Browsing Category

ବିଜ୍ଞାନ

ଚାକିରି ନୁହେଁ, ନିଯୁକ୍ତିଦାତା ହେବାକୁ ପଡ଼ିବ: ଧର୍ମେନ୍ଦ୍ର

ଜଟଣୀ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଆଇଆଇଟି ଭୁବନେଶ୍ୱରକୁ ଗବେଷଣା ଓ ସୃଜନଶୀଳତାର ପେଣ୍ଠସ୍ଥଳୀ କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ରୁ ୭ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହାଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା ଏବଂ ବିକଶିତ

ଟ୍ରାଙ୍କୁଲାଇଜ ହେଲା ‘ଜୀନତ’

ବାରିପଦା/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରୁ ଖସି ଯାଇ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗରେ ପହଞ୍ଚି ଥିବା ୩ ବର୍ଷର ବାଘୁଣୀ ‘ଜୀନତ’ ରବିବାର ଟ୍ରାଙ୍କୁଲାଇଜ ହୋଇଛି। ପଶ୍ଚିମବଙ୍ଗର ବାଙ୍କୁଡ଼ା ଜିଲ୍ଲାରେ ବନ ବିଭାଗ ଟ୍ରାଙ୍କୁଲାଇଜ୍‌

ଓଡ଼ିଶାର ପ୍ରତିଭାବାନ ଲୋକଙ୍କୁ ନେଇ ଜ୍ଞାନ ତିଆରି କରିବା: ଧର୍ମେନ୍ଦ୍ର

ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଆଇଆଇଟି, ଭୁବନେଶ୍ୱରକୁ ଟିଚିଂ, ରିସର୍ଚ୍ଚ ଓ ଇନୋଭେସନର ପେଣ୍ଠସ୍ଥଳି କରିବାକୁ ହେବ। ତେବେ ଯାଇ ଭାରତର ଅର୍ଥନୀତି ୫ ରୁ ୭ ଟ୍ରିଲିୟନ ଆମେରିକୀୟ ଡଲାର ହେବାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହା ଦ୍ୱାରା ଆଇଆଇଟି ଛାତ୍ରଛାତ୍ରୀମାନେ ବିକଶିତ ଓଡ଼ିଶା

ପାରାଦୀପରେ ୬୧ହଜାର କୋଟିର ନାପ୍‌ଥା ପ୍ରକଳ୍ପ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ପାରାଦୀପରେ ଏକ ନାପ୍‌ଥା କ୍ରାକର୍‌ ପ୍ରକଳ୍ପ ସ୍ଥାପନ ହେବାକୁ ଯାଉଛି। ସେଥିରେ ୬୧ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଭାରତୀୟ ତୈଳ ନିଗମ ସେହି ପ୍ରକଳ୍ପ ସ୍ଥାପନ କରିବ। ତାହା ହେବ ଦେଶର ଅନ୍ୟତମ ସର୍ବବୃହତ ନାପ୍‌ଥା ପ୍ରକଳ୍ପ। ସେଥିରେ ରାଜ୍ୟ

ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି : ପ୍ରଧାନମନ୍ତ୍ରୀ 

ଦେଶକୁ ବିଶ୍ୱଗୁରୁ କରାଇବାକୁ ହେଲେ ଯୁବ ଗୋଷ୍ଠୀ ଆତ୍ମନିର୍ଭର ହେବା ଉଚିତ : ଆଇନ ମନ୍ତ୍ରୀ  ଭୁବନେଶ୍ୱର ୨୪-୧୨-୨୦୨୪ (ପିପିଏସ) : ରୋଜଗାର ମେଳା ଯୁବବର୍ଗଙ୍କୁ ସଶକ୍ତ କରୁଛି ଓ ସେମାନଙ୍କ ସାମର୍ଥ୍ୟକୁ ଉଜାଗର କରୁଛି। ଭାରତର ଯୁବ ପିଢ଼ି ନୂଆ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ଓ ସବୁ

ତାଗିଦା ପରେ ତତ୍ପରତା: ପଥ ଉତ୍ସବ ପ୍ରସ୍ତୁତି ଶେଷ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ସରକାରଙ୍କ ତାଗିଦା ପରେ ଚେତିଛି ବିଏମ୍‌ସି। ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବ୍ୟବହିତ ପୂର୍ବରୁ ବିଏମ୍‌ସି ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ଆଜି ବିଏମ୍‌ସିରେ ଏ ନେଇ ସ୍ବତନ୍ତ୍ର

ସାଇବର ସଚେତନତାମୂଳକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ଏହି ପୁସ୍ତିକାରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ

ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) :

ସାନ ଘାଗରାରେ ଟ୍ରି ବ୍ରିଜ୍‌ ୱାକ୍‌ ଓ ଟି ପାର୍ଟି ଅନ୍‌ ଟ୍ରି

BIJAY KUMAR PANDA ପର୍ଯ୍ୟଟକଙ୍କ ପାଇଁ କେନ୍ଦୁଝରରେ ପ୍ରକୃତି ସଜେଇ ରଖିଛି ଅନେକ ଅନୁପମ ଉପହାର। ସାନ ଘାଗରା ଓ ବଡ଼ ଘାଗରା ଜଳପ୍ରପାତଠୁ ଆରମ୍ଭ କରି ହଦଗଡ଼ ଡ୍ୟାମ୍ ପର୍ଯ୍ୟନ୍ତ ଅନେକ ଲୋଭନୀୟ ପର୍ଯ୍ୟଟନ କ୍ଷେତ୍ର ଏଠାରେ ରହିଛି। କେନ୍ଦୁଝର/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) :  

ଅନ୍‌ଲାଇନ୍‌ ଗେମ୍‌ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ

ସମ୍ପ୍ରତି ଅନ୍‌ଲାଇନ୍‌ ଗେମ୍‌ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍‌ଲାଇନ୍ ଗେମ୍‌ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍‌ଲାଇନ୍‌ ଗେମ୍‌