Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଗଣଶିକ୍ଷା ବିଭାଗ ଓ ସିକେ-୧୨ ଫାଉଣ୍ଡେସନ୍ ମଧ୍ୟରେ ବୁଝାମଣାପତ୍ର
ବିଦ୍ୟାଳୟରେ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇବ
ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ରାଜ୍ୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ବିଦ୍ୟାଳୟଗୁଡ଼ିକୁ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ କାର୍ଲିଫର୍ଣ୍ଣିଆର ‘ସିକେ-୧୨ ଫାଉଣ୍ଡେସନ’ ମଧ୍ୟରେ ଆଜି ଏକ!-->!-->!-->…
ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ପବିତ୍ର ମାଘମାସ ମାଘସପ୍ତମୀ ତିଥିରେ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪.୩୭ ମିନିଟରେ ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ବୁଡ଼ ପକାଇବା ଲାଗି ଗତକାଲିଠାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା।
କୋଣାର୍କ /ରାମଚଣ୍ଡୀ/ଭୁବନେଶ୍ୱର!-->!-->!-->…
ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି: ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ…
ଆସନ୍ତାକାଲି ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପୁରୀ/ଭୁବନେଶ୍ୱର!-->!-->!-->…
ଆଜିଠୁ ମହାକୁମ୍ଭମେଳା: ବେଦପାଠରେ କମ୍ପିବ ଖଣ୍ଡଗିରି ପାହାଡ଼
ଆସନ୍ତାକାଲି (ମଙ୍ଗଳବାର)ଠାରୁ ଖଣ୍ଡଗିରିଠାରେ ମହାକୁମ୍ଭମେଳା ଆରମ୍ଭ ହୋଇ ମାଘ ପୂର୍ଣ୍ଣମୀ (୧୨ତାରିଖ) ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ସ୍ଥାନରୁ ଆସୁଥିବା ସାଧୁସନ୍ଥମାନଙ୍କ ଦ୍ୱାରା ସନାତନ ବୈଦିକ ଧର୍ମ
ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆସନ୍ତାକାଲି (ମଙ୍ଗଳବାର)ଠାରୁ!-->!-->!-->!-->!-->…
କହନା ଏ ଫୁଲ କହନା…ଗୀତର ସ୍ରଷ୍ଟା ସଂଗ୍ରାମ ମହାନ୍ତିଙ୍କ ପରଲୋକ
ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା ଭଳି ଶ୍ରୁତିମଧୁର ଗୀତର ଗୀତିକାର ସଂଗ୍ରାମ ମହାନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସେ ନିଜର ଭଞ୍ଜପୁର ସ୍ଥିତ ବାସଭବନରେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା।
!-->!-->!-->…
ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କୁ ବଡ ଉପହାର ଦେଇଛନ୍ତି। ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରାଯାଇଛି। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି ହୋଇଛି।
ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କୁ ବଡ ଉପହାର!-->!-->!-->…
ଏସ୍ସିବିରେ ହେବ ବୃହତ୍ ଟ୍ରମା ସେଣ୍ଟର
ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ଆଉ ଏକ ବଡ଼ ପଦକ୍ଷେପ ହାତକୁ ନେଇଛନ୍ତି। କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍ ପ୍ରତିଷ୍ଠା କରିବାକ ନିଷ୍ପତ୍ତି ନେଇଛନ୍ତି।
ଭୁବନେଶ୍ୱର!-->!-->!-->…
କପି ରୋକିବାକୁ ୫ସ୍ତରୀୟ ବ୍ୟବସ୍ଥା,
୪୫ ଦିନରେ ଆସିବ ଯୁକ୍ତ୨ ପରୀକ୍ଷା ଫଳ
ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଯୁକ୍ତ ଦୁଇ ଥିଓରୀ ପରୀକ୍ଷା-୨୦୨୫ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଆସନ୍ତା ୧୮ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲ୍ଲାର!-->!-->!-->…
ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ।
ଭୁବନେଶ୍ୱର!-->!-->!-->…
ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା
ଝାରପଡ଼ା ଜେଲରେ ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିତା -ଅନିଲଙ୍କୁ ଆୟକର ବିଭାଗର ପକ୍ଷରୁ ଜେରା କରାଯାଉଥିବାର ସୂଚନା ରହିଛି।.ବେନାମୀ ସମ୍ପତ୍ତି ନେଇ ଆୟକର ବିଭାଗର ଜେରା ଚାଲିଛି। ଆୟକର ବିଭାଗର ଦୁଇଟି ଟିମ୍ ଝାରପଡ଼ା ଜେଲରେ ପହଞ୍ଚି ଉଭୟଙ୍କୁ ଜେରା କରୁଛନ୍ତି।
ଭୁବନେଶ୍ୱର ୦୩-୦୨-୨୦୨୫(!-->!-->!-->…