Browsing Category

ବିପର୍ଯୟ

ଦୁର୍ଘଟଣାରେ ପ୍ରାଣ ହରାଇଥିବା ତିନି ମୃତକଙ୍କୁ କ୍ୟାଣ୍ଡେଲ ଶୋଭାଯାତ୍ରା କରି ଶ୍ରଦ୍ଧାଞ୍ଜଳି ଜଣାଇଲେ କଳିଙ୍ଗାବାସୀ

ଗତ ଦୁଇ ଦିନ ତଳେ ସ୍ଥାନୀୟ ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ଓଡି ୧୨ ୭୩୭୪ ନମ୍ବର କାର ଏବଂ ଓଡି ୧୯ ଏଚ ୪୨୯୫ ନମ୍ବର ବାଇକ୍ ମୁହାଁମୁହିଁ ଧକ୍କାରେ କଳିଙ୍ଗା ଗ୍ରାମର ଶୁଭମ ନାୟକ, ଗଦିଙ୍ଗିଆ ଗ୍ରାମର ଶଙ୍କର ପ୍ରଧାନ ଓ ଶ୍ରୀହରି ପ୍ରଧାନ ମୃତ୍ୟୁ ବରଣ କରିଥିଲେ

ରାଜ୍ୟରେ ନିଆଁ ବର୍ଷିବା ପୂର୍ବାନୁମାନ

୧୨ ମାର୍ଚ୍ଚରୁ ତତଲା କଢ଼େଇ ପାଲଟିବ ଭୁବନେଶ୍ୱର ୦୯-୦୩-୨୦୨୫(ପିପିଏସ ) : ୧୨ ମାର୍ଚ୍ଚ ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ୧୨ ତାରିଖରୁ ୧୬ ମାର୍ଚ୍ଚ ମଧ୍ୟରେ ରାତିର ତାପମାତ୍ରା

ସହରାଞ୍ଚଳରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଶୁକ୍ରବାର ସହରାଞ୍ଚଳରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ସମୀକ୍ଷା କରିଛନ୍ତି ସହରାଞ୍ଚଳ ଏବଂ ଏହାର ଆଖପାଖରେ ଥିବା ସମସ୍ତ ଜଳାଶୟଗୁଡ଼ିକୁ ପୁନରୁଦ୍ଧାର, ପୁନରୁଦ୍ଧାର ଏବଂ

ଦିନରେ ସିଝାଉଛି ରାତିରେ ଥରାଉଛି

ଚଳିତ ମାସ ଆରମ୍ବରୁ ସାରା ରାଜ୍ୟରେ ଗ୍ରୀଷ୍ମ ଲହରୀ ଆରମ୍ଭ ହେବା ସହ ତାପମାତ୍ରା ଉପର ମୁଁହା ହୋଇ ପ୍ରବଳ ରୌଦ୍ରତାପ ଆରମ୍ଭ ହୋଇଯାଇଥିବା ବେଳେ କନ୍ଧମାଳ ଜିଲ୍ଲାର ଘୁ.ଉଦୟଗିରି ଅଞ୍ଚଳରେ କିନ୍ତୁ ଭିନ୍ନ ଏକ ପରିବେଶ ଅନୁଭୂତ ହେଉଛି ଘୁ.ଉଦୟଗିରି/ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ଚଳିତ

ଅନ୍ଧାରରେ କଟୁଛି ୩୫୦୦ ପରିବାରଙ୍କ ଜୀବନ

୨୭୪ ପଡ଼ା ଗାଁରେ ନାହିଁ ବିଜୁଳି ଆଲୁଅ ନବରଙ୍ଗପୁର ଜିଲ୍ଲାର ୨୭୪ ପଡ଼ା ଗାଁରେ ବସବାସ କରୁଥିବା ୩୫୫୩ ପରିବାର ଆଜି ବି ଅନ୍ଧାରରେ ରହୁଛନ୍ତି। ଏଯାଏଁ ଏହି ଗାଁ ଗୁଡ଼ିକରେ ବିଜୁଳି ଆଲୁଅ ପହଞ୍ଚି ପାରିନି। ସରକାରୀ ରେକର୍ଡରେ ଏହି ଗାଁକୁ ସୋଲାର ପ୍ରକଳ୍ପ ଜରିଆରେ

ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରି ଛୁଇଁଲା

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପ୍ରତିଦିନ ବୃଦ୍ଧି ପାଇବାରେ ଲାଗିଛି ଏବଂ ଚଳିତ ବର୍ଷ ପ୍ରଥମ ଥର ପାଇଁ ଆଜି ଏହା ୩୯ ଡିଗ୍ରି ସେଲସିୟସ୍ ଛୁଇଁଛି ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଭାରତୀୟ ପାଣିପାଗ ବିଭାଗ

ବନ୍ଦ କୋଠରୀରୁ ଗର୍ଭବତୀ ପତ୍ନୀ ଓ ତାଙ୍କ ସ୍ବାମୀଙ୍କ ଗଳିତ ମୃତଦେହ ଉଦ୍ଧାର

ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ ଆମାପାରା ଗ୍ରାମଠାରେ ଏକ ବନ୍ଦ ଘରରୁ ଦମ୍ପତିଙ୍କ ଗଳିତ ଶବ ଉଦ୍ଧାର ହୋଇଛି। ମୃତକ ଦୁହେଁ ହେଲେ ଦୁର୍ଜନ ଗଣ୍ଡ (୪୦) ଓ ପତ୍ନୀ ବିଜବାଇ ଗଣ୍ଡ (୩୫) l ଦୁଇଟି ଶବ ବେକରେ ଗାମୁଛା ରହିଥିବା ଵେଳେ ଏହା ହତ୍ୟା ନା ଆତ୍ମହତ୍ୟା ଜଣା ପଡ଼ି ନାହିଁ।

ଭୁବନେଶ୍ବରକୁ ଭୂମିକମ୍ପ ଭୟ

ଉଚ୍ଚ ଅଟ୍ଟାଳିକା ପାଇଁ ନାହିଁ କଟକଣା, ବଢ଼ିପାରେ ସମସ୍ୟା ଓଡ଼ିଶାର ୧୪ଟି ଜିଲ୍ଲାକୁ ଭୂମିକମ୍ପ ଭୟ ରହିଛି। ଯେଉଁଥିରେ ଖୋର୍ଦ୍ଧା ସମେତ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ମୟୂରଭଞ୍ଜ

ଧୀରେଧୀରେ ସବୁ ବନ୍ଦ କରିଦେଲେ କି?

କାଡାଭରିକ୍‌, ଲିଭର୍‌ ପ୍ରତିରୋପଣ ବନ୍ଦ କଟକ ୨୭-୦୨-୨୦୨୫(ପିପିଏସ) : କଟକ ବଡ଼ଡାକ୍ତରଖାନାରେ ବନ୍ଦ ହୋଇଗଲାଣି କି ବ୍ୟବସ୍ଥା? କାଡାଭରିକ୍‌ ପ୍ରତିରୋପଣ ବ୍ୟବସ୍ଥା ସାଢ଼େ ୩ମାସରୁ ଅଧିକ ସମୟ ହେଲା ହୋଇପାରିନି। ସେହିପରି ଲିଭର୍‌ ପ୍ରତିରୋପଣ ବ୍ୟବସ୍ଥା ବି ଏକପ୍ରକାର ଠପ୍‌।

ଓଡ଼ିଶାରେ ମୃଦୁ ଭୂମିକମ୍ପ  ଅନୁଭୂତ

ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ଆଜି ସକାଳ ୬ଟା ୧୦ରେ  ଓଡ଼ିଶାର କେତେକ ସ୍ଥାନରେ ମୃଦୁ ଭୂମିକମ୍ପ  ଅନୁଭୂତ ହୋଇଛି। ବିଶେଷ କରି ରାଜଧାନୀ ଭୁବନେଶ୍ବର, ପୁରୀ, ପାରାଦୀପ, ବାରିପଦା ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧