ସେ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏଥିରେ ଉପସ୍ଥିତ ରହି ବିଜେଡି ଛାଡ଼ିଥିବା ନେତାମାନଙ୍କୁ ଦଳରେ ସାମିଲ କରିଛନ୍ତି।

ଚଢ଼ାଦରରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ: ରେଟ ଚାର୍ଟ ମାରିବାକୁ ତାଗିଦ୍

ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବା‌ବେଳେ ଚଢ଼ାଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗ ଆଧାରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। କଟକ ଛତ୍ରବଜାରର ବିଭିନ୍ନ ଦୋକାନ ଓ ଗୋଦାମରେ ଚଢ଼ଉ କରାଯାଇଛି। ସେହିପରି ଭୁବନେଶ୍ୱର ୪ ନମ୍ବର ମାର୍କେଟରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି

୧୩ ହଜାର ୩୭୩ ପୁଲିସ ପଦବୀ ଖାଲି: ମୁଖ୍ୟମନ୍ତ୍ରୀ

ରାଜ୍ୟ ପୁଲିସ ବିଭାଗରେ ୧୩ ହଜାର ୩୭୩ ପଦବୀ ଖାଲି ପଡ଼ିଛି। ସେହିପରି ଅଗ୍ନିଶମ ବିଭାଗରେ ୪୮୧ ପଦବୀ ଖାଲି ରହିଥିବାବେଳେ ୨୪୧୬ ହୋମଗାର୍ଡ ପଦବୀ ମଧ୍ୟ ଖାଲି ରହିଛି । କାରାଗାର ଏବଂ ଉପକାରାଗାରଗୁଡ଼ିକରେ ୮୬୨ ପଦବୀ ଖାଲି ପଡିଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ୧୩ ହଜାର

ଧମକପୂର୍ଣ୍ଣ ଇ-ମେଲ ମାମଲା: ଗୁଗୁଲକୁ ଚିଠି ଲେଖିଲେ କ୍ରାଇମବ୍ରାଞ୍ଚ ଏସଟିଏଫ୍

ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ ଘଟଣାରେ ଗୁଗୁଲକୁ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚିଠି ଲେଖିଛନ୍ତି। କେଉଁ ଆଇପି ଆଡ୍ରେସରୁ ପନ୍ନୁର ଇ-ମେଲରୁ ଅଡିଓ ଆସିଥିଲା ସେନେଇ ତଥ୍ୟ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) :

୩ ବର୍ଷରେ ୧୨୫ କୋଟି ଲୁଟିଛନ୍ତି ସାଇବର ଲୁଟେରା: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର ୩୬୮ଟି ମାମଲା ରୁଜୁ ହୋଇଛି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି।

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର ୧୨ଘଣ୍ଟା ପରେ ମୁଣ୍ଡରୁ ବାହାରିଲା କୁରାଢ଼ି

କନ୍ଧମାଳରୁ କଟକ ବଡ଼ଡାକ୍ତରଖାନା। ୧୨ଘଣ୍ଟା ଯନ୍ତ୍ରଣାରେ ଛଟପଟ ହୋଇଥିଲେ ବିବେକ କହଁର। ଏସ୍‌ସିବି ଟ୍ରମା ୟୁନିଟ୍‌ରେ ୪ଘଣ୍ଟାର ସଫଳ ଅସ୍ତ୍ରୋପଚାର ପରେ ତାଙ୍କ ମୁଣ୍ଡରୁ କୁରାଢ଼ିକୁ ବାହାର କରାଯାଇଛି। କଟକ୦୧-୧୨-୨୦୨୪ (ପିପିଏସ ) : କନ୍ଧମାଳରୁ କଟକ ବଡ଼ଡାକ୍ତରଖାନା। ୧୨ଘଣ୍ଟା

ବିଧବାଙ୍କୁ ଠକିଲେ ବ୍ୟାଙ୍କ ଅଧିକାରୀ: ଲୁଟିନେଲେ ୨ କୋଟି ୩୦ ଲକ୍ଷ

କଟକ ବାଦାମବାଡ଼ିରେ ଜଣେ ବିଧବା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୨ କୋଟି ୩୦ ଲକ୍ଷ ଟଙ୍କା ହଡ଼ପ ହୋଇଛି। ବ୍ୟାଙ୍କର ରିଲେସନସିପ୍ ମ୍ୟାନେଜର ମହିଳାଙ୍କ ଦସ୍ତଖତ ନେଇ ତାଙ୍କ ଆକାଉଣ୍ଟରୁ ଏହି ଟଙ୍କା ହଡ଼ପ କରିଛନ୍ତି। କଟକ,୦୧-୧୨-୨୦୨୪ (ପିପିଏସ ) : କଟକ ବାଦାମବାଡ଼ିରେ ଜଣେ ବିଧବା

ପୁରୀ ସମୁଦ୍ରରେ ପରାକ୍ରମ ଅଭ୍ୟାସ: ଯୁଦ୍ଧାଭ୍ୟାସରେ ୧୪ ହେଲିକପ୍ଟର୍‌, ୧୨ ଯୁଦ୍ଧପୋତ

ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ ପାଳିତ ହେବ ନୌସେନା ଦିବସ। ରାଷ୍ଟ୍ରପତିଙ୍କ ଆଗରେ ଯୁଦ୍ଧ କୌଶଳ ଦେଖାଇବେ ନୌବାହିନୀର ଦୁର୍ଦ୍ଦଷ କମାଣ୍ଡୋ ମାର୍କୋସ୍‌। ପୁରୀ,୦୧-୧୨-୨୦୨୪ (ପିପିଏସ ) : ଆଉ ୫ ଦିନର ଅପେକ୍ଷା। ଡିସେମ୍ବର ୪ ତାରିଖ ସୋମବାର ଅପରାହ୍ଣରେ

ପୁସ୍ତକମେଳାରୁ ଓହରିଲେ ୭ ପ୍ରକାଶକ

ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ସରକାର ରାଜ୍ୟ ପୁସ୍ତକ ମହୋତ୍ସବ ଆୟୋଜନ କରୁଛନ୍ତି। ଡିସେମ୍ବର ୬ରୁ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ୧୨ ଦିନ ଧରି ପୁସ୍ତକ ମହୋତ୍ସବ ଅନୁଷ୍ଠିତ ହେବ। ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶା ସରକାର ରାଜ୍ୟ ପୁସ୍ତକ

ପନ୍ନୁ ଡର… ରାତି ସାରା ଧରପଗଡ଼

ଡିଜିପି ସମ୍ମିଳନୀ ସମୟରେ ଆକ୍ରମଣ ପାଇଁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକକୁ ଆଖିଆଗରେ ରଖି ଆଜି ସହରରେ ରାତିଅଧିଆ ଯାଞ୍ଚକୁ ଅତି କଡ଼ାକଡ଼ି କରାଯାଇଛି। ରାଜଧାନୀର ୨୦ରୁ ଅଧିକ ସମ୍ବେଦନଶୀଳ ସ୍ଥାନରେ କଡ଼ା ଚେକିଂ ହେଉଛି। ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଡିଜିପି ସମ୍ମିଳନୀ