Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ କୁଏତ ଆସିବାକୁ ୪୦ ବର୍ଷ ଲାଗିଗଲା : ମୋଦୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କୁଏତର କ୍ୟାନଭାସରେ ଭାରତୀୟତାର ରଙ୍ଗ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସହରର ଶେଖ୍ ସାଦ୍ ଅଲ୍ ଅବଦୁଲ୍ଲା ଇନ୍ଡୋର ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଆୟୋଜିତ କମ୍ୟୁନିଟି ଇଭେଣ୍ଟ 'ହାଲା ମୋଦୀ'ରେ ଭାରତୀୟମାନଙ୍କୁ!-->…
ଆଉରଙ୍ଗଜେବଙ୍କ ପରିବାର ଲୋକ ଏବେ ରିକ୍ସା ଚଳାଉଛନ୍ତି: ଯୋଗୀ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଧାମର ଆଶ୍ରାଫି ଭବନ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସମାବେଶକୁ ସମ୍ବୋଧିତ କରି କହିଛନ୍ତି ଯେ ସନାତନ ଧର୍ମ!-->…
ଜାନୁଆରିରେ ୨୦ଲକ୍ଷଙ୍କୁ ସୁଭଦ୍ରା ଟଙ୍କା
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବା ପାଇଁ ଆବେଦନକାରୀମାନେ ଅପେକ୍ଷାରେ ଅଛନ୍ତି। ଅପେକ୍ଷାରତ ଅବେଦନକାରୀଙ୍କୁ କେବେ ଟଙ୍କା ମିଳିବ ସେନେଇ ଯଦିଓ ବିଦ୍ଧିବଦ୍ଧ ଭାବେ ତାରିଖ ଘୋଷଣା!-->…
ଆହୁରି ମହଙ୍ଗା ହେବ ବିଜୁଳି
ଓଇଆର୍ସିକୁ ଗ୍ରିଡ୍କୋର ପ୍ରସ୍ତାବ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମାଡ଼ି ଆସୁଛି ମହଙ୍ଗା ଯୁଗ। ବିଜୁଳି ପାଇଁ ଗଣିବାକୁ ପଡ଼ିବ ଅଧିକ ଟଙ୍କା। ୨୦୨୫-୨୬ରେ ବିଦ୍ୟୁତ୍ ପାଇକାରୀ ମୂଲ୍ୟ ୟୁନିଟ୍ ପିଛା ୫୪ ପଇସା ବୃଦ୍ଧି ପାଇ ୩ ଟଙ୍କା ୮୨ ପଇସା ହେବାର ଆଶଙ୍କା ଦେଖାଦେଇଛି।!-->!-->!-->…
ଆସନ୍ତାକାଲିଠାରୁ କମିବ ବର୍ଷା, ୪୮ ଘଣ୍ଟା ରହିବ ଘନକୁହୁଡ଼ି
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପକୂଳବର୍ତ୍ତି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବିକ୍ଷିପ୍ତ ବର୍ଷା ରହିବ। ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା!-->…
ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ
ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ!-->…
୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ
ପିପିଲି/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ ଅଭିଯୁକ୍ତ!-->…
ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା
ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭଦ୍ରକ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ ୪ ହଜାର ୩ ଶହ ୮୨ କୋଟି ଟଙ୍କା ବିନିଯୋଗ କରିବାକୁ ଇଣ୍ଡିଆନ୍ ଅଏଲ୍ ଅନୁମୋଦନ କରିଥିବା ହେତୁ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର!-->!-->!-->…
ହଜ ପାଇଁ ୫ କୋଟି ଚଳୁ
ତଦନ୍ତ ଦାବି କଲେ ସ୍ଥାନୀୟ ବାସୀନ୍ଦା
ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ୫ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ ହେଲା। ତଥାପି ସରିଲାନି କପିଳପ୍ରସାଦ ସୁନ୍ଦରପଦା ହଜ ପୁନରୁଦ୍ଧାର କାମ। ଠିକାଦାର-ଯନ୍ତ୍ରୀ ସିନା ମାଲାମାଲ୍ ହେଲେ, କିନ୍ତୁ ସାଧାରଣ ଲୋକ ଏହାର କାଣିଚାଏ ବି ସୁବିଧା!-->!-->!-->…
ବିନା ଅନୁମତିରେ ଜିରୋ ନାଇଟ ମନା
ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କ୍ୟାଲେଣ୍ଡର ବର୍ଷ-୨୦୨୪ ସରିସରି ଆସୁଛି। ବର୍ଷ ଶେଷ ହେଉଥିବାରୁ ଯୁବପିଢ଼ି ଏକ ପ୍ରକାର ଉତ୍ସାହିତ ଲୟରେ ଦେଖାଯାଉଛନ୍ତି। ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଭିଡ଼ ଦେଖିବାକୁ ମିଳୁଛି। ବର୍ଷର ଅନ୍ତିମ ସପ୍ତାହରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ଅଧିକ ଭିଡ଼!-->…