Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା
ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ।
ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା!-->!-->!-->…
ଜିଲ୍ଲାସ୍ତରୀୟ ଶହୀଦ ଦିବସ
କଟକ ୩୦-୦୧-୨୦୨୫(ପିପିଏସ ) : ଯୁଗ ସହ ତାଳ ଦେଇ ଆମ ଲୋକ ଆଗକୁ ଯାଆନ୍ତୁ। ଜନସାଧାରଣଙ୍କ ଆର୍ଥିକ ଅଭିବୃଦ୍ଧି ହେଉ। ଗାନ୍ଧିଜୀଙ୍କ ଆଦର୍ଶ ଓ ନୀତିରେ ଅନୁପ୍ରାଣିତ ହୋଇ ଦେଶ ତଥା ଜାତିର ଉନ୍ନତି ପାଇଁ ସମସ୍ତେ ଏକଜୁଟ ହୁଅନ୍ତୁ। କୁଷ୍ଠ ନିରାକରଣ, ଅସହାୟଙ୍କୁ ସହାୟତା, ସ୍ଵଛ ଭାରତ ଭଳି ଭଳି!-->…
କଟକ ନେତାଜୀ ସୁବାଷ ମେମୋରିଆଲ୍ ସିଟି କଲେଜର ବାର୍ଷିକ ଉତ୍ସବ ପାଳନ ଅବସରରେ ସାଂସଦ ଭର୍ତ୍ତୃହରି ମହତାବ
ସାଂସଦଙ୍କ ବିଭିନ୍ନ କାର୍ଯ୍ୟକର୍ମରେ ଅଂଶଗ୍ରହଣ
କଟକ ନେତାଜୀ ସୁବାଷ ମେମୋରିଆଲ୍ ସିଟି କଲେଜର ବାର୍ଷିକ ଉତ୍ସବ ପାଳନ ଅବସରରେ ସାଂସଦ ଭର୍ତ୍ତୃହରି ମହତାବ
ଜମିବ ଖଣ୍ଡଗିରି ଯାତ୍ରା: ମନମୋହିବ ‘ସ୍ବାମୀ ପାଇଁ ପଛେ ନର୍କକୁ ଯିବି’
ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼। ୪ତାରିଖରୁ ମେଳା ଆରମ୍ଭ ହେଉଥିବାରୁ ବୁଧବାର ସନ୍ଧ୍ୟାରୁ ଖଣ୍ଡଗିରି ପାହାଡ଼ ଉପରେ ବିଭିନ୍ନ ସ୍ଥାନରେ ଆସ୍ଥାନ ଜମାଇଲେଣି ସାଧୁସନ୍ଥମାନେ।
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ତପୋଭୂମି ଖଣ୍ଡଗିରିରେ ଜମିଲାଣି ସାଧୁସନ୍ଥଙ୍କ ଭିଡ଼।!-->!-->!-->…
ଭିଜିଲାନ୍ସ ଜାଲରେ ପ୍ରକଳ୍ପ ଅଧିକାରୀ
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା
୭ଟି ସ୍ଥାନରେ ଚଢଉ ଜାରି
ସୁନ୍ଦରଗଡ଼ ବଣାଇ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ତାଙ୍କର ବିଭିନ୍ନ ସମ୍ପତ୍ତିରେ ଭିଜିଲାନ୍ସ ଚଢ଼ଉ ଜାରି ରହିଛି । ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ!-->!-->!-->!-->!-->!-->!-->…
ବିକଶିତ ଗାଁ, ବିକଶିତ ଓଡ଼ିଶା ମାର୍ଗଦର୍ଶିକା ଜାରି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ!-->!-->!-->…
୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଲା ରାସନ କାର୍ଡ ଇ-କେୱାଇସି ସମୟ ସୀମା: ଯୋଗାଣ ମନ୍ତ୍ରୀ
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ଯ୍ୟ କରିଥିଲେ
ଭୁବନେଶ୍ୱର!-->!-->!-->…
ମହାକୁମ୍ଭକୁ ଓଏସ୍ଆରଟିସି ବସ୍ ବାତିଲ,
ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗତ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମହାକୁମ୍ଭ ପାଇଁ ଓଡ଼ିଶା ସରକାରଙ୍କ ଦ୍ବାରା ପରିଚାଳିତ ସରକାରୀ ବସ୍ ସେବା ବାତିଲ କରାଯାଇଛି। ଓଡ଼ିଶା ରାଜ୍ୟ ସଡ଼କ ଓ ପରିବନ ନିଗମ ପକ୍ଷରୁ ସ୍ବତନ୍ତ୍ର ବସ୍ ବାତିଲ୍ ହୋଇଛି।
ଭୁବନେଶ୍ୱର ୩୦-୦୧-୨୦୨୫(ପିପିଏସ ) :!-->!-->!-->…
ଯାନବାହନର ଫିଟନେସ୍ ପରୀକ୍ଷା କରିବ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା
ଗାଡ଼ିଥିବା ଫିଟନେସ୍ ଠିକ ରହିବା ଆବଶ୍ୟକ। ଗାଡିର ଫିଟନେସ ଠିକ୍ ଥିଲେ ଦୁର୍ଘଟଣା ହ୍ରାସ ପାଇବ। ଲୋକଙ୍କର ଧନଜୀବନ ସୁରକ୍ଷିତ ରହିବ। କିନ୍ତୁ ଅବହେଳା କାରଣରୁ ଅନେକ ଲୋକ ସେମାନଙ୍କର ଗାଡ଼ିକୁ ଫିଟ୍ନେସ ରଖୁ ନାହାନ୍ତି।
କଟକ, ୩୦-୦୧-୨୦୨୫(ପିପିଏସ ) : ରାଜ୍ୟ ସରକାର ଯାନବାହନ!-->!-->!-->…
ରାସନକାର୍ଡ ଇ-କେୱାଇସି: ପିଓଏସ୍ ମେସିନ୍ରେ ସଫଳ, ୱେବ୍ସାଇଟ୍ରେ ବିଫଳ!
ଜଣେ ହିତାଧିକାରୀ ଯେକୌଣସି ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ରକୁ ଯାଇ ଇ-କେୱାଇସି କରିପାରିବେ। କିନ୍ତୁ ସରକାର କହୁଥିବା କଥା ଓ ତୃଣମୂଳସ୍ତରରେ ହେଉଥିବା କାମ ମଧ୍ୟରେ ଆକାଶ-ପାତାଳ ପାର୍ଥକ୍ୟ।
ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) : ବହୁ ଅଯୋଗ୍ୟ ରାସନ୍କାର୍ଡ ହାତେଇଥିବା, ଜାଲ୍!-->!-->!-->…