Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତ ହେଲେ ହରିବାବୁ କମ୍ଭମପତି
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତ ହେଲେ ହରିବାବୁ କମ୍ଭମପତି | ଏହାପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ | ରଘୁବର ଦାସଙ୍କ ସ୍ଥାନ ନେବେ ହରିବାବୁ | ପୂର୍ବରୁ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ | ୨୦୧୪ରେ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ!-->…
କୋମାରେ ‘ଡାହାଣୀ ନିରୋଧ’ ଆଇନ
ମାମଲା ସଂଖ୍ୟା ବଢ଼ୁଛି, ୫ବର୍ଷରେ ଗଡ଼ିଲାଣି ୪୪ ମୁଣ୍ଡ
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ମୋବାଇଲ ଓ ଇଣ୍ଟରନେଟ ଯୁଗରେ ଆଜି ବି ଓଡ଼ିଶାରେ ‘ଡାହାଣୀ’ ନାମକ ଅନ୍ଧବିଶ୍ବାସ ଦୂର ହୋଇନି। କୌଣସି ନା କୌଣସି କାରଣ ପାଇଁ ଜଣେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ହତ୍ୟା କରାଯାଉଛି। ଆଉ!-->!-->!-->…
ଓସିଏ ଆପେକ୍ସ କାଉନ୍ସିଲ ବୈଠକ
ବାରବାଟୀ ଏକଦିବସୀୟ ପାଇଁ ପ୍ରସ୍ତୁତି
କଟକ,୨୪-୧୨-୨୦୨୪ (ପିପିଏସ) : ଆସନ୍ତା ବର୍ଷ ଫେବ୍ରୁଆରି ୯ତାରିଖରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆନ୍ତର୍ଜାତିକ ମ୍ୟାଚ୍କୁ ଦୃଷ୍ଟିରେ ରଖି ରବିବାର ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ)ର ଆପେକ୍ସ କାଉନ୍ସିଲ ବୈଠକ ଅନୁଷ୍ଠିତ ହୋଇଛି। ଏହି!-->!-->!-->…
ଅଜ୍ଞାତ ମୃତଦେହ ଚିହ୍ନଟରେ ବାୟୋମେଟ୍ରିକ୍ସର ଉପଯୋଗ ପାଇଁ ଶାହଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଅଜ୍ଞାତ ମୃତଦେହ ଏବଂ ନିଖୋଜ ବ୍ୟକ୍ତି ମିଳିବା ପରେ ଚିହ୍ନଟ କରିବା ପାଇଁ ବାୟୋମେଟ୍ରିକ୍ ଟେକ୍ନୋଲୋଜି ବ୍ୟବହାର କରିବା ଆବଶ୍ୟକ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି। ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ସହିତ!-->…
ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି : ପ୍ରଧାନମନ୍ତ୍ରୀ
ଦେଶକୁ ବିଶ୍ୱଗୁରୁ କରାଇବାକୁ ହେଲେ ଯୁବ ଗୋଷ୍ଠୀ ଆତ୍ମନିର୍ଭର ହେବା ଉଚିତ : ଆଇନ ମନ୍ତ୍ରୀ
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି ଓ ସେମାନଙ୍କ ସାମର୍ଥ୍ୟକୁ ଉଜାଗର କରୁଛି। ଭାରତର ଯୁବ ପିଢ଼ି ନୂଆ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ଓ ସବୁ!-->!-->!-->…
ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଏକ ମଡେଲ୍: ଉପମୁଖ୍ୟମନ୍ତ୍ରୀ
ଆଇଏମ୍ଡିର ୧୫୦ ବର୍ଷ ପୂର୍ତ୍ତି ଅବସରରେ କର୍ମଶାଳା ସମ୍ବଲପୁର ବାଲେଶ୍ବର, ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଡପ୍ଲର୍ ରାଡାର୍
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଭାରତ ପାଣିପାଗ ବିଭାଗ(ଆଇଏମ୍ଡି)ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ଦିବସୀୟ!-->!-->!-->…
ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ : ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ଜାନୁଆରିରୁ ବିକ୍ରି ହୋଇ ପାରିବ ପାର୍ଟପ୍ଲଟ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଡିସେମ୍ବର ୩୧ ତାରିଖରେ ହେବାକୁ ଥିବା ବୈଠକରେ ସମାଧାନର ବାଟ ବାହାରିବ। ନୂଆବର୍ଷରୁ ଆଉ ରହିବନି ଏହି ସମସ୍ୟା। ଆବଶ୍ୟକ ପଡ଼ିଲେ!-->…
ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଲୋକାର୍ପଣ
ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି
କଟକ,୨୪-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ କାଠଯୋଡ଼ି ନିକଟ ବେଲ-ଭ୍ୟୁ!-->!-->!-->!-->!-->…
କଂଗ୍ରେସ ସାରା ଦେଶବାସୀଙ୍କୁ କ୍ଷମା ମାଗୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ବାବା ସାହେବ ଆମ୍ବେଦକର ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସ୍ମିଟ୍ । କଂଗ୍ରେସ ସରକାରଙ୍କ ସମୟରେ ନେହୁରୁ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ କରିଥିବା କଥା କହିଲେ ମୁଖ୍ୟମନ୍ତ୍ରୀ । ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ!-->…
କେବେ ମିଳିବ ଶୁଦ୍ଧ ପାନୀୟ ଜଳ
:-ମେଗା ପାନୀୟ ଜଳ ପ୍ରକଳ୍ପରେ କେବେ ମିଳିବ ପାଣି ?
:-ପାଣି ପାଈଁ ଆଉଟୁ ପାଉଟୁ ୨ଟି ବ୍ଲକର ୧ଲକ୍ଷରୁ ଉର୍ଦ୍ଧ ଲୋକ
:-ନେତା ଙ୍କ ପ୍ରତିଶ୍ରୁତି କେବେ ହେବ ପୂରଣ ?
ଅସ୍ତରଙ୍ଗ/ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଲୁଣି ଓ ଖାରି ପାଣି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ପୁରୀ!-->!-->!-->!-->!-->!-->!-->…