Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଅନ୍ଧାରରେ କଟୁଛି ୩୫୦୦ ପରିବାରଙ୍କ ଜୀବନ
୨୭୪ ପଡ଼ା ଗାଁରେ ନାହିଁ ବିଜୁଳି ଆଲୁଅ
ନବରଙ୍ଗପୁର ଜିଲ୍ଲାର ୨୭୪ ପଡ଼ା ଗାଁରେ ବସବାସ କରୁଥିବା ୩୫୫୩ ପରିବାର ଆଜି ବି ଅନ୍ଧାରରେ ରହୁଛନ୍ତି। ଏଯାଏଁ ଏହି ଗାଁ ଗୁଡ଼ିକରେ ବିଜୁଳି ଆଲୁଅ ପହଞ୍ଚି ପାରିନି। ସରକାରୀ ରେକର୍ଡରେ ଏହି ଗାଁକୁ ସୋଲାର ପ୍ରକଳ୍ପ ଜରିଆରେ
!-->!-->!-->!-->!-->…
ଆସିଲା ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା
ପୂର୍ବ ଘୋଷଣା ମୁତାବକ ଆଜି ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି | ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଛି | ପ୍ରଭାତୀ ପରିଡା ଘୋଷଣା କରିଛନ୍ତି ଯେ ଆଜି ୨ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ବ ମହିଳାଙ୍କୁ ଟଙ୍କା ମିଳିଛି|
!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା: ସରକାରୀ ବାସଭବନରେ ‘ଗୃହ ପ୍ରବେଶ’
ଗୁରୁବାର ପୂର୍ବାହ୍ନ ୧୦:୪୭ରେ ମୁଖ୍ୟମନ୍ତ୍ରୀ ଗୃହପ୍ରବେଶ କରିଛନ୍ତି। ୨ ମହଲା ବିଶିଷ୍ଟ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନେକ ସମ୍ମିଳନୀ କକ୍ଷ, ଏକ ୱାଚ ଟାୱାର ଏବଂ ଘର ସାମ୍ନାରେ ଏକ ବଡ଼ ବଗିଚା ଅଛି
ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନର!-->!-->!-->…
ବିରଳ ରୋଗରେ ପୀଡିତ ଶିଶୁଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫ ଲକ୍ଷ ଟଙ୍କା ପ୍ରଦାନ
ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଗୁଢ଼ିଆଲି ଗ୍ରାମର ବାପା ହେରମ୍ବ ଗିରି ଓ ମାତା ବିଳାସ ଗିରିଙ୍କ କୋଳରେ ୭ ବର୍ଷ ପୂର୍ବେ ଏକ କନ୍ୟା ସନ୍ତାନ ଜନ୍ମ ଗ୍ରହଣ କରିଥିଲେ। ଜନ୍ମର ଏକ ବର୍ଷ ପରେ ଦେହ ପୋଡି ଯିବା ଭଳି ଦେଖା ଦେଇଥିଲା। ସୂର୍ଯ୍ୟ କିରଣ ପଡିଲେ ଦେହ ଜଳାପୋଡ଼ା ହେଉଛି
!-->!-->!-->…
ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ
ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି
!-->!-->!-->…
ସୁଭଦ୍ରା ଯୋଜନାର ସଫଳତା ପାଳନ ପାଇଁ ଘରର ମୁଖ୍ୟ ଦ୍ୱାର ସମ୍ମୁଖରେ ଦୀପ ଜାଳନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨.୩୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ୫୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି। ଏହା ସହିତ, ପାଞ୍ଚଟି ପର୍ଯ୍ୟାୟରେ ମୋଟ ୧.୨୦ କୋଟି ହିତାଧିକାରୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି
!-->!-->!-->…
ରାଜ୍ୟରେ ସୁଭଦ୍ରା ଶୋଭାଯାତ୍ରା
ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସୁଭଦ୍ରା ଶୋଭାଯାତ୍ରାର ଆୟୋଜନ କରାଯାଇଛି।ଶୋଭାଯାତ୍ରା ମାଧ୍ୟମରେ କଥା ଦେଇ କଥା ରଖିଥିବା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି ମହିଳା।
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର!-->!-->!-->…
ପରିବର୍ତ୍ତନକାରୀ ସହରୀ ଅଭିବୃଦ୍ଧିରେ ‘ଅଙ୍କୁର’ ଗୁରୁତ୍ବପୂର୍ଣ୍ଣ
ଅଟଳ ନେଟୱାର୍କ ଫର୍ ନଲେଜ୍, ନଗରୀକରଣ ଏବଂ ସଂସ୍କାର (ଅଙ୍କୁର) ଉପରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିବର୍ତ୍ତନକାରୀ ପଦକ୍ଷେପର ଲକ୍ଷ୍ୟ ହେଉଛି ଓଡ଼ିଶାରେ ସହରାଞ୍ଚଳ ନବସୃଜନ, ସହଯୋଗ ଏବଂ ସୁଶାସନକୁ ପ୍ରୋତ୍ସାହିତ କରିବା
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) :!-->!-->!-->…
ସୈନିକ ସ୍କୁଲ୍ ସ୍ଥାନାନ୍ତର ପ୍ରସଙ୍ଗ
୫୦୦ପିଲାଙ୍କ ପାଠରେ ଲାଗିବ ଡୋରି,
ଗରିବ ପିଲାଙ୍କ ଭରସା ବାଲ୍ ସୈନିକ ସ୍କୁଲ
ବାଲ୍ ସୈନିକ ପବ୍ଲିକ ସ୍କୁଲ। ଭୁବନେଶ୍ବର ସୈନିକ ସ୍କୁଲର ଏକ ଅଂଶ ଭାବେ ୮୦ ଦଶକରେ ପ୍ରତିଷ୍ଠା ହୋଇଥିବା ଏହି ସ୍କୁଲରେ ଏବେ ୭୦୦ରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷାଗ୍ରହଣ କରୁଛନ୍ତି। ରାଜଧାନୀର!-->!-->!-->!-->!-->!-->!-->…
କୁଳପତିମାନଙ୍କୁ ରାଜ୍ୟପାଳଙ୍କ ପରାମର୍ଶ: କ୍ୟାମ୍ପସ୍ରେ ଯୌନ ନିର୍ଯାତନା ରୋକ
ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍ ନିରାପତ୍ତା
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ!-->!-->!-->…