Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
୨୮ରେ ଭୁବନେଶ୍ବର ଆସିବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ!-->…
ଓଡ଼ିଶା ବିକାଶରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର ୨୬-୧୨-୨୦୨୪(ପିପିଏସ) : ସ୍ବର୍ଗତ ଅଟଳ ବିହାରୀ ବାଜପେୟୀ ଏକାଧାରରେ ସାହିତ୍ୟିକ, ଗାଳ୍ପିକ, ସାମ୍ବାଦିକ, ସମାଜ ସଂସ୍କାରକ ତଥା ରାଜନେତା ଭାବେ ବେଶ ଜଣାଶୁଣା। ଦଳଗତ ନିର୍ବିଶେଷରେ ସେ ଥିଲେ ସମସ୍ତଙ୍କ ପ୍ରିୟ। ସେ ଥିଲେ ଅଜାତଶତ୍ରୁ। ଓୟୁଏଟିରେ ବାଜପେୟୀଙ୍କ ଜୟନ୍ତୀ ଓ ସୁଶାସନ!-->…
ପାରାଦୀପରେ ୬୧ହଜାର କୋଟିର ନାପ୍ଥା ପ୍ରକଳ୍ପ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ପାରାଦୀପରେ ଏକ ନାପ୍ଥା କ୍ରାକର୍ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି। ସେଥିରେ ୬୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଭାରତୀୟ ତୈଳ ନିଗମ ସେହି ପ୍ରକଳ୍ପ ସ୍ଥାପନ କରିବ। ତାହା ହେବ ଦେଶର ଅନ୍ୟତମ ସର୍ବବୃହତ ନାପ୍ଥା ପ୍ରକଳ୍ପ। ସେଥିରେ ରାଜ୍ୟ!-->…
ଓପିଡି ଟିକେଟ ପାଇଁ କଲବଲ
ବୁଲାଗୋରୁ, କୁକୁରଙ୍କ ପାଖରେ ରୋଗୀଙ୍କ ପରିଜନ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଗୁଣାତ୍ମକ ଚିକିତ୍ସା ପାଇଁ ଏମ୍ସ ଭୁବନେଶ୍ବରକୁ ପ୍ରତ୍ୟହ ଓଡ଼ିଶା ତଥା ଓଡ଼ିଶା ବାହାରୁ ହଜାର ହଜାର ରୋଗୀ ଛୁଟି ଆସୁଛନ୍ତି। ହେଲେ ଓପିଡି ଟିକେଟ ଖଣ୍ଡେ ପାଇବା ପାଇଁ ପରିଜନଙ୍କୁ ସଂଘର୍ଷ କରିବାକୁ!-->!-->!-->…
ଅସାଧୁ ବ୍ୟବସାୟୀଙ୍କୁ ନିସ୍ତାର ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ୧୯୮୬ ମସିହା ଡିସେମ୍ବର ୨୪ତାରିଖରେ ଉପଭୋକ୍ତା ସୁରକ୍ଷା ଆଇନ ପ୍ରଣୟନ ହୋଇଥିଲା। ଏହି ଆଇନରେ ବ୍ୟବସାୟୀ ସଂସ୍ଥାକୁ ଉତ୍ତରଦାୟୀ କରିବା ପାଇଁ ଯଥେଷ୍ଟ ପ୍ରାବଧାନ ନ ଥିଲା। ଏହାର ସୁଯୋଗ ନେଇ ୨୦୧୦ ମସିହାରେ ଓଡ଼ିଶାରେ ଟିଟ୍ଫଣ୍ଡ ସଂସ୍ଥା ମାଧ୍ୟମରେ!-->…
ଓଡ଼ିଶା ପାଇଁ ୪୫୫ କୋଟି
ନୂଆଦିଲ୍ଲୀ/ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : କେନ୍ଦ୍ର ସରକାର ଓଡ଼ିଶା ଓ ରାଜସ୍ଥାନର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚଦଶ ଅର୍ଥ ଆୟୋଗ (ଏକ୍ସଭି ଏଫସି) ଅନୁଦାନ ରାଶି ପ୍ରଦାନ କରିଛନ୍ତି। ଓଡ଼ିଶାର ଗ୍ରାମୀଣ ସ୍ଥାନୀୟ ସଂସ୍ଥା ଗୁଡ଼ିକ ପାଇଁ!-->…
ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ!-->…
ଏମ୍ସ ଭୁବନେଶ୍ବର ପକ୍ଷରୁ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା, ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ଜନନାୟକ ତଥା ଏମ୍ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ତମ ଜନ୍ମବାର୍ଷିକୀ ଅବସରରେ ଏମ୍ସ ବନେଶ୍ବରଭୁ!-->…
ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ କଲେନି ବିଜେଡି ସରକାର: ମନମୋହନ ସାମଲ
ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଖୁବ୍ ଶୀଘ୍ର ଜମାକାରୀଙ୍କୁ ମିଳିବ ଚିଟଫଣ୍ଡ ଟଙ୍କା। ଏନେଇ ସରକାର ଚିନ୍ତା କରୁଛନ୍ତି। ଖୁବଶୀଘ୍ର ନୀତିଗତ ନିଷ୍ପତ୍ତି ନିଆଯାଇ ପୂରା ପ୍ରକ୍ରିୟାକୁ ଶେଷ କରାଯିବ। ଏକଥା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହାସହ କମିଶନର ରିପୋର୍ଟ!-->…
ଧର୍ମେନ୍ଦ୍ରଙ୍କୁ ଭେଟିଲେ ଅମରେଶ, ରାଜନୈତିକ ମହଲରେ ଚର୍ଚ୍ଚା
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି କର୍ପୋରେଟର ଅମରେଶ ଜେନା ଭେଟିବା ନେଇ ବଢିଲା ଚର୍ଚ୍ଚା। ଦୀର୍ଘଦିନ ହେବ ଭୁବନେଶ୍ବର ବିଜେଡି ନେତୃତ୍ବଙ୍କ ଉପରେ ଅସନ୍ତୋଷ ଜାହିର କରୁଥିବା ଅମରେଶଙ୍କୁ ଏବେ ଖୋଲାଖୋଲି ବିଜେପି ନେତାଙ୍କ ସହ!-->…