Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ବଣ୍ଡାଘାଟିରେ ‘ପଟ୍ଟା ପରବ‘ ପାଳିତ
ଖଇରପୁଟ ବ୍ଲକର ବଣ୍ଡାଘାଟିରେ ସ୍ଥାନୀୟ ବଣ୍ଡା ସଂପ୍ରଦାୟର ଲୋକେ ଜଂଗଲ ଜମି ପଟ୍ଟା ପାଇଥିବାରୁ ସେମାନଙ୍କର ଖୁସି କହିଲେ ନସରେ। ଗତ କିଛି ଦିନ ତଳେ ବଣ୍ଡାଘାଟିକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରି ବସୁନ୍ଧରା, ଗୋଷ୍ଠୀଗତ ଏବଂ ବ୍ୟକ୍ତିଗତ ପଟ୍ଟା ପ୍ରଦାନ କରିଥିଲେ।
!-->!-->!-->…
ନିଗମାନନ୍ଦ ଭକ୍ତ ସମ୍ମିଳନୀ: ଆଖି ବୁଜିଲେ ୨ ଭକ୍ତ
ପୁରୀ-କୋଣାର୍କ ରୋଡ୍ ବାଲିଘାଇ ଛକସ୍ଥିତ ନିଗମାନନ୍ଦ ସାର୍ବଭୌମ ଭକ୍ତ ସମ୍ମିଳନୀରେ ଅଘଟଣ ଘଟିଛି। ସମ୍ମିଳନୀ ଚାଲିଥିବା ବେଳେ ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଛି। ସେମାନେ ହେଲେ ପଶ୍ଚିମବଙ୍ଗ ପଶ୍ଚିମ ମେଦିନୀପୁରର ରବୀନ୍ଦ୍ରନାଥ ପାଲ(୫୫) ଓ କଟକ ଜିଲ୍ଲା ସାଆନ୍ତସାହିର ଜଗନ୍ନାଥ ସାମଲ (୫୭)।
!-->!-->…
‘ମନ୍ କି ବାତ୍’ରେ କଳାହାଣ୍ଡିର ଯୁବଚାଷୀ କୃଷ୍ଣଚନ୍ଦ୍ର ନାଗ
ଧର୍ମଗଡ଼/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଜିର ଆଧୁନିକ ଯୁଗରେ ଯୁବ ଗୋଷ୍ଠୀ ଚାଷ ପ୍ରତି ଆଗ୍ରହ ପ୍ରକାଶ କରୁନଥିବା ବେଳେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ଜଣେ ଯୁବଚାଷୀ ଟମାଟୋ ଚାଷ କରି ନିଜେ ସ୍ୱାବଳମ୍ବୀ ହେବା ସହିତ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ବ ଲୋକଙ୍କୁ ନିଜ ବଗିଚାରେ!-->…
ଚାକିରି ନୁହେଁ, ନିଯୁକ୍ତିଦାତା ହେବାକୁ ପଡ଼ିବ: ଧର୍ମେନ୍ଦ୍ର
ଜଟଣୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଇଆଇଟି ଭୁବନେଶ୍ୱରକୁ ଗବେଷଣା ଓ ସୃଜନଶୀଳତାର ପେଣ୍ଠସ୍ଥଳୀ କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ରୁ ୭ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହାଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା ଏବଂ ବିକଶିତ!-->…
ଏମକେସିଜିରୁ ୪ ଡାକ୍ତର ବହିଷ୍କୃତ
ପିଜି ଛାତ୍ରଙ୍କୁ ହଷ୍ଟେଲରେ ଆକ୍ରମଣ ଘଟଣା
ବ୍ରହ୍ମପୁର/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ବ୍ରହ୍ମପୁର ଏମକେସିଜିରୁ ୪ଜଣ ଡାକ୍ତର ବହିଷ୍କୃତ ହୋଇଥିବା ଜଣାଯାଇଛି। ଏନେଇ ଡିଏମଇଟିଙ୍କ ନିର୍ଦ୍ଦେଶରେ ବିଧିବଦ୍ଧ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏମକେସିଜି ମେଡିକାଲ କଲେଜ!-->!-->!-->…
କେନ୍ଦୁଝର କାରାଗାରରୁ କଏଦୀ ଚମ୍ପଟ
କେନ୍ଦୁଝର/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦୀର୍ଘଦିନରୁ ସୁଯୋଗ ଖୋଜୁଥିଲା କଏଦୀ। ଗତକାଲି ଏହି ଅବସର ମିଳିବା ପରେ ଜେଲର ବିରାଟ କାନ୍ଥ ଡ଼େଇଁ ଖସିଯାଇଛି। କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରରୁ କଅଦୀ ଚମ୍ପଟ ହେବା ନେଇ ଥାନାରେ ଅଭିଯୋଗ ହୋଇଛିl କଏଦୀର ନାମ ହେଲା ପରେଶ ମୁଣ୍ଡା।!-->…
ଟ୍ରାଙ୍କୁଲାଇଜ ହେଲା ‘ଜୀନତ’
ବାରିପଦା/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରୁ ଖସି ଯାଇ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗରେ ପହଞ୍ଚି ଥିବା ୩ ବର୍ଷର ବାଘୁଣୀ ‘ଜୀନତ’ ରବିବାର ଟ୍ରାଙ୍କୁଲାଇଜ ହୋଇଛି। ପଶ୍ଚିମବଙ୍ଗର ବାଙ୍କୁଡ଼ା ଜିଲ୍ଲାରେ ବନ ବିଭାଗ ଟ୍ରାଙ୍କୁଲାଇଜ୍!-->…
ଡିସେମ୍ବର ୩୧, ଜାନୁଆରି ୧ରେ କେବଳ ସିଂହଦ୍ବାର ଦେଇ ଭକ୍ତଙ୍କ ପ୍ରବେଶକୁ ଅନୁମତି
ପୁରୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଦୁଇ ଦିନ ପରେ କ୍ୟାଲେଣ୍ଡର ବର୍ଷ-୨୦୨୪ ବିଦାୟ ନେବ। ନୂଆବର୍ଷ-୨୦୨୫ ଆସିବ। ନୂଆବର୍ଷ ପାଇଁ ଯୁବପିଢ଼ି ଉତ୍ସାହିତ ଦେଖାଯାଇଛନ୍ତି। ମନ୍ଦିର, ପର୍ଯ୍ୟଟନ ସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ, ପାର୍କ ଆଦି ସ୍ଥଳରେ ମଧ୍ୟ ପ୍ରସ୍ତୁତି କରାଯାଇଛି। ପୁରୀ!-->…
ଗଜପତିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ପାରଳାଖେମୁଣ୍ଡି/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିଛନ୍ତି। ଗଜପତି ଜିଲ୍ଲାର ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଉପଲଡ଼ା ଓ!-->…
ଓସିଏ ପଦ ଛାଡିଲେ ବବି ଦାସ
୪୫ ଦିନ ଭିତରେ ଓସିଏକୁ ମିଳିବ ନୂଆ ସଭାପତି: ସଂଜୟ ବେହେରା
କଟକ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସଭାପତି ପଦ ଛାଡ଼ିଛନ୍ତି ପ୍ରଣବ ପ୍ରକାଶ ଦାସ (ବବି)। ଏନେଇ ଓସିଏ ସଂପାଦକ ସଂଜୟ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ବେହେରା!-->!-->!-->…