Browsing Category

ପ୍ରମୁଖ ଖବର

ଟଙ୍କା ଠକେଇ

ଗାଜିଆବାଦ୍‌ରୁ ମା’-ପୁଅଙ୍କୁ ବାନ୍ଧିଲା ଓଡ଼ିଶା ସାଇବର ପୁଲିସ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ସାଇବର ଥାନା ପୁଲିସ ମା’-ପୁଅଙ୍କୁ ଉତ୍ତରପ୍ରଦେଶର ଗାଜିଆବାଦ୍‌ରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୀଲମ ଅଗ୍ରୱାଲ ଓ ତାଙ୍କର ପୁଅ ବଂଶ

ଦିଲ୍ଲୀରେ ରାଜଭାଷା ସମୀକ୍ଷା

ନୂଆଦିଲ୍ଲୀରେ ବିଭିନ୍ନ କେନ୍ଦ୍ରୀୟ ବିଭାଗର ରାଜଭାଷା ନିରୀକ୍ଷଣ କାର୍ଯ୍ୟକ୍ରମ ଅବସରରେ ସଂସଦୀୟ ରାଜଭାଷା କମିଟିର ଉପାଧ୍ଯକ୍ଷ ଶ୍ରୀ ଭର୍ତ୍ତୃହରି ମହତାବ ଏବଂ ଅନ୍ୟ ସଦସ୍ୟମାନେ

ରାଜଧାନୀରେ ବାବାଙ୍କ ମଠକୁ ବୋମାମାଡ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଶ୍ରୀଲିଙ୍ଗରାଜ ଥାନା ଅଧୀନ ଖରାଖିଆ ବୈଦ୍ୟନାଥସାହିସ୍ଥିତ ତ୍ରିଦଣ୍ଡୀ ଗୌଡ଼ୀୟ ମଠ ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ମଠର ରୋଷେୟା ବାବା ସୁବଳ ସଖା ତ୍ରିଦଣ୍ଡୀ ମହାରାଜ(୬୨) ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ

୧୧କେଭି ତାର ଛିଡି ଯିବାରୁ ସଂପୂର୍ଣ୍ଣ ଜଳିଗଲେ ଚାଷୀ

କ୍ଷତିପୂରଣ ଦାବୀରେ ରାସ୍ତାରୋକ ଭଦ୍ରକ,୨୭-୧୨-୨୦୨୪ (ପିପିଏସ) : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଠାରେ ଚାଷୀଙ୍କ ଧାନ କ୍ଷେତ ଉପରେ ଯାଇଥିବା ୧୧ କେଭି ତାର ଛିଡି ପଡିବାରୁ ନିଜ ବିଲକୁ ଧାନ ଆଣିବା ପାଇଁ ଯାଇଥିବା ଚାନ୍ଦବାଲି ଏନଏସି ଅଧୀନସ୍ଥ ବାଲିଗାଁ ନରିସଂପୁରର ଚାଷୀ ପ୍ରମୋଦ ଦାସଙ୍କ

ଆଖିରେ ହାଣି ପୁରୁଷଙ୍କୁ ନିଜ ଆଡକୁ ଆକୃଷ୍ଟ କରୁଥିଲା ସିରିୟଲ କିଲର

ଶାଢି ପିନ୍ଧିବା ସହ ନେଉଥିଲେ ମେକଅପ | ଆଖିରେ କଜଳ ସାଙ୍ଗକୁ ଓଠରେ ଲଗାଉଥିଲେ ଲାଲ ଲିପଷ୍ଟିକ | ବୋଲଡ଼ ଲୁକରେ ଯୁବକଙ୍କୁ ଲିଫ୍ଟ ଦେଉଥିଲେ ଆଉ ଲୁଟୁଥିଲେ | ଯିଏ ପ୍ରତିବାଦ କଲା, ନେଇଯାଉଥିଲେ ଜୀବନ | ଚଣ୍ଡୀଗଡ଼/ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ଶାଢି ପିନ୍ଧିବା ସହ ନେଉଥିଲେ

କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶାଗସ୍ତ ବାତିଲ୍

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଥାନ୍ତେ। ହେଲେ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ଏନେଇ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ

ଭିଜିଲାନସ୍ ଜାଲରେ ରାଜସ୍ବ ନିରୀକ୍ଷକ; ସ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ପତ୍ନୀ ନବରଙ୍ଗପୁର ଠାରେ ‌ଏଗ୍ରୀଗୋଲଡ୍ ନାମକ ଘରୋଇ ଅର୍ଥଲଗାଣକାରୀ ସଂସ୍ଥାର ଏଜେଣ୍ଟ ସାଜିଥିଲେ। ଅଂଚଳରେ  ଗ୍ରାମର କିଛି ମହିଳା ଓପୁରୁଷଙ୍କ ଠାରୁ ଦିନିକିଆ ୨୦ଟଙ୍କା ଓ ଏକକାଳୀନ ୫୦୦ରୁ ୬୦୦ଟଙ୍କା ଲେଖାଏଁ ଜମା ରାଶି ଆଦାୟ କରିଥିଲେ। କୋରାପୁଟ/ଭୁବନେଶ୍ୱର

ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ପୁଣି ପଞ୍ଜିକରଣ: କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ଅନେକ ନକଲି ଚାଷୀ ଥିବାରୁ ପ୍ରକୃତ ଚାଷୀଙ୍କ ବାବଦରେ ଜାଣିବା ପାଇଁ ଆଉ ଥରେ ହେଉଛି ଚାଷୀ ପଞ୍ଜିକରଣ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହାଫଳରେ ରାଜ୍ୟରେ ଥିବା ନକଲି ଚାଷୀଙ୍କୁ ଧରି‌ହେବ ବୋଲି ସେ କହିଛନ୍ତି। ଭୁବନେଶ୍ୱର ୨୭-୧୨-୨୦୨୪

ଓଡ଼ିଶା ଆଇନ କମିସନ୍‌ ଗଠିତ, ଜଷ୍ଟିସ୍‌ ବିଶ୍ବନାଥ ରଥ ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାର ଆଇନ୍‌ କମିସନ ଗଠନ କରିଛନ୍ତି। ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିସନ ଗଠନ କରାଯାଇଛି। ଓଡ଼ିଶା ଲ’ କମିସନରେ ଅଧ୍ୟକ୍ଷଙ୍କ ସହ ୬ ଜଣ ସଦସ୍ୟ ରହିଛନ୍ତି। ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଓ ସୌର ଚନ୍ଦ୍ର

କମିସନରେଟ୍‌ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ

ଭୁବନେଶ୍ୱର ୨୭-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ