Browsing Category

ପ୍ରମୁଖ ଖବର

ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା

ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।  ଭୁବନେଶ୍ୱର

ନ୍ୟାୟ ପାଇଁ ଥାନାରେ ଧାରଣା 

ସନ୍ଦେହ ଘେରରେ ପିସିଆର ଡ୍ରାଇଭର ମୃତ୍ୟୁ ଘଟଣା ! ପାରାଦୀପ,୧୬-୧୨-୨୦୨୪ (ପିପିଏସ) : ପାରାଦୀପ ଆଦର୍ଶ ଥାନାରେ ପିସିଆର୍ ଡ୍ରାଇଭର ଭାବେ କାର୍ଯ୍ୟ କରିଥିବା ସୁକେଶ ମଣ୍ଡଳଙ୍କ ମୃତ୍ୟୁକୁ ୫ ମାସ ପୁରି ଥିବା ଏବଂ ଏହା ଏକ ସୁପର କଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ

ବିସ୍ଫୋରକ ସହ ୧୩ ନକ୍ସଲ ଗିରଫ

ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ମିଳିଛି ବଡ ସଫଳତା। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ବିସ୍ଫୋରକ ନେଉଥିବା ୧୩ ଜଣ ନକ୍ସଲଙ୍କୁ ପୁଲିସ ଗିରଫ କରିବାରେ ସଫଳତା ହାସଲ କରିଛି। ମାଲକାନଗିରି/ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ସୀମାନ୍ତ ଛତିଶଗଡର ସୁକମା ପୁଲିସକୁ ମିଳିଛି ବଡ

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ

ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ। ଏନେଇ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ। ଏହାଦ୍ୱାରା ଓଦା ଓ ପରିବା ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣରୁ ପ୍ରସ୍ତୁତ ହେବ ସିଏନଜି ଗ୍ୟାସ। ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ।

ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି: ଲୋକଙ୍କ ମୁଖ୍ୟମନ୍ତ୍ରୀ ଶୁଣିଲେ ଅଭିଯୋଗ

ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇ

ଖେଳ ପଡିଆକୁ ନେଇ ରାଜନୀତି, ଧାରଣାରେ ବସିଲେ କର୍ପୋରେଟର

କଟକ,୧୬-୧୨-୨୦୨୪ (ପିପିଏସ) : ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କର୍ପୋରେଟର ଧାରଣା ଦେଇଛନ୍ତି । କଟକ ଯୋବ୍ରା ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ୟାପକ ଅର୍ଥ ହେରଫେର, ଅଭିଭାବକଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପ୍ରତିବାଦରେ ପ୍ରଧାନ ଶିକ୍ଷୟିତ୍ରୀ ଅଫିସ ସମ୍ମୁଖରେ

ବାଲିମେଳା ଗସ୍ତରେ ଉପ ମୁଖ୍ୟମନ୍ତ୍ରୀ

ନୂତନ ଛାତ୍ରାବାସର କଲେ ଉଦଘାଟନ, ଜଳ ବିଦ୍ୟୁତ କେନ୍ଦ୍ରର ସମୀକ୍ଷା ବୈଠକରେ ଦେଲେ ଯୋଗ ମାଲକାନଗିରି/ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି ଗସ୍ତରେ ଆଜି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଆସିଥିଲେ। ସହରର ଗୋପବନ୍ଧୁ ଛକ ନିକଟରେ

ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ଧାନ ମଣ୍ଡି ।

ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ମାଲକାନଗିରି/ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି । ଧାନ ମଣ୍ଡିକୁ ଉଦଘାଟନ କରିଛନ୍ତି ଉପ ମୁଖ୍ଯମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ଚଳିତ ବର୍ଷ ମାଲକାନଗିରି ଜିଲ୍ଲାରୁ 9 ଲକ୍ଷ 24 ହଜାର

ଧନୁ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ ପହିଲି ଭୋଗ ନୀତି

ପବିତ୍ର ଧନୁ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ସ୍ବତନ୍ତ୍ର ଚୁଲିରେ ଏହି ଭୋଗ ପ୍ରସ୍ତୁତ ହୋଇଥାଏ। ପହିଲି ଭୋଗ ସହ ଗୋପାଳବଲ୍ଲଭ ପୂଜା ଅନୁଷ୍ଠିତ ହୁଏ। ଠାକୁରଙ୍କ ସଅଳ ଦର୍ଶନ ସହ ମହାପ୍ରସାଦ ପାଇବେ ଶ୍ରଦ୍ଧାଳୁ ପୁରୀ/ଭୁବନେଶ୍ୱର

ଅଲବିଦା ଉସ୍ତାଦ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି।  କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର