Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ପୁଣ୍ୟତୋୟା ଭାରତ ବର୍ଷ ୧୩ ତମ ବାର୍ଷିକ ଦିବସ ସମାରୋହରେ ସାଂସଦ ଭର୍ତ୍ତୃହରି ମହତାବ
କଟକ,୨୩-୦୧-୨୦୨୫(ପିପିଏସ) : ସାଂସଦଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରସ୍ତ
ପ୍ରସ୍ତାବିତ ବନ୍ଦର କୁ ବିସ୍ଥାପିତ ଙ୍କ ତୀବ୍ର ବିରୋଧ
: ସରିଲା ୩ୟ ପର୍ଯ୍ୟାୟ ଜନଶୁଣାଣି
: ଜୀବନ ଶେଷ ରକ୍ତବିନ୍ଦୁ ଯାଏଁ ଲଢ଼ିବୁ, ବନ୍ଦର ହେବ ନାହିଁ
: ଅସ୍ତରଙ୍ଗ ରେ ବନ୍ଦର ସ୍ବପ୍ନ ଭୁଲିଯାଅ ସରକାର
ଅସ୍ତରଙ୍ଗ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ପୁରୀ ଜିଲ୍ଲା ଅସ୍ତରଙ୍ଗ ରେ ପ୍ରସ୍ତାବିତ ବନ୍ଦରକୁ ନେଇ ବିରୋଧ ସ୍ୱର!-->!-->!-->!-->!-->!-->!-->!-->!-->…
ଅଚଳ ହୋଇପଡିଛି ସୂର୍ଯ୍ୟମନ୍ଦିର ଲାଇଟ ଆଣ୍ଡ ସାଉଣ୍ଡ ସିଷ୍ଟମ। ପର୍ଯ୍ୟଟକ ନିରାଶ।
କୋଣାର୍କ/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ସରକାରଙ୍କ ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ପର୍ଯ୍ୟଟକଙ୍କ ନିମନ୍ତେ ସୂର୍ଯ୍ୟମନ୍ଦିରରେ ଲାଇଟ୍ ଆଣ୍ଡ ସାଉଣ୍ଡର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକର୍ମରେ କୋଣାର୍କ ସୂର୍ଯ୍ୟମନ୍ଦିର ନିର୍ମାଣ ଶୈଳକୁ ପ୍ରଦର୍ଶିତ କରି!-->…
ମଣ୍ଡିରୁ ଧାନ ଉଠାଇବାରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ!
ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ୱ ଓ ଅବହେଳା କାରଣରୁ ପ୍ରଦର୍ଶନ କରିଥିବା ହେତୁ ଜିଲ୍ଲା ପ୍ରଶାସନ ପକ୍ଷରୁ ୬ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ନୋଟିସ୍ ଜାରି। ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଳକର ୪ ଜଣ, ଗଞ୍ଜାମ ବ୍ଳକର ୪ ଜଣ ଓ ପୁରୁଷୋତ୍ତମ ବ୍ଳକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି!-->…
ଦିନରେ ଖରା ,ରାତିରେ ଖସୁଛି ପାରା
ଘୁମୁସର ଉଦୟଗିରିରେ ଦିନ ତାପମାତ୍ରା ୩୦.୪, ରାତିରେ ପାରା ୬.୫ ଡିଗ୍ରି
ଘୁ.ଉଦୟଗିରି/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ଓଡ଼ିଶାର ଦାର୍ଜିଲିଂରେ ପାଣିପାଗର ବଡ଼ ତାରତମ୍ୟ ଦେଖାଯାଇଛି। ଜଳବାୟୁ ପରିବର୍ତ୍ତନ କାରଣରୁ ଜାନୁଆରି ୨୦ ତାରିଖ ଠାରୁ ଏଠାରେ ଦିନ ବେଳା ଶୀତ ନିଖୋଜ!-->!-->!-->…
୭୨ ଗ୍ରାମ୍ ବ୍ରାଉନସୁଗାର ଜବତ, ଜଣେ ଗିରଫ
ବାଲେଶ୍ବର ଜିଲ୍ଲା ଜଳେଶ୍ୱର ଅବକାରୀ ସେଟ ଲାଇଟ୍ ୟୁନିଟ ପକ୍ଷରୁ ଆଜି କମର୍ଦ୍ଦା ଥାନା ଅଧିନସ୍ଥ ବାରମାଇଲ ପେଟ୍ରୋଲ ପମ୍ପ ନିକଟରେ ଚଢ଼ାଉ କରି ୭୨ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। ଏହି ମାମଲାରେ ଜଣକୁ ଗିରଫ କରାଯାଇଛି।
ଜଳେଶ୍ୱର/ଭୁବନେଶ୍ୱର ୨୩-୦୧-୨୦୨୫(ପିପିଏସ ) : ବାଲେଶ୍ବର!-->!-->!-->…
‘ନେତାଜୀଙ୍କ ଦୃଷ୍ଟିକୋଣକୁ ନେଇ ସମୃଦ୍ଧ ଦେଶ ନିର୍ମାଣ ଉଦ୍ଦେଶ୍ୟରେ ବଢ଼ିବାକୁ ହେବ’
ନେତାଜୀ ଜୟନ୍ତୀ ଅବସରରେ କଟକରେ ଆୟୋଜିତ ‘ପରାକ୍ରମ ଉତ୍ସବ’ରେ ଯୋଗଦେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ୧୯୪୩ ମସିହା ଡିସେମ୍ବରରେ ଜାପାନ ସହାୟତାରେ ଆଣ୍ଡାମାନ ଓ ନିକୋବର ଦ୍ବୀପରେ ଆଜାଦ୍ ହିନ୍ଦ ଫୌଜର ପ୍ରଥମ ସରକାର ପ୍ରତିଷ୍ଠା କରିଥିଲେ।
କଟକ,୨୩-୦୧-୨୦୨୫(ପିପିଏସ!-->!-->!-->…
ଶ୍ରୀମନ୍ଦିରରେ ମୋବାଇଲ ବାରଣ ନେଇ ଲାଗିଲା ସୂଚନା ଫଳକ
ଚାରିଦ୍ବାରରେ ଜଗିବେ ୪ ସ୍ବତନ୍ତ୍ର ଟିମ୍
ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ୍ ଘଟଣା ପରେ ଶ୍ରୀମନ୍ଦିରରେ ମୋବାଇଲ୍ କଟକଣା ଉପରେ ସଚେତନତା ସୃଷ୍ଟି କରାଯାଇଛି। ଚାରିଦ୍ବାରରେ ସୂଚନା ଫଳକ ଓ ପୋଷ୍ଟର୍ ଲଗାଯାଇଛି। ମୋବାଇଲ୍ ଜଗିବାକୁ ଚାରିଦ୍ବାରରେ ୪ଟି ସ୍ବତନ୍ତ୍ର ଟିମ୍ ନିୟୋଜିତ!-->!-->!-->…