Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଘରକୁ ପହଞ୍ଚିବା ପୂର୍ବରୁ ସ୍ବାମୀଙ୍କ ଠାରୁ ସ୍ତ୍ରୀଙ୍କୁ ଛଡ଼ାଇ ନେଲା ଯମ
ସୁନ୍ଦରଗଡ଼ ଟାଉନ୍ ଥାନା ଅଧୀନ ୧୦ ନମ୍ବର ଜାତୀୟ ରାଜପଥର ପଣ୍ଡରିଢ଼ିପା ଛକ ନିକଟରେ ଆଜି ଅପରାହ୍ଣରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଆଉ ଅଳ୍ପ ସମୟ ପରେ ସ୍ବାମୀ-ସ୍ତ୍ରୀ ଘରେ!-->!-->!-->…
ହାତୀ ଆକ୍ରମଣରେ ଆହତ ୩ ବନ କର୍ମଚାରୀଙ୍କ ମଧ୍ୟରୁ ୨ ଜଣ ଗୁରୁତର
ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ସରକାର ଓ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି। ଏଥି ପାଇଁ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ ହେଉଛି। ଏହା ସତ୍ତ୍ବେ ଜଙ୍ଗଲର କଳେବର ବଢୁନାହିଁ କି ବନ୍ୟଜନ୍ତୁମାନେ ସୁରକ୍ଷିତ ନାହାନ୍ତି।
କଣ୍ଟାବାଞ୍ଜି/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ଜଙ୍ଗଲ!-->!-->!-->…
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣା : ଚାଲିଗଲା ବୋହୂଙ୍କ ଜୀବନ
ପୁଅ-ବୋହୂଙ୍କୁ ବାପା ଜାଳିଦେବା ଘଟଣାରେ ଗୁରୁତର ବୋହୂ ଆଖି ବୁଜିଛନ୍ତ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂ ସସ୍ମିତା ରାଉତ ଶେଷନିଶ୍ବାସ ତ୍ୟାଗ କରିଛନ୍ତି। ଏଣେ ପୁଅ ମୃତ୍ୟୁ ସହ ସଂଘର୍ଷ କରୁଥିବା କୁହାଯାଉଛି।
କଟକ ୦୧-୧୨-୨୦୨୪ (ପିପିଏସ ) : ପୁଅ-ବୋହୂଙ୍କୁ!-->!-->!-->…
ଜୟନାରାୟଣ ମିଶ୍ର କହିଲେ- ମୁଁ ତଡ଼ାଖିଆ ଲୋକ
ବିଜେପିର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବିଷ ଓଗାଳିଛନ୍ତି।
ନିଜ ମନ ଭିତରେ ଥିବା ପୁଞ୍ଜିଭୂତ ଅସନ୍ତୋଷକୁ ସେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ସେ ବିଜେପିରେ ଥାଇ ମଧ୍ୟକୁ ଦଳକୁ ପରୋକ୍ଷରେ ତେରଛା ବାଣ ମାରିଛନ୍ତି।
ଭୁବନେଶ୍ୱର ୩୦-୧୧-୨୦୨୪!-->!-->!-->!-->!-->!-->!-->…
ରୋଷେୟା ନିଯୁକ୍ତିରେ ଅନିୟମିତତା।
ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ।
୪ ଦିନ ହେଲା ଗଛମୂଳେ ଶିଶୁ, ଖାଉଛନ୍ତି ବିସ୍ଫୁଟ ।
ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରୋଷେୟା ନିଯୁକ୍ତିରେ ଅନିୟମିତତା କୁ ନେଇ ମାଲକାନଗିରି ଜିଲ୍ଳା ମାଥିଲି ବ୍ଲକ ଚାଉଳମେନ୍ଦି ପଞ୍ଚାୟତ ପଦରସାହି ରେ ଉତ୍ତେଜନା । ୪!-->!-->!-->!-->!-->!-->!-->…
କଲେଜ ରେ ତାଲା ପକାଇଲେ ଠିକାଦାର !
ଜଗତସିଂହପୁର ୩୦-୧୧-୨୦୨୪ (ପିପିଏସ ) : ଆଜି ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳେ ଜଗତ ସିଂହପୁର ସ୍ବାମୀ ବିବେକାନନ୍ଦ ସ୍ମାରକ ମହାବିଦ୍ୟାଳୟ ରେ ତାଲା ପଡ଼ିବା ଘଟଣା ବୁଦ୍ଧିଜୀବୀ ମହଲକୁ ବ୍ୟଥିତ କରିଥିବା ଚର୍ଚ୍ଚା ଜୋର ଧରିଛି।ଘଟଣାରୁ ଜଣା ପଡ଼ିଛି ଯେ କଜେଜରେ କ୍ରୀଡା ନିମନ୍ତେ ଉଦ୍ଦିଷ୍ଟ ଘର ର!-->…
ଭିଜିଲାନ୍ସ କୋର୍ଟରେ ୫ ପୂର୍ବତନ ସରପଞ୍ଚଙ୍କ ସମେତ ୧୪ ଜଣ ଦୋଷୀ ସାବ୍ୟସ୍ତ
ବେଆଇନ୍ କାରବାର ସହିତ ଜଡ଼ିତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ନେଉଛି।
ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ଏଥିରେ ୫ ଜଣ ପୂର୍ବତନ ସରପଞ୍ଚ ମଧ୍ୟ ସାମିଲ ଅଛନ୍ତି।
ଭୁବନେଶ୍ୱର!-->!-->!-->!-->!-->!-->!-->!-->!-->…
ଡିଜି-ଆଇଜିପି ସମ୍ମିଳନୀର ଦ୍ବିତୀୟ ଦିନ, ମୋଦୀ ଓ ଶାହ ଉପସ୍ଥିତ
ଦେଶର ନିରାପତ୍ତା ପାଇଁ ଗୁରୁତ୍ବପୂର୍ଣ୍ଣ ଡିଜି-ଆଇଜିପି ସମ୍ମିଳନୀର ଆଜି ଦ୍ବିତୀୟ ଦିନ।
ଶୁକ୍ରବାର ଲୋକସେବା ଭବନରେ ଆରମ୍ଭ ହୋଇଥିବା ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଅଛନ୍ତି।
ଭୁବନେଶ୍ୱର ୩୦-୧୧-୨୦୨୪!-->!-->!-->!-->!-->!-->!-->…
ବନ୍ଦ ପଡ଼ିଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ, ଖତଖାଉଛି ଯନ୍ତ୍ରପାତି
ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍) ପାଣ୍ଠିରୁ ୨ କୋଟି ୭୦ ଲକ୍ଷ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୨ରୁ ଶେଷ ହୋଇଥିବା ପ୍ରକଳ୍ପ ଏଯାଏଁ କାର୍ଯ୍ୟକ୍ଷମ!-->…
ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର
ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ!-->…