Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ନାଗା ସାଧ୍ବୀ ହୋଇଗଲେ ମମତା କୁଲକର୍ଣ୍ଣି
ବଲିଉଡ୍ ଅଭିନେତ୍ରୀ ମମତା କୁଲକର୍ଣ୍ଣି ଏବେ ପୁରୁଣା ଜୀବନକୁ ତ୍ୟାଗ କରି ନାଗା ସାଧ୍ବୀ ହୋଇଛନ୍ତି ଓ ମହାମଣ୍ଡଳେଶ୍ୱର ଉପାଧି ଗ୍ରହଣ କରିଛନ୍ତି । ସେ ସଙ୍ଗମରେ ନିଜର ପିଣ୍ଡଦାନ କରି ସନ୍ୟାସ ଗ୍ରହଣ କରିଥିଲେ ଓ ନୂଆ ନାମ ଶ୍ରୀ ୟାମି ମମତାନନ୍ଦ ଗିରି ଗ୍ରହଣ କରିଥିଲେ ।
!-->!-->!-->…
୧୮ଟି ଜିଲ୍ଲାକୁ କୁହୁଡି ଚେତାବନୀ
ନିଖୋଜ ହୋଇଯାଇଛି ‘ମାଘ’ ମାସର ବାଘ ଭଳି ଶୀତ-ଜାଡ଼
ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ମାଘ ମାସର ବାଘ ଭଳି ଶୀତ ଓ ଜାଡ଼ ଆଉ ନାହିଁ। ମୟୂରଂଭଜ, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଏବେ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ!-->!-->!-->!-->!-->…
ଟ୍ରେନରୁ ଖସିପଡି ଏମ୍ସିଏ ଛାତ୍ରୀଙ୍କ ମୃତ୍ୟୁ
ହରିଚନ୍ଦନପୁର/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଝିଅ ଭୁବନେଶ୍ବରରୁ ଘରକୁ ଆସୁଛି ବୋଲି ପରିବାର ଲୋକେ ବହୁତ ଖୁସିରେ ଥିଲେ। ଝିଅ ଆସିଲେ କ’ଣ ଖାଇବ କେଉଁଠିକୁ ବୁଲିଯିବ ସେଥି ପାଇଁ ମଧ୍ୟ ପ୍ରସ୍ତୁତି କରିଥିଲେ। ତେବେ ଯେଉଁ ଝିଅର ପହଞ୍ଚିବାକୁ ପରିବାର ଲୋକେ ସକାଳ ଠାରୁ ମଧ୍ୟାହ୍ଣ!-->…
୪୦ ହଜାର ନିଯୁକ୍ତି ଦେବେ ରାଜ୍ୟ ସରକାର
ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍ ବଜେଟ୍ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,!-->…
ଓଡ଼ିଶା ଶ୍ରେଷ୍ଠ ନିବେଶ କ୍ଷେତ୍ର :ମୁଖ୍ୟମନ୍ତ୍ରୀ
ଐତିହାସିକ ହେବ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫
ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ରେ ଜାନୁଆରି ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍ମାନଙ୍କ ପାଇଁ ଖୋଲା ରହିବ। ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ।
ଭୁବନେଶ୍ୱର!-->!-->!-->!-->!-->…
ବାରବାଟୀ ଦିନିକିଆ
ଫେବ୍ରୁଆରି ୨ରେ ଅନ୍ଲାଇନ୍, ୫-୬ରେ କାଉଣ୍ଟର ଟିକେଟ୍
ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ!-->!-->!-->…
ଝାଡ଼ାବାନ୍ତିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ
ଖାତିଗୁଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଝାଡାବାନ୍ତି ବ୍ୟାପିଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ୯ ଜଣ ଛାତ୍ରଛାତ୍ରୀଙ୍କୁ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା କରାଯାଇଛି।
ତେନ୍ତୁଳିଖୁଣ୍ଟି/ଭୁବନେଶ୍ୱର!-->!-->!-->…
ବାପ କଲା ମହାପାପ
ବରଗଡ଼ ଜିଲ୍ଲା ଅତାବିରା ଥାନା ଅଂଚଳରେ ଏକ ଅଭାବନୀୟ ଓ ଲଜ୍ଜାଜନକ ଘଟଣା ଘଟିଛି। ୩୬ ବର୍ଷୀୟ ବାପା ନିଜ ଜନ୍ମ କଲା ୧୨ ବର୍ଷିୟା ଝିଅକୁ ଦୁଷ୍କର୍ମ କରିବା ଭଳି ଘଟଣା ଦେଖିବାକୁ ମିଳିଛି। ଏ ନେଇ ଅତାବିରା ଥାନାରେ ମାମଲା ରୁଜୁ ହୋଇଥିବାବେଳେ ଉଭୟ ବାପ, ଝିଅଙ୍କୁ ଡ଼ାକ୍ତରୀମାଇନା ପାଇଁ!-->…
ଯୁବତୀ ଚାଲାଣକୁ ନେଇ ହଂସିତା-ଅନୀଲଙ୍କୁ ପଚାରିବ ସ୍ପେଶାଲ କ୍ରାଇମ୍ ୟୁନିଟ୍
ପୁଣି ରିମାଣ୍ଡରେ ଆସିବେ ହାଇପ୍ରୋଫାଇଲ୍ ଠକ ହଂସିତା-ଅନୀଲ | ଉଭୟଙ୍କୁ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଛି ପୁଲିସ | ଯୁବତୀ ଚାଲାଣ ପ୍ରସଙ୍ଗରେ ଅଧିକ ଖୋଳତାଡ଼ ପାଇଁ ଆଣିବ ପୁଲିସ ଓ କମିଶନରେଟ ପୁଲିସର ସ୍ପେଶାଲ କ୍ରାଇମ୍ ୟୁନିଟ୍ ଜେରା କରିବ
ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ)!-->!-->!-->…
ଏସ୍ସିବିରେ ଲିଭର୍ ପ୍ରତିରୋପଣ ନେଇ ଅନିଶ୍ଚିତତା
ଏସ୍ସିବିରେ ଅନିଶ୍ଚିତତା ଭିତରେ ଲିଭର୍ ପ୍ରତିରୋପଣ। ସାଢ଼େ ୩ ମାସ ହେଲା ଓପିଡିକୁ ହାଇଦ୍ରାବାଦ୍ସ୍ଥିତ ଏଆଇଜି ଟିମ୍ ଆସୁନାହାନ୍ତି। ଯା’ଫଳରେ ଓପିଡିକୁ ରୋଗୀ ବି ଆସୁନାହାନ୍ତି। ପୂର୍ବରୁ ଯେଉଁ ୧୦/୧୫ଜଣ ରୋଗୀ ପ୍ରତି ଓପିଡିକୁ ଆସୁଥିଲେ
କଟକ ୨୪-୦୧-୨୦୨୫(ପିପିଏସ) : ଏସ୍ସିବିରେ!-->!-->!-->…