Browsing Category

ବିଜ୍ଞାନ

ଅନ୍‌ଲାଇନ୍‌ ଗେମ୍‌ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ

ସମ୍ପ୍ରତି ଅନ୍‌ଲାଇନ୍‌ ଗେମ୍‌ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍‌ଲାଇନ୍ ଗେମ୍‌ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍‌ଲାଇନ୍‌ ଗେମ୍‌

ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ସୁନା ଖଣିର ସନ୍ଧାନ: ବିଭୂତି ଭୂଷଣ ଜେନା

ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ବିଧାୟକ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହା କହିଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ।

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍ ସେବା : ଆଇଟି ମନ୍ତ୍ରୀ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାକୁ ନେଇ ଉତ୍ତର ରଖି ଏହା କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ

ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା ନେଲା ନୂଆ ମୋଡ଼

ଡେଣ୍ଟାଲ୍‌ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ ବଞ୍ଚିତ ହୋଇଥିବା ବେଳେ କମ୍ ମାର୍କ ରଖିଥିବା ୧୧ ଜଣ ପ୍ରାର୍ଥୀ ନିଯୁକ୍ତି ପାଇ କାର୍ଯ୍ୟ କରୁଥିବା ସ୍ପଷ୍ଟ ‌ହୋଇଥିଲା।

ଏସ୍‌ସିବିରେ ରୋଗୀଙ୍କ ଜୀବନ ସହ ଖେଳ ୬ରୁ ୪ ‌ଷ୍ଟେରିଲାଇଜେସନ୍‌ ମେସିନ୍‌ ଅଚଳ

କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ ଷ୍ଟେରିଲାଇଜ୍ କରାଯାଉଛି। କଟକ,୨୪-୧୧-୨୦୨୪

ଚାକିରି ଏବଂ ରୋଜଗାରର ପରିଭାଷାକୁ ବ୍ୟାପକ କରିବାକୁ ହେବ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) :  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶ୍ରମ, ନିଯୁକ୍ତି ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ ସହ ୬ଟି ରାଜ୍ୟର

ମୃତ୍ୟୁ ମୁଖରୁ ଫେରେଇ ଆଣିଲେ ଜୀବନ

ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍‌ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍‌ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍‌ (ଇ-ସିପିଆର୍‌) ମାଧ୍ୟମରେ ଜଣେ ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା

ବଣ୍ଡାଘାଟିର ଦୁର୍ଗମ ଇଲାକାରେ ପହଞ୍ଚିଲା ମୋବାଇଲ୍‌ ନେଟୱର୍କ ସେବା

ଖଇରପୁଟ ବ୍ଲକର ବଣ୍ଡାଘାଟିର ଅଂଚଳବାସୀଙ୍କ ଅନେକ ଦିନର ଦାବି ପରେ ଦୁର୍ଗମ ଅଞ୍ଚଳରେ ପହଞ୍ଚିଛି ନେଟୱର୍କ ସେବା। ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକର ମୁଦୁଲିପଡ଼ା ପଞ୍ଚାୟତ ଗ୍ରାମାଞ୍ଚଳରେ ନେଟୱର୍କ ଆସିବା ପରେ ୩ ହଜାରରୁ ଊର୍ଦ୍ଧ୍ବ ଲୋକେ ଉପକୃତ ହୋଇଛନ୍ତି। ମାଲକାନଗିରି/ଭୁବନେଶ୍ୱର

ଓଲଟିଲା ଯାତ୍ରୀବାହୀ ବସ୍

ଚାଳକ ମୃତ, ହେଲପରଙ୍କ ସମେତ ୯ ଗୁରୁତର ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ବସ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ହେଲପରଙ୍କ ସମେତ

୨୦୨୭ ଶେଷ ସୁଦ୍ଧା ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ଭୂପୃଷ୍ଠରୁ ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା ଚାଲିଛି। ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ୍‌ କାମ ଆରମ୍ଭ ହେବ।