Browsing Category

ପ୍ରମୁଖ ଖବର

ଗନ୍ଧମାର୍ଦ୍ଦନ ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ:ଉପମୁଖ୍ୟମନ୍ତ୍ରୀ

ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତର ରଖି ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ କହିଛନ୍ତି କି, ଆଦାନୀକୁ ଜମି କିଣିବାକୁ ବିଜେଡି ସରକାର ଅନୁମତି ଦେଇଥିଲେ। ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ର ଇଞ୍ଚେ ବି ଜମି ମୋହନ ସରକାର କାହାକୁ ଦେବେ ନାହିଁ। ଭୁବନେଶ୍ୱର ୨୭-୧୧-୨୦୨୪

ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ

କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି। ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ

କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ

ଭି.କେ. ପାଣ୍ଡିଆନଙ୍କ ପତ୍ନୀ ତଥା ବରିଷ୍ଠ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ତାଙ୍କୁ  ରାଜ୍ୟ ସରକାର ନୂତନ ଦାୟିତ୍ୱ ଦେଇଛନ୍ତି।ତାଙ୍କୁ ସରକାର ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦେଇଛନ୍ତି । ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) :

ରାଜ୍ୟ ଅଭିଲେଖାଗାରରେ ସଂସ୍କୃତି ଚର୍ଚ୍ଚା

ଡ. ମହତାବ ଥିଲେ ରାଷ୍ଟ୍ରନେତା ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୦ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ "ଓଡ଼ିଆ ଅସ୍ମିତାର ଅନ୍ୟତମ ବିନ୍ଧାଣି ଡ଼ଃ ହରେକୃଷ୍ଣ ମହତାବ"

ଖାଲି ଥିବା ପଦବି ପୂରା କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ

ବିରୋଧୀ ଦଳର ସବୁ ପ୍ରଶ୍ନର ଜବାବ ଦେବୁ: ବିଜେପି

ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ପୁଳାପୁଳା ପ୍ରସଙ୍ଗ ଧରି ବସିଛନ୍ତି। ବିଧାନସଭାକୁ ଚଳାଇ ନ ଦେବାକୁ ବିରୋଧୀଙ୍କ ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ

ଶିକ୍ଷକ ନିଯୁକ୍ତି ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍‌ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଭୁବନେଶ୍ୱର ୨୬-୧୧-୨୦୨୪

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେଉଛି।

ରାଜଧାନୀରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ର: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଜାତୀୟ ସମ୍ବିଧାନ ଦିବସ ଅବସରରେ ଆଜି ରାଜଧାନୀରେ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ: ତିନି ମାସରେ ୩ଥର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବ ତିନିଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ସମ୍ମିଳନୀ। ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପୁଲିସ ଡିଜିମାନେ ଯୋଗଦେବେ। ଏହାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍‌ଘାଟନ କରିବେ।