Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
‘ବଣ୍ଡାଘାଟିରେ ସୁଭଦ୍ରା ପାଇଁ ଚିନ୍ତା’
ମାଲକାନଗିରି/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଦିନ ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକର ମୁଦୁଲିପଡ଼ା ଠାରେ ବଣ୍ଡାଘାଟି ଅଞ୍ଚଳରେ ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଛନ୍ତି। ଦୈନିକ ‘ସମ୍ବାଦ’ରେ ବଣ୍ଡାଘାଟିରେ!-->…
ବିଲ୍ କରାଇ ଦେବାକୁ କହି ୫ ହଜାର ଲାଞ୍ଚ ନେଉଥିଲେ, ଧରିପକାଇଲା ଭିଜିଲାନ୍ସ
ବୌଦ୍ଧ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ସ୍ଥାନୀୟ ସହକାରୀ ନିର୍ଦ୍ଦେଶକ ବୟନ ଶିଳ୍ପ କାର୍ଯ୍ୟାଳୟର ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି। ସୂଚନା!-->…
କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ଗୁରୁବାର ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧୂମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି!-->…
‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା: ଗଠନ ହେବ ରାଜ୍ୟ, ଜିଲ୍ଲାସ୍ତରୀୟ କମିଟି
ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ବଦଲାଇ ‘ପଞ୍ଚସଖା ଶିକ୍ଷା ସେତୁ ସଂଗଠନ’ ନାମରେ ନାମିତ କରାଯାଇଛି। ‘ମୋ ସ୍କୁଲ ଅଭିଯାନ’ ପରିଚାଳନା ସଂଗଠନର ସମସ୍ତ ଅଧିକାର ଏବଂ ପାଣ୍ଠି ଓ କର୍ମଚାରୀଙ୍କୁ ପଞ୍ଚସଖା ଶିକ୍ଷା ସେତୁ ସଂଗଠନକୁ ଆଇନ ଗତ ଭାବେ ହସ୍ତାନ୍ତର କରାଯିବ।
ଭୁବନେଶ୍ୱର!-->!-->!-->…
ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର: ଭୁବନେଶ୍ବର ଏମସରେ ଭର୍ତ୍ତି
ନିଶାସକ୍ତ ବାପାର କଟୁରି ଚୋଟରେ ପୁଅ ଗୁରୁତର ହୋଇ ଭୁବନେଶ୍ବର ଏମସରେ ଭର୍ତ୍ତି ହୋଇଛନ୍ତି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଜାଗିରିକୁଦା ଗାଁରେ ଘଟିଛି ଏଭଳି ଅଘଟଣ।
କୃଷ୍ଣପ୍ରସାଦ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳରେ ଜଣେ ବାପାର ଉନ୍ମତ୍ତ କାଣ୍ଡ!-->!-->!-->…
ରାଷ୍ଟ୍ରଭକ୍ତ ଛାତ୍ର ଗଠନରେ ଶିଶୁ ମନ୍ଦିରର ଭୂମିକା ଗୁରୁତ୍ୱପୂର୍ଣ୍ଣ
କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଜେଲରୋଡସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କେନ୍ଦୁଝରଗଡ଼଼ର ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତି ଉପସଭାପତି ପ୍ରିୟବ୍ରତ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
କଡାକଡି ହେଲା ବୁକ ସର୍କୁଲାର-୪୭, ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ବାଧ୍ୟ ପ୍ରଶାସନିକ ଅଧିକାରୀ
ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଏଣିକି ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରିପାରିବେନି ପ୍ରଶାସନିକ ଅଧିକାରୀ। ପୂର୍ବରୁ ନିର୍ବାଚିତ ପ୍ରତିନିଧି ବିଶେଷ କରି ବିଧାୟକ ଓ ସଂସଦ ମାନଙ୍କୁ ପ୍ରଶାସନିକ ଅଧିକାରୀମାନେ ସମ୍ମାନ ପ୍ରଦର୍ଶନ ନ କରିବା ଓ ଦୁର୍ବ୍ୟବହାର କରିବା ଭଳି ଅନେକ ଘଟଣା!-->…
ଯଦି ଖଡଗେ ଚାହୁଁଛନ୍ତି, ମୁଁ ଇସ୍ତଫା ଦେବି: ଶାହ
ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଯଦି ଖଡଗେ ଚାହୁଁଛନ୍ତି, ତେବେ ମୁଁ ଇସ୍ତଫା ଦେବି। ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ଵରାଷ୍ଟ ମନ୍ତ୍ରୀ ଅମିତ ଶାହ। ଡ. ବି.ଆର. ଆମ୍ବେଦକରଙ୍କ ସମ୍ପର୍କରେ ଶାହ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ!-->…
ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପିତ
‘ଜଗତୀକରଣ ସାରସ୍ବତ ଜଗତକୁ ଛୋଟ କରିପାରିବ ନାହିଁ’
ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି। ହେଲେ ବହି ବିପଦରେ ପଡ଼ିନାହିଁ। ଡିଜିଟାଲ ଦୁନିଆ କେବେ ବି ବହିର ସ୍ଥାନ ନେଇ ପାରିବ ନାହିଁ। ବଜାରବାଦ ବିଶ୍ବକୁ ଛୋଟ କରି ଦେଇ ପାରେ
ଭୁବନେଶ୍ୱର: ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି।!-->!-->!-->!-->!-->…