Browsing Category

ପ୍ରମୁଖ ଖବର

ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତଃ ମନ୍ତ୍ରୀ ସ୍ତରୀୟ କମିଟି

ଓଡ଼ିଶା ସରକାର ବିଭିନ୍ନ ରାଜ୍ୟ ସହିତ ରାଜ୍ୟର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିବେ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଭୁବନେଶ୍ୱର

‘ହରେକୃଷ୍ଣ ମହତାବ ଚିତ୍ରକଳା ଶିବିର’ ଉଦ୍‌ଯାପିତ

ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ମହତାବଙ୍କ

ସାନଭାଇ ଭୁଲିଗଲା ସଂପର୍କ: ବଡ଼ଭାଇଙ୍କ ତଣ୍ଟି କାଟିଲା, ଭାଉଜଙ୍କୁ ପିଟିପିଟି ମାରିଲା

ସମ୍ପତ୍ତି ଆଗରେ ରକ୍ତ ସମ୍ପର୍କ ତୁଚ୍ଛ ସଂପତ୍ତି ପାଇଁ ସଂପର୍କରେ ଫାଟ ସୃଷ୍ଟି ହେଉଛି। ସଂପତ୍ତି ଆଗରେ ସଂପର୍କ ବଳି ପଡୁଛି। ଗଂଜାମ ଜିଲ୍ଲା ଆସିକା ଅଞ୍ଚଳରେ ଆଜି ପୂର୍ବାହ୍‌ଣରେ ସାନଭାଇର ଆକ୍ରମଣରେ ବଡ଼ଭାଇ ଓ ଭାଉଜଙ୍କର ମୃତ୍ୟୁ ହୋଇଛି। ଏହି ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ

ଫାୟାରମ୍ୟାନ୍ ପଦ ନିଯୁକ୍ତି ପ୍ରକ୍ରିୟା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଫାୟରମ୍ୟାନ ନିଯୁକ୍ତିରେ ମୋଟ ପଦବିର ୧୦ ପ୍ରତିଶତ ଗୃହରକ୍ଷୀ ଭାବେ କାର୍ଯ୍ୟରତ ପ୍ରାର୍ଥୀଙ୍କ ଦ୍ବାରା ପୂରଣ କରାଯିବ। ଏହି ପ୍ରସଂଗ ନେଇ ଦାୟର ମାମଲା ଗୁଡ଼ିକର ଡକ୍ଟର ଜଷ୍ଟିସ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି ସମୟରେ ସରକାରଙ୍କ ତରଫରୁ ଦାଖଲ ଅତିରିକ୍ତ

ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଟଙ୍କା ପାଇବା ଲାଗି ହିତାଧିକାରୀଙ୍କୁ ପରାମର୍ଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଜି ନିମାପଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାବେଳେ ସେ କହିଛନ୍ତି, ପ୍ରାୟ ୫ ଲକ୍ଷ ହିତାଧିକାରୀଙ୍କ ଆଧାର କାର୍ଡ ବ୍ୟାଙ୍କ ଆକାଉଣ୍ଟ ସହ ଲିଙ୍କ୍ ହୋଇ ନଥିବାରୁ ସେମାନଙ୍କ ରେଜିଷ୍ଟ୍ରେସନ୍

ଲକ୍ଷ୍ମୀ ବସ୍‌ ଧକ୍କାରେ ବାଇକ୍‌ ଅରୋହୀଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ ଉଠିଲା ଶବ

ଝରିଗାଁ/ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେଫଗୁଡା ଗ୍ରାମ ନିକଟରେ ମଙ୍ଗଳବାର ସନ୍ଧ୍ୟା ୫ଟାରେ ଲକ୍ଷ୍ମୀ ବସ୍‌ ସହ ବାଇକ ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଜଣେ ଚାଳକଙ୍କ ମୃତ୍ୟୁ ଘଟଣା ଆନ୍ଦୋଳନ ରୂପ ନେଇଛି। ବସ୍‌

ପଦୋନ୍ନତି ନିୟମ ବଦଳିଲା

୭ବର୍ଷ ପରେ ଏସ୍‌ଆଇରୁ ଇନ୍ସପେକ୍ଟର ହୋଇପାରିବେ ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ରାଜ୍ୟ ସରକାର ପୁଲିସ କର୍ମଚାରୀମାନଙ୍କ ପାଇଁ ଏକ ଭଲ ଖବର ଆଣିଛନ୍ତି। ପୁଲିସ ବିଭାଗରେ ପଦୋନ୍ନତି ନେଇ ଏସ୍‌ଆଇମାନଙ୍କ ପାଇଁ ଏହି ଖବର ଆଣିଛନ୍ତି। ଏହା ଦ୍ବାରା ପୁଲିସ ଏସ୍‌ଆଇ ଭାବେ କାର୍ଯ୍ୟରତ

ମହର୍ଷିରେ ଛାତ୍ର ଅଶାନ୍ତି, ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ କଲେଜ ବନ୍ଦ

ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମହର୍ଷି କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ  ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି ଉପାଧ୍ୟକ୍ଷ ସୂଚନା ଦେଇଛନ୍ତି। ଖବର ପାଇ

ଝାଡ଼ଖଣ୍ଡରେ ଏଥର ଇଣ୍ଡିଆ ମେଣ୍ଟ ସରକାର ଗଢିବ: ମହମ୍ମଦ ମୋକିମ

ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ଝାଡ଼ଖଣ୍ଡରେ ଏଥର ଇଣ୍ଡିଆ ମେଣ୍ଟ ସରକାର କରିବ। ଏନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ। ଝାଡ଼ଖଣ୍ଡର ବିଭିନ୍ନ ଅଞ୍ଚଳରେ ନିର୍ବାଚନ ପ୍ରଚାର କରି କଟକ ଫେରିବାପରେ ଏହା କହିଛନ୍ତି ମୋକିମ। ବିଜେପି ସେଠାରେ ଦଳର

ପୀଡ଼ିତ ପରିବାରକୁ ନ୍ୟାୟ ଦାବିରେ ରାଜରାସ୍ତା ବନ୍ଦ

ବାଙ୍ଗିରିପୋଷି ଅଞ୍ଚଳରେ ଗ୍ରାମବାସୀ ଶୁଦ୍ଧିକ୍ରିୟା କରିବା ପାଇଁ ଦେଉ ନଥିବାରୁ ଆଦିବାସୀ ସାଙ୍ଗେଲ ଅଭିଯାନ ତରଫରୁ ସୋମବାର ଜାତୀୟ ରାଜପଥ ୪୯ ବନ୍ଦ କରାଯାଇଛି। ଫଳରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି। ବାଙ୍ଗିରିପୋଷି/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମୟୂରଭଂଜ ଜିଲ୍ଲା