Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଅଙ୍ଗନବାଡି କେନ୍ଦ୍ର ଉପରେ ମହଙ୍ଗା ମାଡ଼
:-ଅପପୁଷ୍ଟି ମୁକାବିଲା ଯୋଜନା ବାଟବଣା
:-ଅଣ୍ଡା ଗୋଟାକୁ ୮ଟଙ୍କା, ମିଳୁଛି ୫ଟଙ୍କା, ଡାଲି ଦର ଛୁଇଁଲାଣି ଦୁଇ ଶତକ
ଅସ୍ତରଙ୍ଗ/ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଞ୍ଚଳରେ ଅଣ୍ଡା ଦର ହୁ ହୁ ହୋଇ ବଢ଼ି ଚାଲିବା ସହ ଡାଲି ଦର କ୍ରମାଗତ ଭାବେ!-->!-->!-->!-->!-->…
ପାନ ଗଛରେ ପୋକ ;ଚାଷୀ ହତାଶ
:-କାଳ ସାଜିଲା ଲଗାଣ ବର୍ଷା
:-ଅମଳ ହ୍ରାସ, କାଁ ଭାଁ ବିକ୍ରି
:-ପାନ କଡା ପିଛା ୩୦ରୁ ୪୦ଟଙ୍କା
ଅସ୍ତରଙ୍ଗ,୨୮-୧୨-୨୦୨୪(ପିପିଏସ) : ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। କେବଳ ଧାନ ଫସଲ ନୁହେଁ ପରିବା ଫସଲ ସହ ପାନ ଚାଷୀଙ୍କର ମଧ୍ୟ ବହୁ କ୍ଷତି ହୋଇଛି।!-->!-->!-->!-->!-->!-->!-->!-->!-->…
ବଢିବ ବ୍ଲକ ସଂଖ୍ୟା !
୭୫କିମି ଦୂରରେ ବସବାସ କରନ୍ତି ବୈପାରୀଗୁଡ଼ା ବ୍ଲକ୍ର ଏହି ଗାଁର ଲୋକେ
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଜନସାଧାରଣଙ୍କ ନିକଟରେ ସୁଶାସନ ବ୍ୟବସ୍ଥା ପହଞ୍ଚାଇବାକୁ ହେଲେ ସ୍ଥାନୀୟ ଶାସନ ବ୍ୟବସ୍ଥାକୁ ଅତି ସରଳ କରିବାକୁ ପଡ଼ିବ। ଘର ଠାରୁ କମ୍ ଦୂରତାରେ ପଞ୍ଚାୟତ ଓ ବ୍ଲକ!-->!-->!-->…
ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା!-->!-->!-->…
ଟେଣ୍ଡରରେ ସୀମିତ ମଶାଣି
ରାସ୍ତା କଡ଼ରେ କୁଢ଼କୁଢ଼ କୁକୁରଙ୍କ ଶବ
Bijay kumar panda
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଗୋଟିଏ କି ଦୁଇଟି ନୁହେଁ, ବରଂ କୁଢ଼କୁଢ଼ କୁକୁରଙ୍କ ଶବ। କିଛି ପଚି ଗଲାଣି, ଆଉ କିଛି ସଦ୍ୟ। ସାରା ଅଞ୍ଚଳ ଦୁର୍ଗନ୍ଧରେ ଭର୍ତ୍ତି। କେଉଁ ଜନଗହଳିରୁ ଦୂରରେ ନୁହେଁ, ବରଂ!-->!-->!-->!-->!-->…
ବର୍ଷା କ୍ଷୟକ୍ଷତି ଆକଳନ କରିବେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ
ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଯୋଗୁଁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ ବୋଲି ଜଣାପଡ଼ିଛି।
ଭୁବନେଶ୍ୱର!-->!-->!-->…
ଭୁବନେଶ୍ବରରେ ସିରିଜ ଦୁର୍ଘଟଣା
ଏକାଧିକ ବ୍ୟକ୍ତି ଆହତ, ଚାପା ଉତ୍ତେଜନା ଜାରି
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ରାଜଧାନୀ ଭୁବନେଶ୍ବରରେ ସିରିଜ୍ ଦୁର୍ଘଟଣା ଘଟିଛି। ଜାଭିଅର ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସାଲିଆସାହି ରାସ୍ତାରେ ତଥା ଏକ କଲେଜ ସାମ୍ନାରେ ୪ଟି କାର୍, ଏକ ଭ୍ୟାନ୍ ଓ ଗୋଟିଏ!-->!-->!-->…
ବରଗଡ଼ ଧନୁଯାତ୍ରା
ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ
ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା ଲାଗି ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି
ପୂର୍ବରୁ ଏହି ଯାତ୍ରା ପାଇଁ ୧୦ ଲକ୍ଷ ଟଙ୍କା ଅନୁଦାନ ମିଳୁଥିବା ବେଳେ ଏଥର ଏହାକୁ ବଢ଼ାଇ ୧ କୋଟିକୁ କରିଛନ୍ତି
ବରଗଡ଼/ଭୁବନେଶ୍ୱର!-->!-->!-->!-->!-->!-->!-->!-->!-->!-->!-->…
ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ବର୍ଷାରେ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ଚାଷୀଙ୍କୁ କ୍ଷୟକ୍ଷତି ସହାୟତା ମିଳିବ ବୋଲି ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଅଦିନିଆ ବର୍ଷାରେ ହେକ୍ଟର!-->…
ଡକ୍ଟର ହରେକୃଷ୍ଣ ମହତାବଙ୍କ ପୁଣ୍ୟତିଥି
ରାଜ୍ୟର ସମସ୍ତ ସ୍ୱାଧୀନତା ସଂଗ୍ରାମୀ ଓ ସେମାନଙ୍କ ପରିବାର ସଦସ୍ୟ ଏହି ମହୋତ୍ସବରେ ଯୋଗ ଦେବା ପାଇଁ ସାଂସଦ ଶ୍ରୀ ମହତାବ ଅନୁରୋଧ କରିଛନ୍ତି
ଜାନୁଆରୀ ୨ରେ ସର୍ବଭାରତୀୟ ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ
ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଯୋଗ ଦେବେ ମୁଖ୍ୟମନ୍ତ୍ରୀଙ୍କ!-->!-->!-->!-->!-->!-->!-->!-->!-->!-->…