Sign in
Sign in
Recover your password.
A password will be e-mailed to you.
Browsing Category
ବିପର୍ଯୟ
ମାଟିତଳେ ପୋତି ହୋଇଗଲେ ୩ ଶ୍ରମିକ
ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ
ରାଉରକେଲା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ!-->!-->!-->…
ଆଉ ଏକ ମହାମାରୀ ଆସିବା ଆଶଙ୍କା: ଚୀନ୍ରେ ନୂଆ କରୋନା ଭାଇରସ ଚିହ୍ନଟ
ନୂଆ ବାଦୁଡ଼ି କରୋନା ଭାଇରସ୍ ନେଇ ଏକ ଅପଡେଟ୍ ଆସିଛି। ଏହା ଚୀନ୍ରେ ଆବିଷ୍କୃତ ହୋଇଛି। ଚୀନ୍ ଗବେଷକଙ୍କ ଏକ ଦଳ ଏହି ଭାଇରସ୍ର ନାମ ଏଚକେୟୁ-୫-କୋଭ୍-୨ ରଖିଛନ୍ତି। ସାଉଥ୍ ଚାଇନା ମର୍ଣ୍ଣିଂ ପୋଷ୍ଟ ଅନୁଯାୟୀ, ଏହି ନୂତନ କରୋନା ଭାଇରସ ସାର୍ସ-କୋଭ୍-୨ ପରି ମଣିଷରୁ ମଣିଷକୁ ବ୍ୟାପିବାକୁ!-->…
୪୮ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟରେ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି କରାଯିବ: ମନ୍ତ୍ରୀ ସୁରେଶ…
ଚଳିତ ବର୍ଷ ୮୧୨ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର | ପ୍ରତି ଆଶ୍ରୟସ୍ଥଳୀ ମରାମତି ପାଇଁ ୬ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି | ଏଥିପାଇଁ ୪୮ କୋଟି ୭୨ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ସରକାର | ବିଧାନସଭାରେ ସୂଚନା ଦେଇଛନ୍ତି!-->…
ରହସ୍ୟମୟ ପରିସ୍ଥିତିରେ ନାବାଳକ ଜୀବନ୍ତ ଦଗ୍ଧ
କଟକରେ ରହସ୍ୟମୟ ପରିସ୍ଥିତିରେ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ଜଣେ ନାବାଳକ ରହସ୍ୟମୟ ପରିସ୍ଥିତିରେ ପୋଡ଼ି ହୋଇଯାଇଛନ୍ତି। ନିଜ ଦେହରେ ଡିଜେଲ୍ ଢାଳି ନିଆଁ ଲଗାଇଥିବା କୁହାଯାଉଛି
କଟକ ୧୯-୦୨-୨୦୨୫(ପିପିଏସ ) :!-->!-->!-->…
ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ମିଳିଲା ୨୫୫.୨୪ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା
କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ ଦ୍ୱାରା ପ୍ରଭାବିତ ପାଞ୍ଚଟି ରାଜ୍ୟ ପାଇଁ ଏନଡିଆରଏଫ ଅଧୀନରେ ୧୫୫୪.୯୯ କୋଟି ଟଙ୍କାର ଅତିରିକ୍ତ କେନ୍ଦ୍ରୀୟ ସହାୟତାକୁ ଅନୁମୋଦନ କରିଛି।
!-->!-->…
ବଦଳିବ ଶିକ୍ଷା ଭିତ୍ତିଭୂମି! ରାଜ୍ୟରେ ୪୫,୦୦୦ ଶିଶୁବାଟିକା ଖୋଲାଯିବ
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ଶିକ୍ଷା ହେଉଛି ସମାଜର ଦର୍ପଣ। ଶିକ୍ଷା ମାଧ୍ୟମରେ ହିଁ ସମାଜରେ ପରିବର୍ତ୍ତନ ଆଣି ହେବ। ଶିକ୍ଷା ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ!-->…
୧.୩୪ ଲକ୍ଷ କୋଟିରେ ପହଞ୍ଚିଲା ଓଡ଼ିଶାର ମୋଟ ଋଣ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଦି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏହି ବଜେଟର ଆକାର ୨୦୨୪-୨୫ ବଜେଟର ଆକାର ତୁଳନାରେ ପ୍ରାୟ ୯.୪ ପ୍ରତିଶତ ଅଧିକ ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ!-->!-->!-->…
ନିଆଁ ଆୟତ୍ତ ପାଇଁ କେତେ ପ୍ରସ୍ତୁତ ବନବିଭାଗ ?
ଆସୁଛି ଗ୍ରୀଷ୍ମଋତୁ: ଏହି ବନଖଣ୍ଡରେ ଜଣେ ବନପାଳ, ୨୨ ବନରକ୍ଷୀ ପଦବି ଖାଲି
ବର୍ତ୍ତମାନ ସୁଦ୍ଧା ଜଙ୍ଗଲ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ପ୍ରତିରୋଧ ସହାୟକ ବା ପିଏମାନଙ୍କୁ ଜାନୁଆରି ମାସର ପ୍ରାପ୍ୟ ମିଳିନି। ଦୈନିକ ସର୍ବନିମ୍ନ ୪୫୨ ଟଙ୍କା ମଜୁରୀରେ ନିୟୋଜିତ ହୋଇଥିଲେ ସୁଦ୍ଧା ଠିକ ସମୟରେ!-->!-->!-->…
ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ
ବାସୁଦେବପୁର ପୌରପାଳିକାର ରାଧାବଲ୍ଲଭପୁର ଗ୍ରାମରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର କାହ୍ନୁ ବେହେରାଙ୍କ ପୁଅ ରାଜେନ୍ଦ୍ର(୧୭) ଓ ସତ୍ୟବାନ ବେହେରାଙ୍କ ପୁଅ ଜ୍ୟୋତିର୍ମୟ(୧୪) ।
ବାସୁଦେବପୁର/ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ଭଦ୍ରକ!-->!-->!-->…
ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା!
ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି
ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା!-->!-->!-->…