Sign in
Sign in
Recover your password.
A password will be e-mailed to you.
Browsing Category
ବିପର୍ଯୟ
ମାଡି ଆସୁଛି ବାତ୍ୟା, “ଦାନା “
ନେଇଯିବ କି ଚାଷୀଙ୍କ ଦାନା
ଅଧା ପାଚିଲା ଫସଲ କୁ ଆଣିଲେ କିଛି ଚାଷୀ।
ଅସ୍ତରଙ୍ଗ,୨୩-୧୦-୨୦୨୪(ପିପିଏସ ) : ଦାନା ମାଡି ଆସୁଛି। ଚାଷୀଙ୍କ ବର୍ଷକର ଦାନା ଛଡାଇନେବ। ସମ୍ଭାବ୍ୟ ବାତ୍ୟା ଦାନା ଭୟରେ ଭୟଭୀତ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଂଚଳର ଚାଷୀକୂଳ। ଦାନା ଉଜାଡିବ ନେବ!-->!-->!-->!-->!-->!-->!-->…
ବାତ୍ୟା ‘ଦାନା’ର ପ୍ରାଶାସନିକ ପ୍ରସ୍ତୁତି ସମୀକ୍ଷା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଧାମନଗର ୨୩-୧୦-୨୦୨୪(ପିପିଏସ ) : ସମ୍ଭାବ୍ୟ ବାତ୍ୟା 'ଦାନା'ର ମୁକାବିଲା ପାଇଁ ଧାମନଗର ବିଧାୟକ ତଥା ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ଏବଂ ଭାଷା ସାହିତ୍ୟ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସ୍ଥିତପ୍ରଜ୍ଞ ପ୍ରଶାସନିକ ଅଧିକାରୀଙ୍କ ସହ ଏକ ବୈଠକ ପଞ୍ଚାୟତ ସେମିତି ସମ୍ମିଳନୀ!-->…
ସମ୍ଭାବ୍ୟ ବାତ୍ୟା ‘ ଦାନା ‘ ଛଡ଼ାଇ ନେବକି ଦାନା ?ସଜାଗ ଜିଲ୍ଲା ପ୍ରଶାସନ
ଜଗତସିଂହପୁର,୨୩-୧୦-୨୦୨୪(ପିପିଏସ ) : ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା ର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଯାହାଫଳରେ ଜଗତସିଂହପୁର ଜିଲ୍ଲାରେ ୨୪ଓ ୨୫ ତାରିଖ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସହ ୧୧୦ ରୁ ୧୨୦ କି .ମି ବେଗରେ ପବନ!-->…
ପୁରୀ ଏସ୍ପିଙ୍କ ଅସ୍ତରଙ୍ଗ ଅଚାନକ ଗ୍ରସ୍ତ।
ବାତ୍ୟା ଦାନା କୁ ନେଇ ଏସ୍ପିଙ୍କ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ
ଅସ୍ତରଙ୍ଗ,୨୩-୧୦-୨୦୨୪(ପିପିଏସ ) : ବଙ୍ଗୋପସାଗର ସୃଷ୍ଟି ଘୁର୍ଣ୍ଣିଝଡ଼ ଦାନା କୁ ନେଇ ପ୍ରଶାସନ ସଜାଗ ଥିବା ବେଳେ ବୁଧବାର ସନ୍ଧ୍ୟା ରେ ପୁରୀ ଜିଲ୍ଲା ଏସ୍ପି ବିନୀତ ଅଗ୍ରୱାଲ ଅଚାନକ ଅସ୍ତରଙ୍ଗ ଗ୍ରସ୍ତ!-->!-->!-->!-->!-->…
ସ୍ଥଳଭାଗ ଅଭିମୁଖେ ‘ଦାନା’
ବାତ୍ୟା ସମୟରେ ପବନ ଅପେକ୍ଷା ବର୍ଷାର ପ୍ରଭାବ ଓଡ଼ିଶା ଉପରେ ଅଧିକ ରହିବ। ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗିତ୍ସିଂହପୁର ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହୋଇପାରେ। କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ପୁରୀରେ ଅତିପ୍ରବଳ ବର୍ଷା ହେବ। ପାଖାପାଖି ୧୯ଟି ଜିଲ୍ଲାରେ ବର୍ଷା ପବନର!-->!-->!-->…
କୃତ୍ରିମ ଅଭାବ ଜନିତ ଦରବୃଦ୍ଧି ରୋକିବା ପାଇଁ ପ୍ରଶାସନିକ ଚଢ଼ଉ
ବାତ୍ୟା ପରିସ୍ଥିତିର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଆଳୁ, ପିଆଜ ଭଳି ଅତ୍ୟାବଶ୍ୟକ ଜିନିଷର କୃତ୍ରିମ ଅଭାବ ସୃଷ୍ଟି କରି କଳାବଜାରୀ, ଦରବୃଦ୍ଧି, ବେଆଇନ୍ ଭାବେ ମହଜୁଦ ଭଳି ଖବର ଓ ଅଭିଯୋଗ ଆଧାରରେ ଜିଲ୍ଲା ପ୍ରଶାସନ ତରଫରୁ ଚଢ଼ଉ କରାଯାଇଛି।
ଭଦ୍ରକ/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ!-->!-->!-->…
କୂଳ ଲଙ୍ଘୁଛି ସମୁଦ୍ର, ୨ ଗାଁ ଲୀନ ହେବା ଆଶଙ୍କା
ସମୁଦ୍ର କୂଳ ଲଙ୍ଘୁଥିବାରୁ ଏହାର ପ୍ରତିକାର ନେଇ ବହୁବାର ବିଧାନସଭାରେ ଦାବି ଉଠିଛି।
ଗ୍ରାମ ଠାରୁ ଏବେ ସମୁଦ୍ର ଆଉ ମାତ୍ର ୨୦୦ ମିଟର ଦୂରରେ ରହିଛି
ରାମେୟାପାଟଣା ଅଞ୍ଚଳରେ ସମୁଦ୍ର ଧୀରେ ଧୀରେ କୂଳ ଖାଇବାରେ ଲାଗିଛି।
ଛତ୍ରପୁର/ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) :!-->!-->!-->!-->!-->!-->!-->!-->!-->…
ଗଜପତିରେ ଅଭାବୀ ବର୍ଷା : ଚିନ୍ତାରେ ରହିଛନ୍ତି ଚାଷୀ
ପାରଳାଖେମୁଣ୍ଡି,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା ରହିଛି । ହେଲେ ବର୍ଷା ଅଭାବ ଯୋଗୁ!-->!-->!-->…
ଦ୍ୱାରଶୁଣୀ ଘାଟିଠୁ ବଳିଗଲାଣି ୨୨୦ ନମ୍ବର ଜାତୀୟ ରାଜପଥ
ରାଇରଙ୍ଗପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ରାଂଚି-ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥ ଦୁର୍ଘଟଣାର ପିିଛା ଛାଡୁ ନାହିଁ। ଆଜି ପୁଣି ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାଦାମପାହାଡ ଥାନା!-->!-->!-->!-->…
ପୁଣି ଭାରରେ ବୁହାହେଲେ ରୋଗୀ
ଚିତ୍ରକୋଣ୍ଡାରେ ଅଭାବନୀୟ ଦୃଶ୍ୟ
ଚିତ୍ରକୋଣ୍ଡା/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରରେ ବୁହାହେଲେ ରୋଗୀ, ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଂଚାୟତର ରଥଗୁଡା ଗ୍ରାମରେ। ତେବେ କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ!-->!-->!-->…