Browsing Category

ବିପର୍ଯୟ

ପୁରୀରେ ପ୍ରବଳ ବର୍ଷା; ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ପୁରୀରେ ପ୍ରବଳ ବର୍ଷା ଯୋଗୁ ବଡ଼ଦାଣ୍ଡରେ ଜମିଲା ଆଣ୍ଠୁଏ ଉଚ୍ଚର ପାଣି । ଏବେ ବି ପୁରୀରେ ବର୍ଷା ଜାରି ରହିଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ମାର୍କେଟ ଛକ, ବଡ଼ଶଙ୍ଖ, ଭିଆଇପି ରୋଡ୍, ଫାୟାର ଷ୍ଟେସନ ସମ୍ମୁଖ, ଅବକାଶ ଲେନ, ଗଜପତି ନଗର,

ଲଗାଣ ବର୍ଷା: ଦବିଲା ୫ ଶହ ମିଟର କଂକ୍ରିଟ ରାସ୍ତା

ଜଳେଶ୍ବର/ଭୁବନେଶ୍ୱର ୨୬-୦୯-୨୦୨୪(ପିପିଏସ) : ଉତ୍ତର ଓଡ଼ିଶାରେ  ଦୁଇ ଦିନ ଧରି ପ୍ରବଳ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଲଗାଣ ବର୍ଷା ଯୋଗୁ  ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ଅନ୍ତର୍ଗତ ଝାଡପିମ୍ପଳ ଓ ବାଇଗଣ ବାଡିଆ ପଞ୍ଚାୟତ ନିକଟରେ କଂକ୍ରିଟ ରାସ୍ତା ଦବି ଯାଇଛି।

ବଜ୍ରପାତରେ ମହିଳା ମୃତ, ୨ ଗୁରୁତର

ସମ୍ବଲପୁର/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଅଧୀନ ଅନ୍ଧାରୀ ଗ୍ରାମରେ ଆଜି ଅପରାହ୍‌ଣରେ ବଜ୍ରପାତ ହୋଇଛି। କ୍ଷେତରୁ ଘରକୁ ‌ଫେରିବା ପୂର୍ବରୁ ମହିଳା ଶ୍ରମିକମାନେ ବଜ୍ରପାତର ଶିକାର ହୋଇଛନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଲଳିତା

ଘାରିଲାଣି ବନ୍ୟା ଭୟ : ଜଳକା ଓ ବୈତରଣୀରେ ବଢୁଛି ଜଳସ୍ତର

ବାଲେଶ୍ୱର/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଫୁଲୁଛି ଜଳକା ଓ ବୈତରଣୀ ନଦୀ । ଏହି ଦୁଇଟି ନଦୀ ଏବେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଫଳରେ ନଦୀ କୂଳିଆଙ୍କୁ ଘାରିଛି ବନ୍ୟା ଆଶଙ୍କା। ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ମଥାନୀ ଠାରେ ବିପଦ

କୂଳ ଜଗିଛି ହେନ୍ତାଳବଣ

ଜୟବାୟୁ ପରିବର୍ତ୍ତନ ଯୋଗୁଁ ସାମୁଦ୍ରିକ ଜୁଆର କୂଳ ଲଂଘୁଛି। ଜୁଆର ମାଡ଼ରେ କ୍ଷୟ ହୋଇ ଚାଲିଛି ଉପକୂଳବର୍ତ୍ତୀ ଅଞ୍ଚଳ। ଏଭଳି ସ୍ଥିତିରେ ଉପକୂଳକୁ ସୁରକ୍ଷା ଦେଉଛି ହେନ୍ତାଳବଣ। ବାଲେଶ୍ୱର/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ଅସ୍ବାଭାବିକ ଭାବେ ଜଳବାୟୁ ପରିବର୍ତ୍ତନ ହେଉଛି।

ପୁଣି ହାତୀପଲଙ୍କ  ଉପଦ୍ରବ: ଭାଙ୍ଗିଲେ ଘର, ଉଜାଡ଼ିଲେ ଫସଲ

କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ଗ୍ରାମପଞ୍ଚାୟତର ୧୬ନଂ ୱାର୍ଡର ରେଟୁଡ଼ି ଗ୍ରାମରେ ପୁଣି ହାତୀପଲଙ୍କ ଉପଦ୍ରଵ ଦେଖିବାକୁ ମିଳୁଛି। କିଛି ମାସର ବ୍ୟବଧାନ ପରେ ପୁଣି ହାତୀପଲ ଫେରିଛନ୍ତି। ଘୁ.ଉଦୟଗିରି/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): କନ୍ଧମାଳ ଜିଲ୍ଲା

ବନ୍ୟା ପରର ବିପର୍ଯ୍ୟୟ, ଦୁର୍ଗମ ଅଞ୍ଚଳରେ ଡାଇରିଆ ଆତଙ୍କ : ଚିକିତ୍ସା ପାଇଁ ସଜାଗ ସ୍ୱାସ୍ଥ୍ୟ ବିଭାଗ

୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଗୁରୁତର ମାନଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର ଦୂଷିତ ପାଣି ଏବଂ ବିଷାକ୍ତ ଖାଦ୍ୟ ହୋଇପାରେ କାରଣ ମାଲକାନଗିରି/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ପ୍ରଥମେ ପ୍ରବଳ ବର୍ଷା ଓ ତା'ପରେ ବନ୍ୟା l ଏବେ ଦେଖାଦେଇଛି

କାନ୍ଥ ପଡ଼ି ଜେଜେମା ମୃତ : ବୋହୁ ସହିତ ୭ ମାସର ନାତୁଣୀ ଗୁରୁତର

ସୁବର୍ଣ୍ଣପୁର/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ଅର୍ନ୍ତଗତ ସହରାପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ଘର କାନ୍ଥ ପଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ଲାଲଚନ ଦୀପଙ୍କ ପତ୍ନୀ ସୁରୁବାଳି ଦୀପ ବୋଲି ଜଣାପଡିଛି। ସୂଚନା ଅନୁସାରେ ଲାଲଚନଙ୍କ ୩ ପୁଅ

ଭରାନଈ ପାର ହୋଇ ଚିକତ୍ସା ପାଇଁ ଗଲେ ଡାକ୍ତର

ମାଲକାନଗିରି/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଜିଲ୍ଲାର ମାଥିଲି ବ୍ଲକରେ ଏବେ ଝାଡାବାନ୍ତି ବ୍ୟାପିଛି। ଜିଲ୍ଲାରେ ବନ୍ୟା ପରେ ସଂକ୍ରାମକ ରୋଗର ଶିକାର ହେଉଛନ୍ତି ଲୋକେ।ଗତ ଏକ ସପ୍ତାହ ମଧ୍ୟରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବହୁ ଲୋକ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବିଭିନ୍ନ

ବନ୍ୟାଞ୍ଚଳକୁ ଚିକିତ୍ସା ପାଇଁ ଟ୍ରାକ୍ଟର ଯୋଗେ ଗଲେ ଡାକ୍ତରୀ ଟିମ୍‌

ମାଲକାନଗିରି/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିବା ସହ ଚାରିଆଡେ ଜଳମଗ୍ନ ହୋଇଯାଇଛି। ଏଥିରେ ବିଶେଷ ଭାବେ ମାଲକାନଗିରି, ମାଥିଲି, କାଲିମେଳା ଏବଂ ପଡ଼ିଆ ବ୍ଲକ କ୍ଷତିଗ୍ରସ୍ତ ହୋଇଛି। ମାଥିଲି ବ୍ଲକର ଟେମରୁପାଲ୍ଲୀ