Browsing Category

ପ୍ରମୁଖ ଖବର

ପୁରୀ-କୋଣାର୍କ ବେଳାମାର୍ଗରେ ଆରମ୍ଭ ହେଲା ୬ଷ୍ଠ ଇକୋ ରିଟ୍ରିଟ

ଚଳିତବର୍ଷ ୬ଷ୍ଠ ଥର ପାଇଁ ପୁରୀ-କୋଣାର୍କ ବେଳାମାର୍ଗ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁଣି ଆୟୋଜିତ ହୋଇଛି ଇକୋ-ରି ଟ୍ରିଟ। ଉପ ମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ସବକୁ ଉଦ୍‌ଘାଟନ କରିଥିଲେ।

କଟକରେ ଜଳିଗଲା ‘ମୋ ବସ’, ସବୁ ଯାତ୍ରୀ ସୁରକ୍ଷିତ ଉଦ୍ଧାର

କଟକ, ୧୪-୧୨-୨୦୨୪(ପିପିଏସ) : କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ କୌଣସି ଯାତ୍ରୀ ନଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ।ଅଗ୍ନିଶମ

ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ନବଜାତ ଶିଶୁକନ୍ୟା ଉଦ୍ଧାର

ପ୍ରବଳ ଶୀତରେ ରାସ୍ତାକଡ଼ରୁ ଗୁରୁତର ଅବସ୍ଥାରେ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟାI କେହି ଶିଶୁକନ୍ୟାକୁ ଜନ୍ମ କରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରେ ଶିଶୁକନ୍ୟାକୁ ମାଟିରେ ପୋତି ଚାଲି ଯାଇଥିଲେI ବିନିକା/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) :

ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍

ନାବାଳିକାଙ୍କୁ ଅପହରଣ ମାମଲାରେ ଜେଲ୍ ଗଲେ ରସିକିଆ ରେଳବାଇ ଗ୍ୟାଙ୍ଗମ୍ୟାନ୍। ମୁରିବାହାଲରୁ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଘନଶ୍ୟାମ ଭୋଇଙ୍କୁ ବଲାଙ୍ଗୀର ପୋକ୍ସୋ କୋର୍ଟ ଚାଲାଣ କରିଥିବା ବେଳେ ଜାମିନ ଆବେଦନ ଖାରଜ ହୋଇଥିଲା। ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସିବିଆଇ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ଆଇଏଏସ୍‌ ଅଧିକାରୀଙ୍କ ଡ୍ରାଇଭର

ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭର ନୃସିଂହ ଶତପଥୀଙ୍କୁ ପଚରାଉଚରା କରିଛି। ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ବ୍ରିଜ୍ ଆଣ୍ଡ୍

ଅଭିଯୋଗ ଶୁଣିଲେ ମୋହନ, ଲୋକଙ୍କ ଦାବି କରିବେ ସମାଧାନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଲକାନଗିରି ଠାରେ ଅନୁଷ୍ଠିତ ଲୋକ ମହୋତ୍ସବ ‘ମାଲ୍ୟବନ୍ତ’ରେ ଯୋଗଦେବା ଅବସରରେ ୫୦ରୁ ଊର୍ଦ୍ଧ୍ବ ଅଭିଯୋଗକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ଶତାଧିକ ସମର୍ଥକମାନେ ମଧ୍ୟ ଉପସ୍ଥିତ ଥିଲେ। ମାଲକାନଗିରି/ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ

ମାଲକାନଗିରିର ବିକାଶକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ମାଲକାନଗିରିରେ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ ହେବ। ଏହି ପ୍ରକଳ୍ପରେ ୪୦୦୦ କୋଟି ଟଙ୍କାର ପୁଂଜି ନିବେଶ ହେବ। ଏହି କାରଖାନା ପ୍ରତିଷ୍ଠା ହେବା ଦ୍ବାରା ୨୦୦୦ ସ୍ଥାନୀୟ ଯୁବକଯୁବତୀଙ୍କୁ ନିଯୁକ୍ତି ମିଳିବ। ମାଲକାନଗିରି/ଭୁବନେଶ୍ୱର

ରେଳ ଷ୍ଟେସନ୍‌ରେ ଶୁଖିଲା ମହାପ୍ରସାଦ ବିକ୍ରି ପ୍ରସଙ୍ଗ

ସାଂସଦଙ୍କ ପ୍ରସ୍ତାବକୁ ସେବାୟତଙ୍କ ବିରୋଧ ଓଡ଼ିଶାର ପ୍ରମୁଖ ରେଳ ଷ୍ଟେସନ୍‌ରେ ମହାପ୍ରଭୁଙ୍କ ଶୁଖିଲା ମହାପ୍ରସାଦ ବିକ୍ରି ପାଇଁ ଗତକାଲି ସଂସଦରେ ପ୍ରସ୍ତାବ ରଖିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର। ଏହାକୁ ବିରୋଧ କରିଛନ୍ତି ସେବାୟତ। ଶ୍ରୀଜଗନ୍ନାଥ ଭକ୍ତ ପରିଷଦ ବି ସାଂସଦଙ୍କ ଏହି

ଓଡିଶା ମାଷ୍ଟର୍ସ ସେମିଫାଇନାଲ ରେ ପହଁଚିଲେ ତାନଭି ଶର୍ମା ଶ୍ରୀୟାନସି ଭାଲିସେଟ୍ଟୀ

ପୁରୁଷ ସେମି ରେ ସତୀଶ କୁମାର, ଥରୁନ ମାନନେପାଲି.. କଟକ ,୧୩-୧୨-୨୦୨୪(ପିପିଏସ ) : ଜବାହରଲାଲ ଇଣ୍ଡୋର ଷ୍ଟେଡ଼ିଅମ ଚାଲିଥିବା ବି.ଡବଲୁ. ଏଫ ଟୁର ସୁପର 100 'ଓଡିଶା ମାଷ୍ଟର୍ସ ' ତୃତୀୟ ସଂସ୍କରଣ ର କ୍ୱାର୍ଟର ଫାଇନାଲ ରାଉଣ୍ଡ ସମାପ୍ତ ହୋଇ ସେମି ଫାଇନାଲ ରାଉଣ୍ଡ ଚୂଡାନ୍ତ ହୋଇଯାଇଅଛି

ବସୁନ୍ଧରା ଜମି ବିକ୍ରି ହୋଇ ପାରିବନି: ରାଜସ୍ବ ମନ୍ତ୍ରୀ

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା। କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ ନାହିଁ ବୋଲି ସରକାରୀସ୍ତରରେ ସଂଶୋଧନ କରାଯାଇଛି ଭୁବନେଶ୍ୱର