Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଆରପାରିରେ ସମୀର ଦେ
ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ
ଆରପାରିରେ ବିଜେପିର ବରିଷ୍ଠ ନେତା ସମୀର ଦେ । ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ ପରଲୋକ । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି । ତେବେ ଦୀର୍ଘ ଦିନ ଧରି ସେ!-->!-->!-->…
ମାଟିରେ ମିଶିଲା ଟାଗୋର ସୋସାଇଟି
ଡିଏନକେ ପଡିଆ ସମ୍ପ୍ରସାରଣ ଘଟଣା
ମାଲକାନଗିରି/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ମାଲକାନଗିରି ସଦର ମହକୁମାରେ ରହିଥିବା ଡିଏନକେ ପଡିଆ ସଂପ୍ରସାରଣ ନେଇ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଥିବା ବେଳେ ପଡିଆକୁ ଲାଗି ରହିଥିବା ଟାଗୋର ସୋସାଇଟିକୁ ସଂପୂର୍ଣ୍ଣ ଉଚ୍ଛେଦ କରାଯାଉଛି। ୪!-->!-->!-->…
ଚଳିତବର୍ଷ ବାଲିଯାତ୍ରା କଟକ ଉତ୍ସବରେ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବସ ଚଳାଚଳ…
କଟକ ୧୭-୧୧-୨୦୨୪(ପିପିଏସ ) : ଚଳିତ ବର୍ଷ ବାଲିଯାତ୍ରା କଟକ ଉତ୍ସବରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ,ଶ୍ରୀ ଭାଉସାହେବ ଶିନ୍ଦେ ଜନସାଧାରଣଙ୍କ ସୁବିଧାରେ ନିଶୁଳ୍କ ଯାତାୟତ ଓ ଗମନାଗମନ ନିମନ୍ତେ ବାଲିଯାତ୍ରା ପଡିଆକୁ ସଂଯୋଗ କରୁଥିବା!-->!-->!-->…
ପିଲାଙ୍କ ପାଇଁ ଆସିଥିବା ସରକାରୀ ୟୁନିଫର୍ମ-ଜୋତା ଡମ୍ପିଂୟାର୍ଡରେ ଖତ ଖାଉଛି
ପିଲାଙ୍କ ମଧ୍ୟରେ ସ୍କୁଲ ଯିବା ଲାଗି ଆଗ୍ରହ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ସହିତ ୟୁନିଫର୍ମ ଓ ଜୋତା ପିଲାଙ୍କୁ ଯୋଗାଇ ଦିଆଯାଉଛି। ତେବେ ୟୁନିଫର୍ମ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଡମ୍ଫିୟାର୍ଡରେ ଖତ ଖାଉଛି
!-->!-->…
ରାଜନୈତିକ ଶତ୍ରୁତା: ସରପଞ୍ଚଙ୍କ ସ୍ବାମୀ-ସମିତି ସଭ୍ୟ ହଣାହଣି
ନୟାଗଡ଼ର ଇଟାମାଟି ଥାନା ଶରଧାପୁରରେ ସରପଞ୍ଚଙ୍କ ସ୍ବାମୀ ଏବଂ ସମିତି ସଭ୍ୟଙ୍କ ମଧ୍ୟରେ ହଣାହଣି ମାମଲା ଘଟିଛି। ଉଭୟଙ୍କୁ ଗୁରୁତର ଏବଂ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ୱରରେ ଏକ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି
ନୟାଗଡ଼/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) :!-->!-->!-->!-->!-->…
ଚାନ୍ଦ ସାକ୍ଷୀ ବାପ୍ଲା ସାନ୍ତାଳୀ ମାଟ୍ରିମନିକୁ ଉଦଘାଟନ କଲେ ସାଂସଦ ନବ ଚରଣ ମାଝୀ
ସାନ୍ତାଳ ସମ୍ପ୍ରଦାୟର ବିବାହ ପାଇଁ ନୂଆ ଯୁଗ ଆରମ୍ଭ ହୋଇଛି। ପୂର୍ବରୁ କୌଣସି ଯାତ୍ରା କିମ୍ବା ଆଦିବାସୀଙ୍କ କାର୍ଯକ୍ରମରୁ ସେମାନେ ପୁଅ ପାଇଁ ଝିଅ ଖୋଜୁଥିଲେ ଏବେ ମୋବାଇଲରେ ସମସ୍ତ ତଥ୍ୟ ପାଇ ବିବାହ କରି ପାରିବେ। ଯାତ୍ରାରେ ଝିଅ ଦେଖିବା ପରମ୍ପରା ସମାପ୍ତ ହେବ
!-->!-->!-->!-->!-->…
ମଞ୍ଚରୁ ଅସୀମାଙ୍କୁ ଓହ୍ଲାଇଦେଲା ପୁଲିସ
ନିୟମ ମାନିଲେନି, ଆଉ ନିର୍ଦ୍ଧାରିତ ସମୟଠାରୁ ବି ଅଧିକ ସମୟ କାର୍ଯ୍ୟକ୍ରମ କରିବାରୁ ହଟହଟା ହୋଇଛନ୍ତି କଣ୍ଠଶିଳ୍ପୀ ଅସୀମା ପଣ୍ଡା
କଟକ,୧୭-୧୧-୨୦୨୪(ପିପିଏସ ) : ନିୟମ ମାନିଲେନି, ଆଉ ନିର୍ଦ୍ଧାରିତ ସମୟଠାରୁ ବି ଅଧିକ ସମୟ କାର୍ଯ୍ୟକ୍ରମ କରିବାରୁ ହଟହଟା ହୋଇଛନ୍ତି କଣ୍ଠଶିଳ୍ପୀ ଅସୀମା!-->!-->!-->…
ବିନା ଅନୁମତିରେ ରାସ୍ତା ଖୋଳିଲେ ଜରିମାନା
ରାଜ୍ୟ ସରକାର ରାସ୍ତା ନିର୍ମାଣ ପାଇଁ ସ୍ବତନ୍ତ୍ର ନୀତି ଆଣିବେ
ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ରାସ୍ତା ନିର୍ମାଣକୁ ନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ନୀତି ଆଣିବାକୁ ଯୋଜନା କରୁଛନ୍ତି। ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗ ଅଧିନରେ ରହିଥିବା ରାସ୍ତାଗୁଡ଼ିକର ନିର୍ମାଣକୁ ନେଇ!-->!-->!-->…
ଅଭିଭାବକ ବେଫିକର, ପୁଲିସର ନିଘା ନାହିଁ
ପିଲାମାନେ ବି ବେଫିକର ହୋଇ ରାସ୍ତାରେ ଗାଡ଼ ଚଲାଇ ସ୍କୁଲକୁ ଯାଉଛନ୍ତି। ଯଦି କିଛି ବି ଘଟେ ତେବେ ସିଧା ପ୍ରଶାସନ ଉପରେ ଉଙ୍ଗୁଳି ଉଠିବ। ମାଲକାନଗିରିରେ ଦୁଇଟି ବାଇକ୍ରେ ତିନି ଜଣ ପିଲା ସ୍କୁଲ ଯାଉଥିବା ବେଳେ ରାସ୍ତାରେ କଥାବାର୍ତ୍ତା ହୋଇ ବେଫିକର ହୋଇ ଗାଡ଼ି ଚଲାଉଥିଲେ।
!-->!-->!-->…
ବିଜେଡିକୁ ଶକ୍ତଧକ୍କା: ବିଜେପି ହାତକୁ ଗଲା ସଦର ବ୍ଲକ୍
ଢେଙ୍କାନାଳ ସଦର ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଅନାସ୍ଥା ବୈଠକ ଆଜି ସଦର ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷା ଶ୍ରୀମତି ନାୟକଙ୍କ ସପକ୍ଷରେ ମାତ୍ର ୧୭ଟି ଭୋଟ୍ ଯାଇଥିବା ବେଳେ ୪୪ଟି ଭୋଟ ତାଙ୍କ ବିପକ୍ଷରେ ଯାଇଥିଲା।
ଢେଙ୍କାନାଳ/ଭୁବନେଶ୍ୱର!-->!-->!-->…