Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଲା
ବିଦାହେଲେ ଅଙ୍ଗନବାଡି କର୍ମୀ
କୁଆରମୁଣ୍ଡା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଛି। ସତ୍ୟ ଜଣାପଡ଼ିବା ପରେ ଅଙ୍ଗନବାଡ଼ି କର୍ମୀ ଚାକିରିରୁ ବିଦା ହୋଇଛନ୍ତି। ଏଭଳି ଏକ ଘଟଣା ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ବ୍ଲକ୍ର ଏକ!-->!-->!-->…
ପଠାଣି ସାମନ୍ତଙ୍କ ଜନ୍ମସ୍ଥାନରେ ହେବ ପ୍ଲାନେଟାରିୟମ
ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି। ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ।
ଭୁବନେଶ୍ୱର!-->!-->!-->…
ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ
ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) :!-->!-->!-->…
ମଶା ତେଲ ଲିଟର ପିଛା ୭୪୦ ଟଙ୍କାରେ କିଣି ଗିରଫ ହେଲେ ୪ ଜଣ
ଆଜି ଭିଜିଲାନ୍ସ ବିଭାଗ ଝାରସୁଗୁଡ଼ା ମ୍ୟୁନିସିପାଲଟିର ତତ୍କାଳୀନ ନିର୍ବାହୀ ଅଧିକାରୀ ମନୋଜ କୁମାର ତାଣ୍ଡିଙ୍କ ସମେତ ୪ ଜଣଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି।
ଝାରସୁଗୁଡ଼ା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଝାରସୁଗୁଡ଼ା ମ୍ୟୁନିସିପାଲଟି ହୋଇଥିବା ମଶା ତେଲ ଦୁର୍ନୀତି!-->!-->!-->…
ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି
ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ 'ହାଇବ୍ରିଡ୍ ମଡେଲ୍'କୁ ମଞ୍ଜୁରି ଦେଇଛି । ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଖେଳାଯିବ ।
ଲାହୋର /ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ!-->!-->!-->…
ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ!-->…
ଓଡ଼ିଶାର ଦୁଇ ଯୁବକ ଝାଡ଼ଖଣ୍ଡରେ ନିଖୋଜ! ଉଦ୍ଧାର ପାଇଁ ରାଷ୍ଟ୍ରପତିଙ୍କୁ ନିବେଦନ
ରାଇରଙ୍ଗପୁର/ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଓଡିଶାର ଦୁଇ ଜଣ ଯୁବକ ପଡ଼ୋଶୀ ଝାଡ଼ଖଣ୍ଡରେ ନିଖୋଜ ନେଇ ଥାନାରେ ଅଭିଯୋଗ ହୋଇଛି। ନିଖୋଜ ୨ ଯୁବକ ହେଲେ ସେକ୍ ଶାହାଦଲ୍ଲୀ(୨୫) ଓ ତାଙ୍କ ସାଙ୍ଗ ସେକ୍ ନାଜିର୍ (୨୮)। ସୂଚନା ଅନୁଯାୟୀ ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଂଚଳ ଥାନା!-->…
ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ
ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ!-->…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କାର୍ଯ୍ୟକ୍ରମରେ ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଯୋଗଦେବେ
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ )!-->!-->!-->…
୪ ସାଇବର ଠକକୁ ଉଠାଇନେଲା ପୋଲିସ
ସାଇବର ଠକ ମାତିଛନ୍ତି। ଭୁବନେଶ୍ବରରେ ଗେମିଂ ଆପ୍ କଲ୍ ସେଣ୍ଟରକୁ କମିସନରେଟ୍ ପୁଲିସ ଠାବ କରିଛି। ଏଠାରେ ଠକେଇ କାମରେ ଲିପ୍ତ ଥିବା ୪ ଜଣ ଅଭିଯୁକ୍ତକୁ ପୁଲିସ ଉଠାଇ ନେଇ ପଚରାଉଚରା କରୁଛି।
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଗେମିଂ ଆପ୍ କଲ୍!-->!-->!-->…