Sign in
Sign in
Recover your password.
A password will be e-mailed to you.
Browsing Category
ବିଜ୍ଞାନ
ବିଦେଶୀ ପକ୍ଷୀଙ୍କଠାରେ ଲାଗିଲା ଟ୍ରାନ୍ସମିଟର୍: ୧୦ ମିନିଟ୍ ବ୍ୟବଧାନରେ ପକ୍ଷୀଙ୍କ ଉପସ୍ଥିତି ଜାଣିହେବ
ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଚିଲିକା। ସାତଦରିଆ ଡେଇଁ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଏଠାକୁ ଧାଇଁ ଆସିଛନ୍ତି। କେଉଁ ପକ୍ଷୀ କେଉଁଠାରୁ ଆସିଛନ୍ତି ତାହା ଜଣାପଡ଼ୁ ନ ଥିଲେ ମଧ୍ୟ ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟୁଛନ୍ତି।
ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ପକ୍ଷୀଙ୍କ କଳରବରେ ମୁଖରିତ!-->!-->!-->…
ଆଇଟି ହବ୍ ହେବ ଓଡ଼ିଶା: ଅଶ୍ବିନୀ
ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତି (ଆଇଟି)ର ଏକ ପ୍ରମୁଖ ପେଣ୍ଠସ୍ଥଳୀରେ ପରିଣତ କରାଯିବ। ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ୍ ଲର୍ଣ୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି ୨.୦ରେ ରାଜ୍ୟର ଯୁବବର୍ଗଙ୍କୁ କୁଶଳୀ କରିବା ପାଇଁ ଲକ୍ଷ୍ୟ ରହିଛି।
ଭୁବନେଶ୍ୱର!-->!-->!-->…
ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଏହି ଗସ୍ତ ଶେଷ ହେଲା ପରେ ସେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ ମହାମହିମ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ଦିବସରେ ଯୋଗଦେଇ ୨୭ ଜଣ ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରିଥିଲେ।
bijay!-->!-->!-->…
ଏୟାରଲାଇନ୍ ଦେବେ ପାଣିପାଗ ତଥ୍ୟ: ବର୍ଷକ ଭିତରେ ବାଧ୍ୟତାମୂଳକ ହେବ
ବିମାନ ଉଡ଼ାଣ ଓ ଅବତରଣ ବେଳେ ଗୁରୁତ୍ବପୂର୍ଣ୍ଣ ପାଣିପାଗ ତଥ୍ୟ ସଂଗ୍ରହ କରାଯାଇଥାଏ। ସେହି ତଥ୍ୟକୁ ଏୟାରଲାଇନ୍ଗୁଡ଼ିକ ଖୁବ୍ଶୀଘ୍ର ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମ୍ଡି)କୁ ଦେବେ।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୯-୦୧-୨୦୨୫ (ପିପିଏସ ) : ବିମାନ ଉଡ଼ାଣ ଓ ଅବତରଣ ବେଳେ!-->!-->!-->!-->!-->…
କୋଣାର୍କରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ଆଜି ସକାଳେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର କୋଣାର୍କ ବ୍ୟାଖ୍ୟାନ କେନ୍ଦ୍ର ବୁଲି ଦେଖିଛନ୍ତି। ସେ ସୂର୍ଯ୍ୟମନ୍ଦିର ପରିଦର୍ଶନ ପରେ ପୁରୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। କେନ୍ଦ୍ର ମନ୍ତ୍ରୀଙ୍କ କୋଣାର୍କ ଗ୍ରସ୍ତକୁ ନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
!-->!-->!-->…
୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ପ୍ରବାସୀ ଭାରତୀୟ!-->!-->!-->…
ଡବଲ ଡେକର ବସ୍ର ଶୁଭାରମ୍ଭ; ବୁଲିବେ ପ୍ରବାସୀ ଭାରତୀୟ
ଭୁବନେଶ୍ବରରେ ଡବଲ୍ ଡେକର ବସ୍ର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଦିବସର ଉଦ୍ଘାଟନ ପୂର୍ବରୁ ଡବଲ ଡେକର ବସ୍ ଗଡ଼ିଛି।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ରାଜଧାନୀ ଭୁବନେଶ୍ବରରେ ଡବଲ୍ ଡେକର!-->!-->!-->…
ରାୟଗଡ଼ା ରେଳ ଡିଭିଜନ୍ରୁ ଯାତାୟାତ, ପରିବହନ ସଂଯୋଗରେ ଉନ୍ନତି ଆଶା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ରାୟଗଡ଼ା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। ରାୟାଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା।
ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୬!-->!-->!-->…
ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଜାନୁଆରି ୨୭ ତାରିଖରେ ସିଆଇଆଇ ପକ୍ଷରୁ ଏହାର ନ୍ୟାସନାଲ ଏକଜିକ୍ୟୁଟିଭ୍ କାଉନସିଲ୍ର ବୈଠକ ଅନୁଷ୍ଠିତ ହେବ। ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦବୋଧନ ଦେବେ।
ଭୁବନେଶ୍ୱର ୦୪-୦୧-୨୦୨୫ (ପିପିଏସ) : ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ!-->!-->!-->…
‘ମନ୍ କି ବାତ୍’ରେ କଳାହାଣ୍ଡିର ଯୁବଚାଷୀ କୃଷ୍ଣଚନ୍ଦ୍ର ନାଗ
ଧର୍ମଗଡ଼/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଜିର ଆଧୁନିକ ଯୁଗରେ ଯୁବ ଗୋଷ୍ଠୀ ଚାଷ ପ୍ରତି ଆଗ୍ରହ ପ୍ରକାଶ କରୁନଥିବା ବେଳେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ଜଣେ ଯୁବଚାଷୀ ଟମାଟୋ ଚାଷ କରି ନିଜେ ସ୍ୱାବଳମ୍ବୀ ହେବା ସହିତ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ବ ଲୋକଙ୍କୁ ନିଜ ବଗିଚାରେ!-->…