Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର
ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି। ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି। ଲକ୍ଷ୍ମଣନାଥ ଟୋଲ୍ ଗେଟ୍ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ ଆସୁଥିବା ଆଳୁଗାଡ଼ିକୁ ଅଟକିଛି
ଜଳେଶ୍ୱର/ଭୁବନେଶ୍ୱର!-->!-->!-->…
ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା ନେଲା ନୂଆ ମୋଡ଼
ଡେଣ୍ଟାଲ୍ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ ବଞ୍ଚିତ ହୋଇଥିବା ବେଳେ କମ୍ ମାର୍କ ରଖିଥିବା ୧୧ ଜଣ ପ୍ରାର୍ଥୀ ନିଯୁକ୍ତି ପାଇ କାର୍ଯ୍ୟ କରୁଥିବା ସ୍ପଷ୍ଟ ହୋଇଥିଲା।
!-->!-->…
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବର-କଟକ କମିସନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗୁରୁତ୍ବପୂର୍ଣ୍ଣ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭୁବନେଶ୍ବରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
!-->!-->!-->…
ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ନେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ନେତା ହେମନ୍ତ ସୋରେନ ଗୁରୁବାର ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
!-->!-->!-->…
ଭୁବନେଶ୍ବରକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ
ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ ଧମକ ଦେଇଛନ୍ତି।
ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି।
ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି
ଭୁବନେଶ୍ୱର!-->!-->!-->!-->!-->!-->!-->…
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର,
ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ
ବଲିଉଡ୍ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୨୮-୧୧-୨୦୨୪!-->!-->!-->!-->!-->!-->!-->!-->!-->…
ରାଜଧାନୀରେ ଅସ୍ତବ୍ୟସ୍ତ କଲେଣି ମଶା: ସାନ୍ଦ୍ରତା ୭୦ ଛୁଇଁଲା
ରାଜଧାନୀରେ ମଶା ଅସ୍ତବ୍ୟସ୍ତ କଲେଣି।
ଦିନ ହେଉ ବା ରାତି ଘରେ ରହି ହେଉନି, କାନ ପାଖରେ ଭଣ ଭଣ ହେଉଛନ୍ତି।
ଦେହ ହାତ କାମୁଡ଼ି ଫୁଲାଇ ଦେଉଛନ୍ତି, ସ୍ଥିତି ଏମିତି ଯେ ମଶା ଧୂଆଁ(ରିପେଲାଣ୍ଟ)କୁ ବି ମାନୁ ନାହାନ୍ତି।
ଭୁବନେଶ୍ୱର ୨୮-୧୧-୨୦୨୪ (ପିପିଏସ) : ରାଜଧାନୀରେ ମଶା!-->!-->!-->!-->!-->!-->!-->!-->!-->…
ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣା: ୪ଟି ଟିମ୍ ଗଠିତ
ବୁର୍ଲା ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣାକୁ ନେଇ ତତ୍ପର ହୋଇଉଠିଛି ପ୍ରଶାସନ। ୪ଟି ଟିମ୍ ଗଠନ କରାଯାଇ ଚୋରିକରିଥିବା ମହିଳାଙ୍କୁ ଧରିବା ଲାଗି ଜୋରଦାର ପ୍ରଚେଷ୍ଟା ଚାଲିଛି। ଏନେଇ ବିଭିନ୍ନ ଜିଲ୍ଲା ପୁଲିସକୁ ଆଲର୍ଟ କରାଯାଇଛି। ଉକ୍ତ ମହିଳାଙ୍କ ଫଟୋ ବି ପୁଲିସ ପାଖକୁ ପଠାଯାଇଛି।
!-->!-->…
ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ
ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି
କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି।
ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ!-->!-->!-->!-->!-->!-->!-->…
୫ ଘଣ୍ଟା ବନ୍ଦ ଏବେ ଶ୍ରୀମନ୍ଦିର
ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ।
ପୁରୀ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି!-->!-->!-->…